ତାଜା ଖବର ରାଜନୀତି ରାଜ୍ୟ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଏତଲା July 5, 2024 Papirani ପୁଣି ଅଡ଼ୁଆରେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସଙ୍କ ନାଁରେ ଏତଲା । କ୍ୟାପିଟାଲ ଥାନାରେ ଏତଲା ଦେଲେ ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭା ପରିସରରେ ସୁରେନ୍ଦ୍ରନାଥ ନାୟକଙ୍କୁ ଦିଆଗଲା ଶେଷ ଶ୍ରଦ୍ଧାଞ୍ଜଳି July 5, 2024 Papirani ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ । କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀର ବିଧାନସଭା ପହଞ୍ଚିଛି। ବିଧାନସଭା ପରିସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି…
ତାଜା ଖବର ରାଜନୀତି ରାଜ୍ୟ ହାଇକୋର୍ଟର ଦ୍ବାରସ୍ଥ ହେଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା July 5, 2024 Papirani ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ରଘୁନନ୍ଦନ ଦାସଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହେବା ପରେ ଏବେ ତାଙ୍କୁ ଗିରଫ କରାଯିବାର ସମ୍ଭାବନା ବଢ଼ିଛି । କୌଣସି କାର୍ଯ୍ୟାନୁଷ୍ଠାନ ପୂର୍ବରୁ ହାଇକୋର୍ଟଙ୍କ…
ଦେଶ ବିଶ୍ୱ ରାଜନୀତି ବ୍ରିଟେନର ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ July 5, 2024 Papirani ଦୀର୍ଘ ବର୍ଷ ପରେ ବ୍ରିଟେନରେ ବଦଳି ଯାଇଛି ସତ୍ତା। ନୂଆ ଇତିହାସ ରଚିଛି ଲେବର୍ ପାର୍ଟି। ଗତକାଲି ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କୋଟି କୋଟି ଜନତା ମତାଧିକାର ସାବ୍ୟସ୍ତ କରିଛନ୍ତି। ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କେର୍ ଷ୍ଟାର୍ମରଙ୍କ ଲେବର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ସୁନ୍ଦରଗଡ଼ ଜିଲ୍ଲାପାଳ ହେଲେ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ July 5, 2024 Papirani କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ ସୁନ୍ଦରଗଡ ଜିଲ୍ଲାପାଳ ଡ଼. ଗାଭଲି ପରାଗ ହର୍ଷଦ । ନୂଆ ନିଯୁକ୍ତି ମିଳିବା ପରେ ଦିଲ୍ଲୀ ଗଲେ ସୁନ୍ଦରଗଡ଼ ଜିଲ୍ଲାପାଳ ।
ତାଜା ଖବର ରାଜନୀତି ରାଜ୍ୟ ପରଲୋକରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ July 5, 2024 Papirani କାକଟପୁରର ବରିଷ୍ଠ ନେତା ତଥା ପୂର୍ବତନ ବିଜେଡି ବିଧାୟକ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ । ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନରୁ ସୁରେନ୍ଦ୍ର ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୂଚନା । ଆଜି…
ତାଜା ଖବର ରାଜନୀତି ରାଜ୍ୟ ଏବେ ଓଡ଼ିଆ ଭାଷାରେ ଏମବିବିଏସ୍ ଶିକ୍ଷା, କମିଟି ଗଠକ କଲେ ରାଜ୍ୟସରକାର July 4, 2024 Papirani ରାଜ୍ୟରେ ଓଡିଆ ଭାଷାରେ ଡାକ୍ତରୀ ଶିକ୍ଷା ପ୍ରଦାନ କରିବାରକୁ ଦୃଷ୍ଟିରେ ରଖି ଡାକ୍ତର ମାନସ ରଞ୍ଜନ ସାହୁଙ୍କ ତତ୍ତ୍ଵାବଧାନରେ ଏକ କମିଟି ଗଠନ କରାଯାଇଛି । ଏହି ୨୨ ଜଣ ସଦସ୍ୟ ଥିବା କମିଟି ଓଡିଆ ଭାଷାରେ MBBS ଶିକ୍ଷା ଅନୁବାଦ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ ଓଡିଶାରେ ହେବ କାର୍ଯ୍ୟକାରୀ: ମୁଖ୍ୟମନ୍ତ୍ରୀ July 4, 2024 Papirani ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ୪ ଅଫିସରଙ୍କୁ ହଟାଗଲା July 4, 2024 Papirani ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍ଓ)ରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ଫେରାଗଲା । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍ଓରେ କାର୍ଯ୍ୟରତ ଥିବା ୪ ଅଫିସରଙ୍କୁ ହଟାଯାଇଛି । ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ…
ତାଜା ଖବର ଦେଶ ରାଜନୀତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍ July 4, 2024 Papirani ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ । ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ରାଜ ଭବନରେ ତାଙ୍କୁ ଶପଥ କରାଯାଇଛି। ଜେଲରୁ ମୁକୁଳିବା ପରେ ସେ…