Category: ରାଜନୀତି

ଏକଜିଟ୍ ପୋଲ୍ ସର୍ଭେ; ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି ଆସିବ ବିଜେପି!

୨୭ ବର୍ଷ ପରେ ପୁଣି ଥରେ ବିଜେପି ଦିଲ୍ଲୀ ଦଖଲ କରିବ! ୯ଟି ଏକଜିଟ୍ ପୋଲ୍‌ ଫଳାଫଳ କହୁଛି, ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି କଡ଼ ଲେଉଟାଇବ ଇତିହାସ । ଦିଲ୍ଲୀର ୭୦ ବିଧାନସଭା ଆସନର ମତଦାନ ସରିବା ପରେ…

ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ

ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ। ଅଜଣା ନମ୍ବରରୁ ଫୋନ୍ କରି ଜୀବନରୁ ମାରି ଦେବାକୁ ଧମକ ଦେବା ସହ ୫୦ ଲକ୍ଷ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ। ଏ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିବା ସହ…

ଦିଲ୍ଲୀ ବିଧାନସଭା ପାଇଁ ଚାଲିଛି ଭୋଟଗ୍ରହଣ

ଦିଲ୍ଲୀରେ ବିଧାନସଭା ନିର୍ବାଚନ ପାଇଁ ଆଜି ମତଦାନ ଚାଲିଛି। ଆଜି ସକାଳ ୭ଟାରୁ ସମସ୍ତ ମତଦାନ କେନ୍ଦ୍ରରେ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଆଜି ୧.୫୬ କୋଟିରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ…

ଡବଲ ଇଞ୍ଜିନ ସରକାରଙ୍କ ରେଳ ବଜେଟ ନୈରାଶ୍ୟଜନକ: ବିଜେଡି

କେନ୍ଦ୍ର ରେଳ ବଜେଟ ସମ୍ବନ୍ଧରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ବିଜୁ ଜନତା ଦଳ ଏହାକୁ ଏକ ଫମ୍ପା ଶବ୍ଦ ଓ ପ୍ରଚାର ସର୍ବସ୍ୱ ବୋଲି କହିଛି…

ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ପହଞ୍ଚିଲେ ନବୀନ ପଟ୍ଟନାୟକ

‏ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ । ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାର…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶେଷ ହେଲା ପ୍ରଚାର

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଚାର ସୋମବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି । ଫେବୃଆରି ୫ ତାରିଖରେ ମତଦାନ ହେବ ଏବଂ ଫେବୃଆରି ୮ ରେ ଫଳାଫଳ ପ୍ରକାଶ ପାଇବ । ନିର୍ବାଚନ ପାଇଁ ଜୋରସୋରରେ ପ୍ରଚାର ଚଳାଇଥିଲେ…

କୁମ୍ଭ ମେଳାରେ ଚୁଟି ପକେଇ ଲାଣ୍ଡି ହେଲେ ସୁନୀତି ମୁଣ୍ଡ

ଭୁବନେଶ୍ୱର ମେୟର ପ୍ରାର୍ଥିନୀ ସୁନୀତି ମୁଣ୍ଡ ମହାକୁମ୍ଭ ମେଳାରେ ଚୁଟି ପକେଇ ଲାଣ୍ଡି ହୋଇଛନ୍ତି । ନିକଟରେ ସେ ନିଜ ସୋସିଆଲ ମିଡିଆରେ କିଛି ଫଟୋ ଓ ଭିଡିଓ ପୋଷ୍ଟ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି । ସେ ଏବେ କୁମ୍ଭମେଳା…

ଝାରପଡ଼ାର ସ୍ଵତନ୍ତ୍ର କାରାଗାରରେ ଛାତ୍ର ନେତାଙ୍କୁ ଭେଟିଲେ କଂଗ୍ରେସ ନେତୃବୃନ୍ଦ

ଝାରପଡ଼ାର ସ୍ଵତନ୍ତ୍ର କାରାଗାରରେ ଥିବା ଛାତ୍ର ନେତାଙ୍କୁ ଆଜି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ଭେଟିଛନ୍ତି । ଆଜି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପୂର୍ବତନ ବିଧାୟକ ତଥା…

ବାହାଘର ନା ନେତାଙ୍କ ମିଳନଘର !

ଏମିତିଆ ବାହାଘର ଯେ, ବିହାରଠୁ ଆରମ୍ଭକରି ଓଡ଼ିଶା ଯାଏଁ ଧୂମ ରାଜନୈତିକ ଚର୍ଚ୍ଚା। ସବୁ ଦଳରୁ ନେତା ଯାଇ ଆସାମରେ ଠୁଳ ହେବେ, ଚର୍ଚ୍ଚା ନିହାତି ହବ । ଆସାମରେ ବି କମ ଚର୍ଚ୍ଚା ହେଇନାହିଁ । ବାହାଘର ଥିଲା ପୂର୍ବତନ…

ପୁରୀ ଜିଲ୍ଲା ହଇଜା ଭୟାନକ ସ୍ଥିତି; ଉଦବେଗ ପ୍ରକାଶ କଲେ ନବୀନ

ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ନବୀନ । ସେ ନିଜ ସୋସିଆଲ ମଡିଆ…