Category: ରାଜନୀତି

ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ସମାବେଶ; ବିଜେପିର ମିଛକୁ ପର୍ଦ୍ଦାଫାସ କରିବାକୁ ଆହ୍ବାନ

ଶଙ୍ଖ ଭବନରେ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ସମାବେଶ ଅନୁଷ୍ଠିତ ହୋଇଛି। ଜିଲ୍ଲାସ୍ତରୀୟ କର୍ମକର୍ତ୍ତା ଓ ରାଜ୍ୟ ନେତୃବୃନ୍ଦକୁ ସମ୍ବୋଧିତ କରିବା ଅବସରରେ ବିଜେପିର ମିଛକୁ ପର୍ଦ୍ଦାଫାସ କରିବାକୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି।…

ରାଜ୍ୟରେ ଆରମ୍ଭ ହେଲା ବିଜେପିର ସଦସ୍ୟତା ଅଭିଯାନ

ଆଜି ବିଜେପିର ସଦସ୍ୟ ଅଭିଯାନ ନେଇ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବିଜେପିର ସଦସ୍ୟତା ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ସଦସ୍ୟତା ଗ୍ରହଣ କରିଛନ୍ତି। ରାଜ୍ୟ…

ସୁନୀତି ମୁଣ୍ତଙ୍କୁ ବିଜେପି ପାର୍ଟି ଅଫିସରୁ ତଡ଼ିଦେଲେ ବିଜେପି କର୍ମୀ 

ବିଜେପି ପାର୍ଟି ଅଫିସରେ ବିଜେପିରୁ ନିଲମ୍ୱିତ ହୋଇଥିବା ସୁନୀତି ମୁଣ୍ଡଙ୍କୁ ଦୁର୍ବ୍ୟବହାର । ସଭାପତି ମନମୋହନ ସାମଲଙ୍କୁ ଭେଟିବାକୁ ଆସିଥିବା ବେଳେ ସୁନୀତି ମୁଣ୍ଡଙ୍କୁ ଜୋରଦାର ବିରୋଧ କରିଥିଲେ ବିଜେପି ସଦସ୍ୟ । ଏହାପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ଘଉଡ଼ାଇ ରାସ୍ତାରେ…

ପଶ୍ଚିମବଙ୍ଗରେ ପାରିତ ହେଲା ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍

କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ଦଣ୍ଡ ଦେବା ଦାବିରେ ସାରା ଦେଶରେ ଆନ୍ଦୋଳନ ଜାରି ରହିଥିବା ବେଳେ ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାର ଆଣିଛନ୍ତି ‘ଅପରାଜିତା ବିଲ୍’…

ରାଜ୍ୟରେ ଗତ ୫ ବର୍ଷ ଭିତରେ ଉଦ୍ଧାର ହୋଇଛନ୍ତି ୨୮୩ ଜଣ ଶିଶୁ ଶ୍ରମିକ

ରାଜ୍ୟରେ ୫ ବର୍ଷରେ ୨୮୩ ଶିଶୁ ଶ୍ରମିକ ଉଦ୍ଧାର। ଆଜି ବିଧାନଭାର ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନ ରାଜ୍ୟରେ ଗତ ୫ ବର୍ଷ ଭିତରେ କେତେ ସଂଖ୍ୟକ ଶିଶୁ ଶ୍ରମିକ ଉଦ୍ଧାର ହେଇଛନ୍ତି? ଆଉ ଶିଶୁ ଶ୍ରମିକ…

ସୁଭଦ୍ରା ଯୋଜନାରେ ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ସାମିଲ ନକଲେ ଆନ୍ଦୋଳନ ହେବ: ବିଜେଡି

ସୁଭଦ୍ରା ଯୋଜନାର ଏସଓପିକୁ ନେଇ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଆଜି ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି । ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ଛୁରିଆ…

ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଆଜି ବିଧାନସଭାରେ ବିଧାୟକ ଭାସ୍କର ମଢ଼େଇଙ୍କ ପ୍ରଶ୍ନରେ ଉତ୍ତର ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ପଡ଼ୋଶୀ ଦେଶ ବାଂଲାଦେଶ ହିଂସା ଓ ରାଜନୈତିକ ସଙ୍କଟ ଦେଇ ଗତି କରୁଛି।…

ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ରାଜ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ‘ସୁଭଦ୍ରା’ ଯୋଜନା ସମ୍ପର୍କିତ ସମସ୍ତ ତଥ୍ଯ ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ । କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ ସୁଭଦ୍ରା ପୋର୍ଟାଲ- http://subhadra.odisha.gov.in ରେ ରେ ସମସ୍ତ ସୂଚନା…

ହିଞ୍ଜିଳିରେ ୨୪ ବର୍ଷରେ ହୋଇଛି ୧୦୦ ହତ୍ୟା

୨୪ ବର୍ଷ ମଧ୍ୟରେ ହିଞ୍ଜିଳିରେ ଘଟିଛି ଶହେ ହତ୍ୟା । ଆଜି ବିଧାସଭାରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରେ ୨୪ ବର୍ଷରେ ଘଟିଛି ୧୦୦ ହତ୍ୟା।…

୮୦ ଦିନରେ ହୋଇଛି ୩୯ ଜଣ ସରକାରୀ କର୍ମଚାରୀଙ୍କ ଉପରେ ରେଡ୍‌

ରାଜ୍ୟରେ ୮୦ ଦିନରେ ୩୯ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ଉପରେ ହୋଇଛି ରେଡ୍‌ । ଆଜି ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନ ଭିଜିଲାନ୍ସ ଚଢାଉ ଉପରେ ରହିଥିବା ବେଳେ ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୮୦…