Category: ରାଜନୀତି

Jaundice Spreads In Cuttack: କଟକରେ ଜଣ୍ଡିସ କାୟା ବିସ୍ତାର କରିବା ପ୍ରସଙ୍ଗ; ଦାୟିତ୍ୱ ତୁଲାଉନାହାନ୍ତି ମେୟର: ବିଧାୟିକା ସୋଫିଆ

କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ୱାର୍ଥ ପାଇଁ ଗୋଟିଏ ଏଜେନ୍ସିକୁ ବାରମ୍ବାର ଟେଣ୍ଡର ଦିଆଯାଉଛି। ଏନେଇ ସୋଫିଆ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।…

Rajya Sabha Elections: ରାଜ୍ୟସଭା ‘ଡିଲ୍’ରେ ମୁଣ୍ଡି ମାରିବାକୁ ଆସୁଛନ୍ତି ଶାହା !

ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ଚାଣକ୍ୟ ଅମିତ ଶାହା ଆସୁଛନ୍ତି ୭ ତାରିଖ । ୯ ତାରିଖ ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ । ମନେକରାଯାଉଛି ଯେ, ଶାହାଙ୍କର ଏହି ଗସ୍ତ ସମୟରେ ହିଁ…

Budget Session: ବଜେଟ ରାଶି ଖର୍ଚ୍ଚ କରିପାରିନାହାନ୍ତି ଓଡ଼ିଶା ସରକାର, ବିକାଶ ହେବ କେମିତି: କଂଗ୍ରେସ

ସରକାରଙ୍କର ଅପାରଗତା, ଧାନ କିଣା ସମସ୍ୟା ଓ ଗତକାଲି ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ପ୍ରସଙ୍ଗକୁ ନେଇ ଆଜି କଂଗ୍ରେସ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀ କରି କଂଗ୍ରେସ କହିଛି । ଚଳିତ ଆର୍ଥିକ ବର୍ଷ ସରିବାକୁ ମାତ୍ର ଆଉ…

Jayaram Pangi Resigns: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ। କଂଗ୍ରେସ ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଥିବା ନେଇ ସୂଚନା ରହିଛି। ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି। ଦଳକୁ ସମୟ ଦେଇ ପାରୁନଥିବାରୁ…

Rajya Sabha Polls: ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ

ଭାରତୀୟ ନିର୍ବାଚନ କମିଶନ (ଇସିଆଇ) ୧୬ ମାର୍ଚ୍ଚ, ୨୦୨୬ ରେ ଓଡ଼ିଶା ସମେତ ୧୦ ଟି ରାଜ୍ୟରେ ୩୭ ଟି ରାଜ୍ୟସଭା ଆସନ ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ଇସିଆଇ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ୨୬ ଫେବୃଆରୀରେ…

Budget Session 2026: ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ

ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ। ମଙ୍ଗଳବାର ଦିନ ରାଜ୍ୟ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ହେବା ଅବସରରେ ରାଜ୍ୟପାଳଙ୍କ ଉଦଘାଟନୀ ଭାଷଣ ପରେ ରାଜ୍ୟ ବିଧାନସଭାର ବିରୋଧୀ ଦଳ ନେତା ତଥା…

Amit Shah To Visit Odisha: ମାର୍ଚ୍ଚ ୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୭ ତାରିଖରେ ଦିନିକିଆ ଗସ୍ତରେ ଓଡ଼ିଶା ଆସିବାକୁ ଯାଉଛନ୍ତି, ଯେଉଁଠାରେ ସେ ପ୍ରମୁଖ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ପ୍ରସଙ୍ଗ ସମୀକ୍ଷା କରିବେ।…

Odisha Assembly: ବିଧାନସଭାରେ ବଦଳିଲେ ସନାତନ ମହାକୁଡ ଓ ଅରବିନ୍ଦ ମହାପାତ୍ରଙ୍କ ସିଟ୍

ଆଜିଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଛି । ଏହାରି ମଧ୍ୟରେ ଗୃହରେ ସନାତନ ମହାକୁଡ ଓ ଅରବିନ୍ଦ ମହାପାତ୍ରଙ୍କ ଆସନ ପରିବର୍ତ୍ତନ ହୋଇଛି । ବିଜୁ ଜନତା ଦଳରୁ ନିଲମ୍ବିତ ହେବା ପରେ ଦୁଇ ବିଧାୟକ ସନାତନ ମହାକୁଡ଼ ଏବଂ ଅରବିନ୍ଦ…

Odisha Assembly Budget Session: ବିଧାନସଭା ବଜେଟ ଅଧିବେଶନ ପାଇଁ ବିଜେପି ବିଧାୟକ ଦଳ ବୈଠକ 

ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେସନ । ଏହି ଅଧିବେସନ ଆସନ୍ତା କାଲିରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୨୪ ତାରିଖ ପର୍ଯ୍ୟନ୍ତ ଏବଂ…

Budget Session Of Odisha Assembly: ବଜେଟ ଅଧିବେଶନକୁ ନେଇ ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସ ବିଧାୟକ ଦଳର ଆଲୋଚନା

ଓଡ଼ିଶା ବିଧାନସଭାର ଆଗାମୀ ବଜେଟ ଅଧିବେଶନ ପୂର୍ବରୁ ବିଧାନସଭା ପରିସରରେ କଂଗ୍ରେସ ବିଧାୟକ ଦଳ ବୈଠକରେ ପିସିସି ସଭାପତି ଭକ୍ତ ଚରଣ ଦାସ ଯୋଗଦେଇ ଦଳର ରଣନୀତି ଉପରେ ଆଲୋଚନା କରିଛନ୍ତି । ଗଣମାଧ୍ୟମକୁ ବିବୃତି ଦେଇ ଭକ୍ତ ଦାସ କହିଛନ୍ତି…