Category: ରାଜନୀତି

ବଜେଟ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବୈଠକ

ବଜେଟ୍ ପୂର୍ବରୁ ସିଏମଙ୍କ ବୈଠକ । ଲୋକସେବା ଭବନରେ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ ନେଇ ସମୀକ୍ଷା ସହ ଅର୍ଥନୈତିକ ସର୍ଭେର ଉପସ୍ଥାପନା ଦେଖିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ରହିଛନ୍ତି…

ବଜେଟ୍ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୈଠକ

ବଜେଟ୍ ପୂର୍ବରୁ ମୋଦିଙ୍କ ବୈଠକ । ସାଧାରଣ ବଜେଟ୍ ଉପସ୍ଥାପନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ । ଜୁଲାଇ ୨୩ରେ ମୋଦି ସରକାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ୩.୦ ଉପସ୍ଥାପନ କରିବେ। ଏହି ବଜେଟ ସମ୍ବନ୍ଧରେ ଏହି ବୈଠକ…

ପହଣ୍ଡିବେଳେ ଘଟିଥିବା ଘଟଣାକୁ ହାଲୁକା ଭାବେ ନେବା ଉଚିତ୍ ନୁହେଁ: କଟକ ସାଂସଦ ଭର୍ତ୍ତୃହରି ମହତାବ

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ସେ କହିଛନ୍ତି ଘଟଣାକୁ ହାଲୁକା ଭାବେ ନେବା ଉଚିତ୍ ନୁହେଁ । ଏହା ଅତ୍ୟନ୍ତ ଦୁଃଖଦାୟକ ଘଟଣା । ଏଭଳି ଘଟଣା ଇତିହାସରେ…

ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବଦଳି

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି । ଗୃହ ବିଭାଗ OSD ଭାବେ ଆଶିଷ ସିଂଙ୍କୁ ବଦଳି । IPS ଆଶିଷ ସିଂଙ୍କ ବଦଳି ନେଇ ଗୃହ ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ ନିର୍ବାଚନ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ ସହ ମନ୍ତ୍ରୀମଣ୍ଡଳର ସଦସ୍ୟଙ୍କ ମନ୍ତବ୍ୟକୁ ଆଧାର କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଚିଠିରେ ଲେଖିଛନ୍ତି ମହାପ୍ରଭୁ…

ଜଗନ୍ନାଥଙ୍କ ଭଜନ ଗାଉ ଗାଉ ସଭାମଞ୍ଚରେ ଟଳି ପଡ଼ିଲେ ଗଜପତି ଅତିରିକ୍ତ ଜିଲ୍ଲାପାଳ

ଜଗନ୍ନାଥଙ୍କ ଭଜନ ଗାଉ ଗାଉ ସଭାମଞ୍ଚରେ ଟଳି ପଡିଥିଲେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର ଦାସ। ଗତକାଲି ରାତିରେ ପ୍ରଶାସନିକ ଅଧିକାରୀମାନେ ଏକ ନୈଶ ଭୋଜିର ଆୟୋଜନ କରିଥିଲେ ପାରଳାଖେମୁଣ୍ଡି ସ୍ଥିତ ବୃନ୍ଦାବନ ପ୍ୟାଲେସ୍ ନିକଟରେ। ଏହି ଅବସରରେ ଚାଲିଥିବା…

ପୂର୍ବ ସରକାର ଲାଗୁ କରିଥିବା ପ୍ରକଳ୍ପକୁ ଦୋହରାଇଲେ ନୂଆ ସରକାର: ବିଜେଡି

ବୁଧବାର ରାଜ୍ୟ କ୍ୟାବିନେଟ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ଘୋଷଣା କରିବା ପରେ ଏହାକୁ କଟାକ୍ଷ କରିଛି ବିଜେଡି। ଶଙ୍ଖ ଭବନରେ ସାମ୍ୱାଦିକ ସମ୍ମିଳନୀ କରି ବିଜେଡି କହିଛି ୩ ମାସ ତଳର ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ସରକାର। ପୂର୍ବ…

ଅଷ୍ଟ୍ରିଆରେ ବନ୍ଦେ ମାତରଂ ଗାନକରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରାଗଲା ସ୍ଵାଗତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଅଷ୍ଟ୍ରିଆର ରାଜଧାନୀ ଭିଏନାରେ ପହଞ୍ଚିଛନ୍ତି। ଆଜି ଅଷ୍ଟ୍ରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟସ୍ୱାଗତ କରାଯାଇଛି ।ପ୍ରାୟ ୪୦ ବର୍ଷ ପରେ, ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଶେଷ…

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜ ଦିବ୍ୟସିଂଦ ଦେବଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ପୁରୀ ନିଳାଦ୍ରୀ ଭକ୍ତ ନିବାସରେ ବୈଠକ ବସିବ । ଏହି ବୈଠକରେ ରତ୍ନଭଣ୍ଡାର ସମ୍ପର୍କୀତ ଆଲୋଚନା ହେବ । ଆଜିର ବୈଠକ…

ଏକ ନମ୍ବର ହାଟର ପରିବା ଗୋଦାମ ଯାଞ୍ଚ କଲେ ଯୋଗାଣ ମନ୍ତ୍ରୀ

ଏକ ନମ୍ବର ହାଟରେ ପରିବା ଗୋଦାମରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ପରିବା ଗୋଦାମରେ ଯାଞ୍ଚ କରିବା ପାଇଁ ପହଞ୍ଚିଛନ୍ତି ମନ୍ତ୍ରୀ । ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସହ ଯୋଗାଣ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଅଛନ୍ତି…