ରାଜନୀତି ରାଜ୍ୟ ବିଜେପିର ପ୍ରଶ୍ନରେ ଘାଇଲା ବିଜେଡି May 13, 2024 Nirvay ବିଜେଡିକୁ ବିଜେପିର ପଞ୍ଚମୁଖୀ ଆକ୍ରମଣ। ବିଜେପି ପକ୍ଷରୁ ଭୁବନେଶ୍ବରର ଏକ ହୋଟେଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ମନମୋହନ ସାମଲ ଏକା ସଙ୍ଗେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି।…
ଦେଶ ରାଜନୀତି ରାଜ୍ୟ ଓଡ଼ିଶାବାସୀଙ୍କୁ ଭୋଟ ଦେବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ ମୋଦି May 13, 2024 Nirvay ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ୪ ଲୋକସଭା ଓ ୨୮ ବିଧାନସଭା ଆସନ ପାଇଁ ମତଦାନ ହେବ। ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଭୋଟ୍ ଗ୍ରହଣ ହେବ। ନିର୍ଦ୍ଧାରଣ ହେବ ୨୮୦ ପ୍ରାର୍ଥୀଙ୍କ ଭାଗ୍ୟ। ୭ ହଜାର ୩୦୩…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ May 13, 2024 Papirani ଆଜି ଭୋଟ୍ ଦେଉଛି ଓଡ଼ିଶା । ଆଜି ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଥିବା ବେଳେ ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ…
ରାଜନୀତି ରାଜ୍ୟ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା,ସନ୍ଦେହରେ ପୋଲିସ କାର୍ଯ୍ୟାନୁଷ୍ଠାନ May 12, 2024 Nirvay ବ୍ରହ୍ମପୁରରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୀଡ଼ିତାଙ୍କୁ ନ୍ୟାୟ ମିଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ୩ ତାରିଖରେ ଘଟଣା ଘଟିଥିବା ବେଳେ ମେ ୫ ତାରିଖ ପୀଡିତାଙ୍କ ଅଭିଯୋଗ ପରେ ରୁଜୁ ହୋଉଥିଲା ମାମଲା , ମେ ୭…
ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ନାଚ ନଚାଉଛନ୍ତି ପୂର୍ବତନ ପ୍ରଶାସକ: ଜୟ ପଣ୍ଡା May 12, 2024 Nirvay ଭୁବନେଶ୍ୱର : ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ତିନି ତିନିଟି ସ୍ଥାନରେ ବିଜେପି ପାଇଁ ପ୍ରଚାର କରି ସିଧା ବିଜେଡି ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଥିଲେ। ଆଉ ମୋଦିଙ୍କ କଡ଼ା ସମାଲୋଚନାକୁ କାଉଣ୍ଟର କରି ମୁଖ୍ୟମନ୍ତ୍ରୀ…
ରାଜନୀତି ରାଜ୍ୟ ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମାଝୀ May 12, 2024 Nirvay ଭୁବନେଶ୍ୱର : ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । ସୁନ୍ଦରଗଡ ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ଦଳ ବିରୋଧି କାର୍ଯ୍ୟ ପାଇଁ ସୁପ୍ରିମୋ ନବିନ ପଟ୍ଟନାୟକ ତାଙ୍କୁ ବହିଷ୍କୃତ କରିଛନ୍ତି…
ରାଜନୀତି ରାଜ୍ୟ ମେ ୨୦ରେ ପୁରୀରେ ମୋଦିଙ୍କ ରୋଡ ଶୋ May 12, 2024 Nirvay ପୁଣି ମେ ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦ୍ଵିତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର କରିବାକୁ ଆସିବେ ମୋଦି। ପୁରୀରେ ବିଶାଳ ରୋଡ୍ ଶୋ କରିବା ସହ କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ବୋଲି ସୂଚନା…
ରାଜନୀତି ରାଜ୍ୟ ୧୪ରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା May 12, 2024 Nirvay ଭୁବନେଶ୍ୱର : ମେ’ ୧୪ରେ ପୁଣିଥରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା । ନିର୍ବାଚନ ଯେତେ ପାଖେଇ ଆସୁଛି ପ୍ରଚାର କାର୍ଯ୍ୟକ୍ରମ ସେତେ ଜୋରରେ ଚାଲିଛି । “ବିକଶିତ ଭାରତ ବିକଶିତ ଓଡ଼ିଶା” ନିର୍ମାଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆଭିମୁଖ୍ୟ…
ଦେଶ ରାଜନୀତି ରାଜ୍ୟ ନବୀନଙ୍କ ଉପରେ ଆକ୍ରମଣ: ଶାହ ଆସିବେ କଣ୍ଟାବାଞ୍ଜି, ନଡ୍ଡା ଆସିବେ ହିଞ୍ଜିଳି May 12, 2024 Nirvay ଓଡ଼ିଶାରେ ବିଜେପି ସରକାର ଗଢ଼ିବା ପାଇଁ ଜୋରଦାର ପ୍ରଚାରରେ ଲାଗିଛନ୍ତି ଦଳୀୟ ନେତା। ରାଜ୍ୟ ନେତା ତଥା ବିଜେପି ପ୍ରାର୍ଥୀମାନେ ଦୁଆର ଦୁଆର ଯାଇ ଜନମତ ଲଢ଼ୁଥିବା ବେଳେ କେନ୍ଦ୍ରୀୟ ନେତା ଆସି ମଧ୍ୟ ପ୍ରଚାର କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟ…
ରାଜନୀତି ରାଜ୍ୟ ମାଗଣା ବିଜୁଳି ନେଇ ଭୁଆଁ ବୁଲାଇଲେ ନବୀନ ପଟ୍ଟନାୟକ May 12, 2024 Nirvay ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଚାର ପାଇଁ ପହଞ୍ଚିବା ସହ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି, ଏହାସହ ଚିରାଚରିତ ଭାବେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏହାସହ ବିଜେଡିର ମାଗଣା ବିଜୁଳି…