Category: ରାଜନୀତି

୨୨ରୁ ସପ୍ତଦଶ ବିଧାନସଭା ଅଧିବେଶନ

ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବ। ୨୫ ତାରିଖରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍‌। ଏହା ମଧ୍ୟରେ ଅଗଷ୍ଟ ୧ରୁ ୧୯…

କୁସୁମା କଟେଜ୍‌ ହେଉଛି କ୍ରୀଡ଼ା ବିଭାଗର: ଉପାଧ୍ୟକ୍ଷ ସନ୍ତୋଷ ମଲିକ

କୁସୁମା କଟେଜ୍‌ କ୍ରୀଡ଼ା ବିଭାଗର ବୋଲି ସୂଚନା ଦେଲେ ଉପାଧ୍ୟକ୍ଷ ସନ୍ତୋଷ ମଲିକ। ଯାଜପୁର କୁସୁମାରେ କଟେଜ୍‌ କେଳେଙ୍କାରୀ ଅଭିଯୋଗ ଘଟଣାରେ ଆଜି ପ୍ରେସ୍‌ମିଟ୍‌ରେ ପୌରପାଳିକା ଉପାଧ୍ୟକ୍ଷ ସନ୍ତୋଷ ମଲିକଙ୍କ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି କୁସୁମା ପରିସରରେ…

ବିଜେପି ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଚକ୍ଷୁ ଅସ୍ତ୍ରୋପଚାର

ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ପୁନଃ ଚକ୍ଷୁ ଅସ୍ତ୍ରୋପଚାର ହୋଇଛି। ବୈଜୟନ୍ତ ପଣ୍ଡାଙ୍କ ବାମ ଆଖିର ଅସ୍ତ୍ରୋପଚାର କରାଯାଇଥିବା ସୂଚନା ମିଳିଛି। ଦୁଇ ମାସ ପୂର୍ବେ ଆଖିରେ ଗଭୀର ଆଘାତ ଲାଗିଥିଲା ଏବଂ…

କେରଳର ସହ ପ୍ରଭାରୀ ଭାବେ ନିଯୁକ୍ତ ହେଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

ବିଭିନ୍ନ ରାଜ୍ୟ ପାଇଁ ୨୪ ଜଣଙ୍କୁ ପ୍ରଭାରୀ ଏବଂ ସହପ୍ରଭାରୀ ଭାବେ ନିଯୁକ୍ତ କଲା ବିଜେପି। ଓଡ଼ିଶା ପ୍ରଭାରୀ ଭାବେ ବିଜୟପାଲ ସିଂ ତୋମାର ନିଯୁକ୍ତ ହୋଇଥିବା ବେଳେ ସହ-ପ୍ରଭାରୀ ହୋଇଛନ୍ତି ଲତା ଉସେଣ୍ଡି । ସେହିପରି ଭୁବନେଶ୍ୱର ସାଂସଦ ଅପରାଜିତା…

ରାହୁଲ ଗାନ୍ଧୀ ଫଟୋ ଉପରକୁ ଗୋବର ମାଡ଼ ଘଟଣା: ପୋଲିସ କମିଶନରେଟ କାର୍ଯ୍ୟାଳୟ ଘେରିଲା କଂଗ୍ରେସ

କଂଗ୍ରେସ ଭବନ ସମ୍ମୁଖରେ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରେ ବିଜେପି କର୍ମୀଙ୍କ ଗୋବର ମାଡ଼ ଘଟଣାରେ ଆଜି କମିଶନରେଟ ପୋଲିସ ଅଫିସ ଘେରାଉ କରିଛନ୍ତି ଛାତ୍ର କଂଗ୍ରେସ । ବିଜେପି କର୍ମୀଙ୍କୁ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଘେରାଉ । ବିକ୍ଷୋଭରେ…

ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଏତଲା

ପୁଣି ଅଡ଼ୁଆରେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସଙ୍କ ନାଁରେ ଏତଲା । କ୍ୟାପିଟାଲ ଥାନାରେ ଏତଲା ଦେଲେ ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ…

ବିଧାନସଭା ପରିସରରେ ସୁରେନ୍ଦ୍ରନାଥ ନାୟକଙ୍କୁ ଦିଆଗଲା ଶେଷ ଶ୍ରଦ୍ଧାଞ୍ଜଳି

ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ । କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀର ବିଧାନସଭା ପହଞ୍ଚିଛି। ବିଧାନସଭା ପରିସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି…

ହାଇକୋର୍ଟର ଦ୍ବାରସ୍ଥ ହେଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ରଘୁନନ୍ଦନ ଦାସଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହେବା ପରେ ଏବେ ତାଙ୍କୁ ଗିରଫ କରାଯିବାର ସମ୍ଭାବନା ବଢ଼ିଛି । କୌଣସି କାର୍ଯ୍ୟାନୁଷ୍ଠାନ ପୂର୍ବରୁ ହାଇକୋର୍ଟଙ୍କ…

ବ୍ରିଟେନର ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ

ଦୀର୍ଘ ବର୍ଷ ପରେ ବ୍ରିଟେନରେ ବଦଳି ଯାଇଛି ସତ୍ତା। ନୂଆ ଇତିହାସ ରଚିଛି ଲେବର୍ ପାର୍ଟି। ଗତକାଲି ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କୋଟି କୋଟି ଜନତା ମତାଧିକାର ସାବ୍ୟସ୍ତ କରିଛନ୍ତି। ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କେର୍‍ ଷ୍ଟାର୍ମରଙ୍କ ଲେବର…

ସୁନ୍ଦରଗଡ଼ ଜିଲ୍ଲାପାଳ ହେଲେ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ ସୁନ୍ଦରଗଡ ଜିଲ୍ଲାପାଳ ଡ଼. ଗାଭଲି ପରାଗ ହର୍ଷଦ । ନୂଆ ନିଯୁକ୍ତି ମିଳିବା ପରେ ଦିଲ୍ଲୀ ଗଲେ ସୁନ୍ଦରଗଡ଼ ଜିଲ୍ଲାପାଳ ।