Category: ରାଜନୀତି

ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟିଂର ଫଳାଫଳ ସ୍ଥଗିତ

ପୌର ପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ହୋଇଥିବା ଭୋଟିଂ ଶେଷ ହୋଇଛି । ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଭୋଟିଂ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ମତଦାନ କରାଯାଇ ଫଳାଫଳ ଘୋଷଣାକୁ ସ୍ଥଗିତ…

ପ୍ରକାଶ ପାଇଲା ନୂଆପଡ଼ାର ଚୂଡ଼ାନ୍ତ ଭୋଟର ତାଲିକା

ପ୍ରକାଶ ପାଇଲା ନୂଆପଡ଼ା ବିଧାନସଭାର ଚୂଡ଼ାନ୍ତ ଭୋଟର ତାଲିକା । ଉପନିର୍ବାଚନକୁ ମାସେ ବାକି ଥିବାବେଳେ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ସବୁ ରାଜନୈତିକ ଦଳ ଉପସ୍ଥିତିରେ ତାଲିକା ପ୍ରକାଶ କଲେ ଜିଲ୍ଲାପାଳ…

ବାଜିଲାଣି ନୂଆପଡ଼ା ଉପନିର୍ବାଚନ ବିଗୁଲ; କେଉଁଠି ନବୀନ?

ଓଡ଼ିଶାରେ ଏବେ ବିଜେପି ନେତୃତ୍ବାଧୀନ ସରକାର ସମୟରେ ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି । ନୂଆପଡ଼ା ବିଧାନସଭା କ୍ଷେତ୍ରରେ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ଆସନ ଖାଲି ପଡ଼ିଛି । ଏହା ମୋହନ ସରକାରଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ…

ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଲେ ମହେଶ ନିଆଲ

ନୂଆପଡା ଉପନିର୍ବାଚନ ପୂର୍ବରୁ ତୀବ୍ର ହୋଇଛି ରାଜନୈତିକ କସରତ । ଏହାରି ମଧ୍ୟ ବିଜେଡିକୁ ଲାଗିଛି ଶକ୍ତ ଝଟକା। ଶଙ୍ଖ ଛାଡିକି ହାତ ଧରିଲେ ମହେଶ ନିଆଲ । ଆଜି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି ନୂଆପଡା ବିଜ୍ଞାପିତ ଅଞ୍ଚଳ ପରିଷଦର…

ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲା; ୧୧୯ ଜଣଙ୍କ ଜାମିନ ଆବେଦନ ଖାରଜ

ବହୁ ଚର୍ଚ୍ଚିତ ପୋଲିସ ସବ୍ଇନସ୍ପେକ୍ଟର ପରୀକ୍ଷା କେଳେଙ୍କାରୀ ମାମଲାରେ ଗିରଫ ୧୧୪ ପରୀକ୍ଷାର୍ଥୀ ଓ ୫ ଦଲାଲଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ ଆବେଦନ ଖାରଜ କରିଛନ୍ତି ବ୍ରହ୍ମପୁର ଜେଏମ୍ଏଫସି କୋର୍ଟ । ବ୍ରହ୍ମପୁର ଜିଲା ଓ ସେସନ୍ସ…

ନୂଆପଡ଼ା ଉପନିର୍ବାଚନ ପାଇଁ ଷ୍ଟିଅରିଂ, ଜୋନାଲ୍ ଏବଂ ଲୋକାଲ୍ ଆକ୍ସନ କମିଟି ଗଠନ କଲା ବିଜେଡି

ନୂଆପଡ଼ା ଉପନିର୍ବାଚନ ପାଇଁ ଷ୍ଟିୟରିଂ ଓ ଜୋନାଲ୍‌ କମିଟି ଗଠନ କଲା ବିଜେଡି । ନୂଆପଡା ଉପନିର୍ବାଚନକୁ ନଜରରେ ରଖି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ବରିଷ୍ଠ ନେତାମାନଙ୍କୁ ନେଇ ତିନୋଟି କମିଟି ଗଠନ କରିଛନ୍ତି। ଦଳର…

୧୧ ବରିଷ୍ଠ ନେତାଙ୍କୁ ସାଂଗଠନିକ ଦାୟିତ୍ୱ ଦେଲା ବିଜେଡି

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୧୧ ଜଣ ବରିଷ୍ଠ ନେତାଙ୍କୁ ସାଂଗଠନିକ ତାୟିତ୍ୱ ଦେଇଛି ବିଜୁ ଜନତା ଦଳ । ଉପସଭାପତି, ବରିଷ୍ଠସାଧାରଣ ସମ୍ପାଦକ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକ ନିଯୁକ୍ତି ନେଇ ଘୋଷଣା କରିଛି ବିଜୁ ଜନତା…

ପୋଲିସ୍ SI ନିଯୁକ୍ତି କେଳେଙ୍କାରୀ ପ୍ରସଙ୍ଗ: ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଲା ବିଜେଡି

ପୋଲିସ ଏସ୍ଆଇ ପରୀକ୍ଷାରେ ଜାଲିଆତି ଘଟଣାରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ରାଜ୍ୟବ୍ୟାପୀ ଯୁବ ଛାତ୍ର ନ୍ୟାୟ ଆନ୍ଦୋଳନ କରାଯିବ ବୋଲି ଆଜି ଦଳ ତରଫରୁ ଘୋଷଣା କରାଯାଇଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ,…

ନୂଆପଡ଼ା ଉପନିର୍ବାଚନ: କେତେ ଦମ୍ ରେ ଲଢ଼ିବ ବିଜେଡି ?

ନୂଆପଡ଼ା ବିଧାନସଭା କ୍ଷେତ୍ର ପାଇଁ ଉପନିର୍ବାଚନ ତାରିଖ ଘୋଷଣା ହୋଇଛି । ଆସନ୍ତା ୧୧ ତାରିଖରେ ମତଦାନ ଓ ୧୪ରେ ଭୋଟ ଗଣତି ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ରାଜ୍ୟରେ ନୂଆ କରି ସରକାର ଗଠନ କରିଥିବା ବିଜେପି ନେତୃତ୍ୱରେ…

କାଲି ରାଜ୍ୟ ବିଜେପି ଅଫିସରେ ଦିଆଯିବ ଜନଜାତି ବିଧାୟକ ଓ ସାଂସଦଙ୍କୁ ପ୍ରଶିକ୍ଷଣ

କାଲି ରାଜ୍ୟ ବିଜେପି ଅଫିସରେ ଜନଜାତି ବିଧାୟକ ଓ ସାଂସଦଙ୍କୁ ପ୍ରଶିକ୍ଷଣ । ଏହି ପ୍ରଶିକ୍ଷଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍‌ ସନ୍ତୋଷ ଓ ରାଷ୍ଟ୍ରୀୟ ସଂଗଠକ ଭି. ସତୀଶ ମଧ୍ୟ ଯୋଗ ଦେବେ…