Category: ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଓଏସଏସ ଅଫିସର ବିଦା

ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…

ସୁରମା ପାଢ଼ୀଙ୍କୁ ନବୀନଙ୍କ ସମର୍ଥନ; ନିର୍ଦ୍ବନ୍ଦ୍ବରେ ହେବେ ବାଚସ୍ପତି

ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ମନୋନୀତ କରାଯାଇଛି। ମନୋନୀତ ହେବା ପରେ ସୁରମା ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଛନ୍ତି। ଏଯାଏଁ ଆଉ…

ସୁରମା ପାଢୀ ହେଲେ ବାଚସ୍ପତି ପ୍ରାର୍ଥୀ

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି।…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀ ସତୀଶ ଚନ୍ଦ୍ର ସାମଲ ଓ ବିନୋଦ ବିହାରୀ ସିଂହଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି। ସେହିପରି ଯୋଜନା ଓ ସଂଯୋଜନା ବିଭଗର…

ଅରୁଣଙ୍କ ପତ୍ତା କାଟିଲେ ବବି!

ବିଜେଡି ସତ୍ତା ହରାଇବା ପଛରେ ଭି.କେ. ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସଙ୍କୁ (ବବି ଦାସ)ଙ୍କୁ ମଧ୍ୟ ଲୋକ ଦାୟୀ କରୁଛନ୍ତି। କାରଣ ଏମାନେ ହିଁ ଦଳର ମୁଖ୍ୟ ଥିଲେ। ପାଣ୍ଡିଆନ ନେତୃତ୍ୱ ନେଉଥିବା ବେବେ ବବି ତାଙ୍କୁ ସବୁ କାମରେ…

ଡ୍ରେନରେ ଭାସିଯାଇ ନାବାଳକ ମୃତ୍ୟୁ ଘଟଣା: ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବରରେ ୟୁନିଟ-୩ ମସଜିଦ କଲୋନି ନିକଟରେ ମଙ୍ଗଳବାର ଅପରାହ୍‌ଣରେ ନାଳରେ ଭାସିଯାଇ ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟଣାରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ବ୍ୟାରିକେଡ କାହିଁକି ହୋଇନି ବୋଲି…

ଡ୍ରେନରେ ପଡ଼ି ନାବାଳକର ମୃତ୍ୟୁ ଘଟଣାରେ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବାଳକଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଚାରି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ…

ନବୀନ ଚାଲି ଯାଉଥିବା ଦେଖି ଛିଡ଼ା ହୋଇଗଲେ ଲକ୍ଷ୍ମଣ

ଆଜି ବିଧାନସଭାରେ ଶପଥ ଗ୍ରହଣ ସମୟରେ ନବୀନ ଚାଲି ଯାଉଥିବା ବେଳେ ତାଙ୍କୁ ଦେଖି ଅଟକି ଗଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ। ଛିଡ଼ା ହୋଇ ନିଜ ପରିଚୟ ଦେଇଥିଲେ ଶ୍ରୀ ବାଗ। ପରିଚୟ ପାଇବା ପରେ ଲକ୍ଷ୍ମଣ ବାଗଙ୍କୁ ଶୁଭେଚ୍ଛା…

ବାଲେଶ୍ୱର ହିଂସା: କାହାର ଏ ଷଡ଼ଯନ୍ତ୍ର ?

ବାଲେଶ୍ୱରରେ ସାମ୍ପ୍ରଦାୟିକ ହିଂସା ପଛରେ ଆଉ ଷଡ଼ଯନ୍ତ୍ର ରହିନି ତ ? ବିଜେପି ଓଡ଼ିଶାରେ ନୂଆ କରି ସରକାର ଗଠନ କରିଥିବା ବେଳେ ଶପଥ ଗ୍ରହଣ କରୁ କରୁ ତାକୁ ବଦନାମ କରିବା ପାଇଁ ଏହା ଏକ ଷଡ଼ଯନ୍ତ୍ର ବୋଲି ଜଣାପଡୁ଼ଛି।…

ବିଧାୟକ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ

ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ପଟ୍ଟନାୟକ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଚଳିତଥର ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ଆସନରୁ ନିର୍ବାଚନ ଲଢିଥିଲେ ନବୀନ ପଟ୍ଟନାୟକ ।…