ରାଜନୀତି ରାଜ୍ୟ ସୁଜାତା ପାଣ୍ଡିଆନଙ୍କ ବିରୋଧରେ କେନ୍ଦ୍ରୀୟ ବିଜେପି ଆଣିଲା ବଡ ଅଭିଯୋଗ May 2, 2024 Nirvay ମିଶନ ଶକ୍ତି ସଚିବ ସୁଜାତା ଆର୍ କାର୍ତ୍ତିକେୟନ ପାଣ୍ଡିଆନଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନଙ୍କ ଦ୍ବାରସ୍ଥ ହୋଇଛନ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ୱ। ବିଜେପି ଅଭିଯୋଗ କରିଛି ଯେ ବିଜେଡି ନିର୍ବାଚନ ଜିତିବା ପାଇଁ SVEEP ମାଧ୍ୟମରେ ଭୋଟରଙ୍କୁ…
ରାଜନୀତି ରାଜ୍ୟ ନିର୍ବାଚନ ଲଢ଼ିବେନି ସୌମ୍ୟରଞ୍ଜନ ପଟ୍ଟନାୟକ! May 2, 2024 Papirani ଆଜି ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଘସିପୁରରାରୁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ କରିବ ବୋଲି କିଛି ଦିନ ହେବ ଚର୍ଚ୍ଚା ହେଉଥିଲା। ତେବେ ସେମିତି କିଛି ହୋଇନାହିଁ। ଗତକାଲି ଗଣମାଧ୍ୟମକୁ ଶ୍ରୀ ପଟ୍ଟନାୟକ କହିଥିଲେ…
ତାଜା ଖବର ରାଜନୀତି ରାଜ୍ୟ ୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି May 2, 2024 Papirani ୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,…
ରାଜନୀତି ରାଜ୍ୟ ଆଶିଷ ସିଂ ବିରୋଧରେ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେପି May 2, 2024 Nirvay ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ମୁକ୍ତ ଓ ନିରପେକ୍ଷ ନିର୍ବାଚନକୁ ଦୃଷ୍ଟିରେ ରଖି ସର୍ବଭାରତୀୟ ପୋଲିସ ସେବା ଅଧିକାରୀ ଆଶିଷ ସିଂଙ୍କୁ କେନ୍ଦ୍ରୀୟ ରେଞ୍ଜ ଆଇଜି ପଦବୀରୁ ହଟାଇ ଦିଆଗଲା। ତଥାପି ତାଙ୍କ ଆଚରଣରେ ପରିବର୍ତ୍ତନ ପରିଲକ୍ଷିତ ହେଉ ନାହିଁ।…
ତାଜା ଖବର ରାଜନୀତି ରାଜ୍ୟ ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ May 2, 2024 Papirani ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ନାମାଙ୍କନ ଭରିଛନ୍ତି। ଏହି ସମୟରେ ତାଙ୍କ ସହ ଦଳୀୟ ବିଧାୟକ ପ୍ରାର୍ଥୀ ଏବଂ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତି ଥିଲେ । ହଜାର ହଜାର ସମର୍ଥକଙ୍କ ସହ ସେ ଉପ…
ରାଜନୀତି ରାଜ୍ୟ ଓଡିଶା ଆସୁଛନ୍ତି ସାଉଥ ସୁପରଷ୍ଟାର ପୱନ କଲ୍ୟାଣ May 2, 2024 Nirvay ବ୍ରହ୍ମପୁର; ସାଉଥ ସିନେମା ସୁପରଷ୍ଟାର ତଥା ଲୋକପ୍ରିୟ ଅଭିନେତା ପୱନ କଲ୍ୟାଣ ଓଡିଶା ଆସୁଛନ୍ତି । ସେ କୌଣସି ସିନେମାର ସୁଟିଙ୍ଗ କିମ୍ବା ଫିଲ୍ମ ପ୍ରମୋଶନ ପାଇଁ ଆସୁନାହାନ୍ତି । ଆସୁଛନ୍ତି ଭାରତୀୟ ଜନତା ପାର୍ଟିର ଏକ ନିର୍ବାଚନୀ ସଭାରେ ଯୋଗ…
ରାଜନୀତି ରାଜ୍ୟ ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ May 2, 2024 Papirani ବିଜେଡିରୁ ଇସ୍ତଫା ଦେଲେ ଖଣ୍ଡପଡା ଆସନରୁ ଟିକେଟ ଆଶାୟୀ ଥିବା ଅନୁଭବ ପଟ୍ଟନାୟକ । ଦଳର ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଅନୁଭବ ପଟ୍ଟନାୟକ । ଟିକେଟ୍ ପାଇବାରୁ ବଞ୍ଚିତ ହେବା ପରେ ଦଳରୁ ଇସ୍ତଫା ଦେଇଛନ୍ତି । ଖଣ୍ଡପଡା ଆସନ…
ରାଜନୀତି ରାଜ୍ୟ ଆସିଲା ବିଜେଡିର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, କୋରେଇରୁ ପ୍ରାର୍ଥୀ ହେଲେ ପ୍ରଣବଙ୍କ ମା’ May 2, 2024 Nirvay ଆଜି ବିଜେଡି ତାର ଶେଷ ବିଧାନସଭା ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ସାବିତ୍ରୀ ପ୍ରଧାନ ଖଣ୍ଡପଡା ପ୍ରାର୍ଥୀ ହୋଇଥିବା ବେଳେ,ସନ୍ଧ୍ୟା ରାଣୀ ଦାସ କୋରେଇରୁ ପ୍ରାର୍ଥୀ ହୋଇଛନ୍ତି, ସେହିପରି ସୁକାନ୍ତ ନାୟକ ନୀଳଗିରି ପ୍ରାର୍ଥୀ ହୋଇଛନ୍ତି। ଦେବଗଡରେ ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ…
ରାଜନୀତି ରାଜ୍ୟ ଭୁବନେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ May 2, 2024 Papirani ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବରେ ଅପରାଜିତା ଷଡ଼ଙ୍ଗୀ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ନାମାଙ୍କନ ଭରିଛନ୍ତି । ବିଜେପିର…
ରାଜନୀତି ରାଜ୍ୟ କୃଷି ଓ କୃଷକ ସମସ୍ୟା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ମନମୋହନ ସାମଲ May 2, 2024 Papirani ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । କୃଷି ଓ କୃଷକ ସମସ୍ୟା ନେଇ ପ୍ରେସମିଟରେ ବର୍ଷିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତି ନେଇ…