Category: ରାଜନୀତି

ଆଜି ଓଡ଼ିଶାରେ ଦେଖିବାକୁ ମିଳିବ ତିନି ଦଳର ପାୱାର ସୋ’

ଆଜି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । କଟକରେ ରୋଡ ସୋ କରିବେ ଅମିତ୍ ଶାହା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିିବା ପରେ ଗଞ୍ଜାମ ଜିଲ୍ଲାର ସୋରଡା ଯିବେ । ସେଠାରେ ବିଜୟ ମଧ୍ୟାନ ୧ଟାରେ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଲୋକପ୍ରିୟତା ଦେଖି ଡରିଲାଣି ବିଜେଡି!

ନିର୍ବାଚନ ହାରିବା ଭୟରେ ବିଜେଡି ପ୍ରତ୍ୟେକ ଦିନ ମିଛ ପ୍ରଚାର କରିବାରେ ଲାଗିଛି । ମିଥ୍ୟା ପ୍ରଚାରର ସାହାରା ନେଉଥିବା ବିଜେଡି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ପ୍ରଶ୍ନ ଉଠାଉଛି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରାଜ୍ୟର ବିଭିନ୍ନ ସମ୍ବେଦନଶୀଳ ଘଟଣା…

ରାଜଧାନୀରେ ଯାଜପୁରର ଜଣେ ଠିକାଦାରଙ୍କ ଗାଡ଼ିରୁ ଜବତ ହେଲା ୫କୋଟିରୁ ଅଧିକ ଟଙ୍କା

ଭୁବନେଶ୍ବର: ନିର୍ବାଚନ ସମୟରେ ଆୟକର ବିଭାଗ ଓ ପୁଲିସ ଅଧିକ ସକ୍ରିୟ ରହିଛନ୍ତି। ନିର୍ବାଚନ ପାଇଁ ସବୁଠି ଯାଞ୍ଚ କଡ଼ାକଡ଼ି ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରରୁ ଜବତ ହୋଇଛି ୫ କୋଟିରୁ ଅଧିକ ଟଙ୍କା। ଆୟଗର ବିଭାଗ ଗାଡ଼ି ଯାଞ୍ଚ ବେଳେ…

ମୁଖ୍ୟମନ୍ତ୍ରୀ ଅହିଂସା କଥା କହୁଛନ୍ତି, ମାତ୍ର ହିଂସା ଏବେ ଚରମ ସୀମାରେ: ସୁଜାତା ପାଣିଗ୍ରାହୀ

ବ୍ରହ୍ମପୁର : ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ତାଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ ଆଜି ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି । ଗତକାଲି ରାତିରେ ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ହାତାହାତି ହେବା ସହ ତୁମୁଳକାଣ୍ଡ ଘଟିଥିଲା। ବିଜେପି ଲୋକସଭା…

୧୬ ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ୍ ସୋ କରିବେ ମୁଖ୍ୟମନ୍ତ୍ରୀ

ପ୍ରଧାମନ୍ତ୍ରୀଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିଶାଳ ରୋଡ ସୋ’କରିବାକୁ ଯାଉଛନ୍ତି। ୧୬ତାରିଖରେ ରାଜଧାନୀରେ ରୋଡ ସୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋଡ ସୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୋଲିସ । ଏନେଇ…

ବିଜେଡିକୁ ଭୋଟ ଦେବା ବିଜେପିକୁ ଭୋଟ ଦେବା ସହ ସମାନ : ଜୟରାମ ରମେଶ

ଭୁବନେଶ୍ୱର : ଆଜି ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେ ଏହି ସମ୍ମିଳନୀରେ ବିଜେପି ଓ ବିଜେଡି ଉପରେ ବର୍ଷିଛନ୍ତି । ସେ କହିଛନ୍ତି କି, ସବୁବେଳେ ବିଜେଡି…

ପ୍ରଦୀପଙ୍କୁ ମାଡ଼ ମାରି ଜେଲ ଗଲେ ଶିବଶଙ୍କର

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସମୟରେ ଗୋଷାଣୀନୂଆଗାଁ ଅଞ୍ଚଳରେ ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶଙ୍କୁ କୋର୍ଟ ଚାଲାଣ କଲା ଗୋଷାଣୀନୂଆଗାଁ ଥାନା ପୁଲିସ। ଜାମିନ ନାମଞ୍ଜୁର ହେବାରୁ ଜେଲକୁ…

ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଓ ୧୮ଟି ବିଧାନସଭା ଆସନ ଜିତିବ ବିଜେପି: ତୋମର

ଓଡ଼ିଶାରେ କାଲି ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ…

ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଉତ୍ତରପ୍ରଦେଶର ବାରାଣସୀ ଆସନ ପାଇଁ ବିଧିବଦ୍ଧ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ପ୍ରଧାନମନ୍ତ୍ରୀ। ଲୋକସଭା ନିର୍ବାଚନ ପାଇଁ ଆଜି ବାରଣାସୀରୁ ତୃତୀୟ ଥର ପାଇଁ ମୋଦି ନିଜ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ୧୧ଟି ରାଜ୍ୟର…

ପ୍ରାର୍ଥୀ ବଦଳାଇଲା ବିଜେପି; ସୋର ରୁ ପର୍ଶୁରାମ ଧଡ଼ା

ବାଲେଶ୍ବର ଜିଲ୍ଲା ସୋର ନିର୍ବାଚନମଣ୍ଡଳୀରେ ବିଧାନସଭା ପ୍ରାର୍ଥୀ ବଦଳାଇଛି ବିଜେପି। ପର୍ଶୁରାମ ଧଡ୍ଡାଙ୍କୁ ପ୍ରାର୍ଥୀ ଘୋଷଣା କରିଛି।ଏଠାେର ଆଗରୁ ରାଜେନ୍ଦ୍ର ଦାସଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଆଜି ଏଥିରେ ପରିବର୍ତ୍ତନ କରାଯାଇଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ଯୋଗ…