ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଓଡ଼ିଶାର ୪ଟି ସ୍ଥାନରେ ପ୍ରଚାର କରିବେ ଗୃହମନ୍ତ୍ରୀ ଅମିତ ଶାହା May 21, 2024 Papirani ବିଜେପି ଫୋକସରେ ଏବେ ଓଡ଼ିଶା ରହିଥିବା ବେଳେ ଜଣକ ପରେ ଜଣେ ବିଜେପିର ହେବିୱେଟ କେନ୍ଦ୍ରୀୟ ନେତା ଓଡ଼ିଶା ଗସ୍ତରେ ଆସି ହାଇଭୋଲଟେଜ୍ ପ୍ରଚାର କରୁଛନ୍ତି । ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି…
ରାଜନୀତି ରାଜ୍ୟ ବୁଥ୍ରେ ପଶି ଭୋଟରଙ୍କୁ ପ୍ରଭାବିତ କରୁଥିଲେ ଶାରଦା May 20, 2024 Nirvay ରାଉରକେଲା : ଆଜି ଦ୍ଵିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଥିବା ବେଳେ ରାଉରକେଲା ବିଜେଡି ବିଧାୟକ ପ୍ରାର୍ଥୀ ସାରଦା ନାୟକ ତାଙ୍କ କିଛି କର୍ମୀଙ୍କୁ ନେଇ ବୁଥ୍ ଭିତରେ ପଶିବାକୁ ଉଦ୍ୟମ କରିଥିଲେ। ବୁଥ୍ରେ ପଶି ଭୋଟରଙ୍କୁ ପ୍ରଭାବିତ କରୁଥିବା ନେଇ…
ରାଜନୀତି ରାଜ୍ୟ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେପିରୁ ବହିଷ୍କୃତ ହେଲେ ଖାରବେଳ May 20, 2024 Nirvay ଭୁବନେଶ୍ୱର,: ଦଳବିରୋଧୀ କାର୍ଯ୍ୟ ପାଇଁ ପୂର୍ବତନ ଏମ୍ପି ଖାରବେଳ ସ୍ୱାଇଁଙ୍କୁ ବିଜେପି ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ…
ରାଜନୀତି ରାଜ୍ୟ ପ୍ରଧାନମନ୍ତ୍ରୀ ରାଜ୍ୟକୁ ଆସିଲେ ଯଦି ପର୍ଯ୍ୟଟକ ତାହାଲେ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତ କଲେ କଣ: ପ୍ରଦୀପ ପାଣିଗ୍ରାହୀ May 20, 2024 Nirvay ପ୍ରଧାନମନ୍ତ୍ରୀଙ୍କୁ ପର୍ଯ୍ୟଟକ କହୁଥିବା ବିଜେଡିକୁ ଜବରଦସ୍ତ ଉତ୍ତର ଦେଇଛନ୍ତି ଗୋପାଳପୁର ବିଧାୟକ ତଥା ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ପ୍ରଦୀପ କହିଛନ୍ତି ମୋଦି ରାଜ୍ୟ ବୁଲିଲେ ଯଦି ପର୍ଯ୍ୟଟକ, ନବୀନ ଜିଲ୍ଲା ବୁଲିଲେ କ’ଣ ? ପ୍ରଧାନମନ୍ତ୍ରୀ ସାରା…
ରାଜନୀତି ରାଜ୍ୟ ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି: ମାଗଣା ସୌର ବିଜୁଳି ଓ ସୋଲାର ପାନେଲ May 20, 2024 Nirvay ଆଜି ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ବିରାଟ ନିର୍ବାଚନ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ମୋଦି କହିଛନ୍ତି ଯେ, ପୂର୍ବ ଘୋଷିତ ଯୋଜନା ଅନୁସାରେ ଲୋକଙ୍କୁ ମାଗଣା ବିଦ୍ୟୁତ ଯୋଗାଇଦିଆଯିବ। ଏହାସହ…
ତାଜା ଖବର ରାଜନୀତି ରାଜ୍ୟ ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ସୋ’ May 20, 2024 Papirani ଦ୍ୱିତୀୟ ଥର ପାଇଁ ଆଜି ରାଜଧାନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ସୋ’ କରିଛନ୍ତି । ଭୁବନେଶ୍ୱର ରାଜରାସ୍ଥା ପାଲଟିଲା ଜନ ସମୁଦ୍ର। ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ…
ରାଜନୀତି ରାଜ୍ୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ରେ ଆଜି ନବୀନ ପଟ୍ଟନାୟକଙ୍କ ଭାଗ୍ୟ ପରୀକ୍ଷା May 20, 2024 Nirvay ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ୁଥିବା ହିଞ୍ଜିଳି ଓ କଣ୍ଟାବାଞ୍ଚି ଆସନରେ ବି ମତଦାନ ହେଉଛି। ଷଷ୍ଠ ଥର ବିଜେଡି ବିଜୟୀ ହୋଇ ରେକର୍ଡ଼ କରିବ ବୋଲି ଆଶାବାଦୀ ରହିଥିବା ବେଳେ ଦଳର…
ରାଜନୀତି ରାଜ୍ୟ ଦିନ ୩ଟା ସୁଦ୍ଧା ରାଜ୍ୟରେ ୪୮.୯୫% ମତ ସାବ୍ୟସ୍ତ ହୋଇଛି May 20, 2024 Nirvay ଆଜି ରାଜ୍ୟରେ ଦିନ ୩ ଟା ସୁଦ୍ଧା ମୋଟ ୪୮.୯୫% ମତଦାନ ହୋଇଥିବା ବେଳେ ଆଗରେ ଅଛି ବରଗଡ଼। ବରଗଡ଼ ସଂସଦୀୟ କ୍ଷେତ୍ରରେ ୫୩.୮୮% ମତଦାନ ହୋଇଥିବା ବେଳେ ଆସ୍କାରେ ୪୬.୨୩%, କନ୍ଧମାଳ୪୮.୯୩%, ବଲାଙ୍ଗୀରରେ ୪୬.୯୬% ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରରେ…
ରାଜନୀତି ରାଜ୍ୟ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ଅପରାହ୍ନ ୧ଟା ସୁଦ୍ଧା ଓଡ଼ିଶାରେ ହୋଇଛି ୩୫.୩୧ ପ୍ରତିଶତ ମତଦାନ May 20, 2024 Papirani ରାଜ୍ୟରେ ଜାରି ରହିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଭୋଟଦାନ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ତଥ୍ୟ ଅନୁଯାୟୀ, ଦିନ ୧ ଟା ସୁଦ୍ଧା ୩୫.୩୧…
ତାଜା ଖବର ରାଜନୀତି ରାଜ୍ୟ ବେରୁଆବାଡି ବୁଥରେ ହାତାହାତି ହେଲେ ବିଜେପି-ବିଜେଡି କର୍ମୀ May 20, 2024 Papirani ଆଜି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ଭଞ୍ଜନଗରରେ ଦେଖା ଦେଇଛି ନିର୍ବାଚନୀ ହିଂସା । ଭଞ୍ଜନଗରର ତୁରୁମୁ ପଞ୍ଚାୟତର ବେରୁଆବାଡି ଗାଁର ୪୭୮ ନମ୍ବର ବୁଥ ଭିତରେ ବିଜେଡି କର୍ମୀ ରିଗିଂ ଉଦ୍ୟମ କରୁଥିବା ଅଭିଯୋଗ ବେଳେ ହାତାହାତି ପରିସ୍ଥିତି…