ରାଜନୀତି ରାଜ୍ୟ ଜଗନ୍ନାଥ ପ୍ରଧାନଙ୍କୁ ନେଇ ସସ୍ପେନ୍ସ ଜାରି July 3, 2025 Nirvay ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ହେବା ଏବଂ ଦଳରୁ ବହିସ୍କୃତ ହେବା ନେଇ ସସପେନ୍ସ ଲାଗି ରହିଛି । ଜଗନ୍ନାଥ ବୁଧବାର ବିଜେପି ରାଜ୍ୟ ମୁଖ୍ୟାଳୟରେ ପହଞ୍ଚି ପାର୍ଟିର…
ତାଜା ଖବର ରାଜନୀତି ରାଜ୍ୟ ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣା; ବିଧାୟକ ସନ୍ତୋଷ ଖଟୁଆଙ୍କୁ ଘଣ୍ଟ ଘୋଡାଉଛନ୍ତି ସରକାର: ବିଜେଡି July 2, 2025 Papirani ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ ଘଟଣାରେ ବିଜେପିର ନୀଳଗିରି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆଙ୍କ ସମ୍ପୃକ୍ତି…
ତାଜା ଖବର ରାଜନୀତି ରାଜ୍ୟ ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ: ଭକ୍ତ ଦାସ July 2, 2025 Papirani ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ। ଏ ନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ କହିଛନ୍ତି ନାଁ ରହିଛି ‘ସଂଗଠନ ସୂର୍ୟନ । ରାଜ୍ୟ ବାହାରୁ ପର୍ଯ୍ୟଟକ, ପିସିସି ସଭାପତି,…
ରାଜନୀତି ରାଜ୍ୟ ଜୁଲାଇ ୧୧ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍ଗେ July 1, 2025 Nirvay ଆସନ୍ତା ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ । ଏନେଇ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଜି ସୂଚନା ଦେଇଛନ୍ତି । ପୂର୍ବରୁ ଜୁଲାଇ…
ତାଜା ଖବର ରାଜନୀତି ରାଜ୍ୟ ବିଏମସି ଘଟଣା; ସଂପୃକ୍ତ ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିରୁ ନିଲମ୍ବନ July 1, 2025 Papirani ଗତ କାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କଲେ ରାଜ୍ୟ ସଭାପତି ମନମୋହନ ସାମଲ । ସେମାନେ ହେଲେ କର୍ପୋରେଟର ଅପରୂପ…
ତାଜା ଖବର ରାଜନୀତି ରାଜ୍ୟ ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣା; ତୀବ୍ର ନିନ୍ଦା କଲେ ନବୀନ ଓ କଂଗ୍ରେସ June 30, 2025 Papirani ଜନ ଶୁଣାଣି ଚାଲିଥିବା ବେଳେ ଅଫିସ ଭିତରେ ପଶି ଭୁବନେଶ୍ବର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାକୁ ନିନ୍ଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ନିଜ ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ…
ରାଜନୀତି ରାଜ୍ୟ ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ June 30, 2025 Nirvay ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…
ତାଜା ଖବର ରାଜନୀତି ରାଜ୍ୟ ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ June 29, 2025 Papirani ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ । ବିଜେପି ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ସ୍ଥଗିତ ରହିଥିବା ଜଣାପଡିଛି । ପୁରୀ ଅଘଟଣ ପାଇଁ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ…
ରାଜନୀତି ରାଜ୍ୟ ଆସନ୍ତାକାଲିଠୁ ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ June 28, 2025 Nirvay କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା…
ରାଜନୀତି ରାଜ୍ୟ ରଥଯାତ୍ରାକୁ ନେଇ ମିଛ ପ୍ରଚାର କରୁଥିବା ବ୍ୟକ୍ତିମାନଙ୍କୁ ମହାପ୍ରଭୁ ସଦ୍ବୁଦ୍ଧି ଦିଅନ୍ତୁ: ଅନୀଲ ବିଶ୍ୱାଳ June 28, 2025 Nirvay ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଶାନ୍ତିପୂର୍ଣ୍ଣଭାବେ ଆନନ୍ଦ ଉତ୍ସାହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । କିନ୍ତୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ଅଭ୍ୟାସଗତ ଭାବେ ମିଛ ରାଜନୀତି କରି ସ୍ୱାର୍ଥ ହାସଲ ପାଇଁ ମନଗଢ଼ା ବିବୃତି ଦେଉଛନ୍ତି । ଏହା ଅତ୍ୟନ୍ତ…