Category: ରାଜନୀତି

କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେଲେ ଓଡ଼ିଶା ଉପ-ମୁଖ୍ୟମନ୍ତ୍ରୀ

ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ। ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର…

ବନ୍ୟା ପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ମୌସୁମୀ ବର୍ଷା ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁର୍ବଳ ନଦୀ…

ନିଲାମ ହେବ ଓଡ଼ିଶାର ୧୭ କୋଇଲା ଖଣି

କେନ୍ଦ୍ର ସରକାର ଦଶମ ପର୍ଯ୍ୟାୟ ବାଣିଜ୍ୟକ ୬୧ଟି କୋଇଲା ବ୍ଲକ୍‌ର ନିଲାମ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ଦେଶର ୬୧ଟି ଖଣି ବିକ୍ରି ନିମନ୍ତେ ରଖାଯାଇଥିବାବେଳେ ଓଡ଼ିଶାରୁ ସ୍ଥାନ ପାଇଛି ସର୍ବଧିକ ୧୭ଟି କୋଇଲା ଖଣି । ନିଲାମ ପ୍ରକ୍ରିୟା ଆରମ୍ଭ…

କେନ୍ଦୁଝରରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ

ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୋହନ ଚରଣ ମାଝି । ଏଥିପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା…

ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣା: ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣାରେ ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମରେ ସୂଚନା ଦେଲେ ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା। ସେ କହିଛନ୍ତି ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ ଆକ୍ସନ ହେବ । କିଏ ଓ କାହିଁକି କାଳିମାଡ଼ କଲା ଚିହ୍ନଟ ପରେ…

ପୂର୍ବ ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ

ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦିଲ୍ଲୀପ ରାୟ

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର ଦାଖଲ କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପଙ୍କ ଦାବିରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବୋଲି ସୂଚନା।…

ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଉପରେ ସାମୟିକ ରୋକ ଲଗାଇଲେ ହାଇକୋର୍ଟ

ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିମ୍ନ ଅଦାଲତରୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସାମୟିକ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ଇଡି କେଜ୍ରିୱାଲଙ୍କୁ…

କଂଗ୍ରେସ ଭବନରେ ପଶି ପିସିସି ସଭାପତିଙ୍କୁ କାଳିମାଡ଼

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଆଜି କାଳିମାଡ଼ ହୋଇଛି । କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ତାଙ୍କୁ କାଳିମାଡ଼ ହୋଇଛି। କଂଗ୍ରେସ ଭବନରେ ପଶି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି। କାଳି ମାଡ଼ ପରେ ପ୍ରତିକ୍ରିୟା ରଖିଲେ ପିସିସି…

ଆଜି ଜେଲ୍‌ରୁ ବାହାରିବେ ଅରବିନ୍ଦ କେଜ୍‌ରିଓ୍ବାଲ

ମଦ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ ଜରିଆରେ ଜାମିନ ଦିଆଯାଇଛି। ସେ ଆଜି ତିହାର…