ତାଜା ଖବର ରାଜନୀତି ରାଜ୍ୟ ଆସନ୍ତା ୧୦ରେ ବିଜେପି ବିଧାୟକ ଦଳ ବୈଠକ June 8, 2024 Papirani ଆସନ୍ତା ୧୦ ତାରିଖରେ ବସିବ ବିଜେପି ବିଧାୟକ ଦଳ ବୈଠକ । ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚିତ ବିଧାୟକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହେବ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ କେନ୍ଦ୍ରୀୟ…
ତାଜା ଖବର ରାଜନୀତି ରାଜ୍ୟ ଶ୍ରୀମନ୍ଦିରରେ ଆଲୋକୀକରଣ ବନ୍ଦ ଘଟଣା, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ June 8, 2024 Papirani ଶ୍ରୀମନ୍ଦିର ଆଲୋକୀକରଣ ବନ୍ଦ ନେଇ ପୁରୀ ଜିଲ୍ଲାପାଳଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମୁଖ୍ୟ ଶାସନ ସଚିବ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ଚାରିପଟେ ଲଗାଯାଇଥିଲା ବଡ଼ ବଡ଼ ଲାଇଟ୍ ରାଜ୍ୟରେ ବିଜେଡି ସରକାରର ପତ୍ତନ ପରେ…
ତାଜା ଖବର ରାଜନୀତି ରାଜ୍ୟ ବିଜେଡିଠୁ ଟଙ୍କା ନେଇ ଟିକେଟ୍ ପରିବର୍ତ୍ତନ କରିଛନ୍ତି କଂଗ୍ରେସ ସଭାପତି ଓ ପ୍ରଭାରୀ: ମାନସ ଚୌଧୁରୀ June 7, 2024 Papirani କଂଗ୍ରେସରୁ ନିଲମ୍ବିତ ପରେ ପ୍ରେସମିଟ୍ କରି ପିସିସି ସଭାପତି ଏବଂ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କୁ ଟାର୍ଗେଟ କରିଛନ୍ତି କଟକ ଜିଲ୍ଲା ପୂର୍ବତନ କଂଗ୍ରେସ ସଭାପତି ମାନସ ଚୌଧୁରୀ । ସେ କହିଛନ୍ତି ଚଳିତ ସାଧାରଣ ନିର୍ବାଚନରେ ପ୍ରଦେଶ କଂଗ୍ରେସ…
ତାଜା ଖବର ଦେଶ ରାଜନୀତି ରବିବାର ସନ୍ଧ୍ୟାରେ ଶପଥ ନେବେ ନରେନ୍ଦ୍ର ମୋଦୀ June 7, 2024 Papirani ସରକାର ଗଠନ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିମନ୍ତ୍ରଣ କରିବା ପରେ ଆସନ୍ତା ୯ ତାରିଖ ଅର୍ଥାତ ରବିବାର ମୋଦି କ୍ରମାଗତ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ଆସନ୍ତା ୯ ତାରିଖ ସନ୍ଧ୍ୟା ୭ଟା…
ରାଜନୀତି ରାଜ୍ୟ ଶନିବାର ବିଧାୟକ ଦଳ ବୈଠକ,ମୁଖ୍ୟମନ୍ତ୍ରୀଙ୍କ ନାଁରେ ଲାଗିପାରେ ମୋହର June 7, 2024 Nirvay ବିଧାନସଭା ଫଳାଫଳ ପ୍ରକାଶ ପାଇବାର ତିନି ଦିନ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ।ଭାରତୀୟ ଜନତା ପାର୍ଟି (ବିଜେପି)ର ବିଧାୟକ ଦଳ ବୈଠକ ଆସନ୍ତାକାଲି (ଶନିବାର) ଅନୁଷ୍ଠିତ ହେବ।…
ତାଜା ଖବର ଦେଶ ରାଜନୀତି ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ, ସରକାର ଗଠନ ନେଇ କଲେ ଦାବି ଉପସ୍ଥାପନ June 7, 2024 Papirani ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି । ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର (ଏନ୍ଡିଏ) ସଂସଦୀୟ ଦଳ ବୈଠକରେ ଆଜି ନରେନ୍ଦ୍ର ମୋଦିଙ୍କୁ ଏନ୍ଡିଏ ଦଳର ନେତା ଚୟନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସରକାର…
ତାଜା ଖବର ରାଜନୀତି ରାଜ୍ୟ କଂଗ୍ରେସରୁ ୬ ବର୍ଷ ପାଇଁ ନିଲମ୍ବିତ ହେଲେ ମାନସ ଚୌଧୁରୀ June 7, 2024 Papirani କଟକଜିଲ୍ଲା କଂଗ୍ରେସ ସଭାପତି ଏସ୍ଏଚ୍ ମାନସ ଚୌଧୁରୀଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି।
ତାଜା ଖବର ରାଜନୀତି ରାଜ୍ୟ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ୍ June 7, 2024 Papirani ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ନିକଟରେ ଅନ୍ତରୀଣ ଜାମିନ ଜାପାଇଁ ସେ ଆବେଦନ କରିଥିଲେ। ଶପଥ ଗ୍ରହଣ,…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ କ୍ରାନ୍ତି ଆସିଛି ,ଏହି କ୍ରାନ୍ତି ହିଁ ବିକାଶକୁ ନୂଆ ଦିଶା ଦେବ: ମୋଦୀ June 7, 2024 Papirani ଏନଡିଏ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ ହେବା ପରେ ମୋଦୀ କହିଛନ୍ତି, ଏନଡିଏ ହେଉଛି ଭାରତର ସବୁଠୁ ସଫଳ ନିର୍ବାଚନ ପୂର୍ବବର୍ତ୍ତୀ ମେଣ୍ଟ । ଏଥିସହ ତାଙ୍କୁ ଏହି ମେଣ୍ଟର ନେତା ଭାବେ ନିର୍ବାଚିତ କରିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ…
ଦେଶ ରାଜନୀତି ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ୱତନ୍ତ୍ର ଅତିଥି ହେବେ କର୍ମଚାରୀ, କିନ୍ନର ଓ ଶ୍ରମିକ June 7, 2024 Nirvay ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି।ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ଅତିଥି ତାଲିକାରେ ଅଛନ୍ତି ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ କାମ କରୁଥିବା ସଫେଇ କର୍ମଚାରୀ,…