Category: ରାଜନୀତି

ତାମିଲନାଡ଼ୁ ଦଳାଚକଟା ଘଟଣା: ମୁହଁ ଖୋଲିଲେ TVK ମୁଖ୍ୟ ବିଜୟ

ତାମିଲନାଡୁର କରୁରରେ ଅଭିନେତା ତଥା ରାଜନେତା ବିଜୟଙ୍କ ରାଲିରେ ଦଳାଚକଟା ଘଟଣାରେ ଆଜି ମୁହଁ ଖୋଲିଛନ୍ତି ବିଜୟ । ସେ ଏକ ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ମୁଁ ମୋ ଜୀବନରେ ଏପରି ଦୁଃଖଦାୟକ ପରିସ୍ଥିତିର ସାମ୍ନା କେବେ କରିନାହିଁ…

ଦିଲ୍ଲୀ ବିଜେପିର ପ୍ରଥମ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ମାଲହୋତ୍ରାଙ୍କ ଦେହାନ୍ତ

ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଏବଂ ଦିଲ୍ଲୀ ବିଜେପିର ପ୍ରଥମ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ମାଲହୋତ୍ରାଙ୍କ ମଙ୍ଗଳବାର ଦିନ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ଧରି ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିଲେ, ଯେଉଁଠାରେ ସେ ଆଜି…

କଂଗ୍ରେସର କ୍ରମବର୍ଦ୍ଧିଷ୍ଣୁ ଗ୍ରହଣୀୟତାରେ ମୋଦୀ ଭୟଭୀତ: ଭକ୍ତ ଚରଣ ଦାସ

କଂଗ୍ରେସ କ୍ଷମତାକୁ ଆସିଲେ ଲୁଟ ହେବ ବୋଲି ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ କଡା ଭାଷାରେ ସମାଲୋଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ଏହି ଅବସରରେ ଆଜି ଏକ ପ୍ରେସବାର୍ତ୍ତାରେ ଭକ୍ତ ଚରଣ ଦାସ କହିଛନ୍ତି, ଓଡ଼ିଶାରେ କଂଗ୍ରେସର ଲୋକପ୍ରିୟତା ଦେଖି…

ତ୍ବରାନ୍ବିତ ହେବ ‘ଭୋଟ୍ ଚୋର, ଗାଦି ଛାଡ’ ଦସ୍ତଖତ ଅଭିଯାନ: ଅରବିନ୍ଦ ଦାସ

ସଂଗଠନ ସୃଜନ ଅଭିଯାନ ମାଧ୍ୟମରେ ଓଡିଶା ପ୍ରଦେଶ କଂଗ୍ରେସର ସମସ୍ତ ୩୫ ସାଂଗଠନିକ ଜିଲ୍ଲାର ସଭାପତିମାନଙ୍କ ନାମ ଘୋଷଣା କରାଯାଇଛି। ତେଣୁ ରାଜ୍ୟରେ ଗତ ୧୭ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ‘ଭୋଟ୍ ଚୋର, ଗାଦି ଛାଡ’ ଦସ୍ତଖତ ଅଭିଯାନ ତ୍ବରାନ୍ବିତ ହେବ…

ଗୋପବନ୍ଧୁ ଜୟନ୍ତୀରୁ ମାସେ ପର୍ଯ୍ୟନ୍ତ ବିଜେଡି କରିବ ପଦଯାତ୍ରା

ଅକ୍ଟୋବର ୯ ଗୋପବନ୍ଧୁ ଜୟନ୍ତୀରୁ ନଭେମ୍ବର ୯ ଯାଏଁ ପଦଯାତ୍ରା କରିବ ବିଜେଡି। ମାସେ ଧରି ଚାଲିବ ଏହି ଅଭିଯାନ । ଏ ନେଇ ଆଜି ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ଉପସଭାପତି ଦେବୀ ମିଶ୍ର ଓ ବରିଷ୍ଠ ଉପସଭାପତି ପ୍ରମିଳା…

ରାଜନେତା ବିଜୟଙ୍କ ରାଲିରେ ଦଳାଚକଟା; ୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ତାମିଲନାଡ଼ୁର କରୁରରେ ଅଭିନେତା ତଥା ରାଜନେତା ବିଜୟଙ୍କ ରାଲିରେ ଦଳାଚକଟା । କରୁରରେ ହୋଇଥିବା ଦଳାଚକଟାରେ ମୃତକଙ୍କ ସଂଖ୍ୟା ବଢି ୩୯ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଛୋଟ ପିଲା ଓ ମହିଳା ମଧ୍ୟ ସାମିଲ୍ ଅଛନ୍ତି। ଏହା ସହ ୫୦ ରୁ…

ବିଜେଡିରୁ ନିଲମ୍ବିତ ଶ୍ରୀମୟୀ ମିଶ୍ରଙ୍କ ‘ନେପୋଟିଜମ୍‌’ ନିଶାନା

ବିଜେଡିରୁ ନିଲମ୍ବିତ ଶ୍ରୀମୟୀ ମିଶ୍ରଙ୍କ ‘ନେପୋଟିଜମ୍‌’ ନିଶାନା । ପୁଣି ସୋସିଆଲ ମିଡ଼ିଆରେ ନିଶାନା କଲେ ଶ୍ରୀମୟୀ ମିଶ୍ର ।ରାଜନେତାଙ୍କ ନାଁ ନ ନେଇଥିଲେ ବି ଅଣଦେଖା ନେଇ ରୋଷ ବଖାଣିଲେ ଶ୍ରୀମୟୀ ମିଶ୍ର । ସେ କହିଛନ୍ତି ଯାହା ଯୋଗ୍ୟତା…

୩୫ ସାଙ୍ଗଠନିକ ଜିଲ୍ଲା ସଭାପତି ନାମ ଘୋଷଣା କଲା କଂଗ୍ରେସ

ଭାରତୀୟ ଜାତୀୟ କଂଗ୍ରେସ ଓଡ଼ିଶାର ସମସ୍ତ ୩୫ ଟି ସାଙ୍ଗଠନିକ ଜିଲ୍ଲା ପାଇଁ ଜିଲ୍ଲା କଂଗ୍ରେସ ସଭାପତି ଘୋଷଣା କରିଛି । ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତିଙ୍କ ଅନୁମୋଦନ ପରେ ନୂଆ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦିଆଯାଇଛି । ଆଗକୁ…

ମୋଦିଙ୍କ ଝାରସୁଗୁଡ଼ା ଗସ୍ତ କାର୍ଯ୍ୟସୂଚୀ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡ଼ା ଗସ୍ତ । ୨୭ ତାରିଖ ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବାତିଲ ପରେ ଝାରସୁଗୁଡ଼ା ର ଅମଲିପାଳି ଠାରେ ଏକ ଯୁବ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ପୂର୍ବାହ୍ନ ୧୧ଟା ୧୦ ମିନିଟ୍‌ରେ…

ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାରର ନିର୍ବାଚନ ପ୍ରଭାରୀ ଦାୟିତ୍ବ

ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି । ବୈଜୟନ୍ତଙ୍କୁ ମିଳିଲା ବଡ଼ ଦାୟିତ୍ୱ । ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଇଲେକ୍ସନ୍‌ ଇନଚାର୍ଜ ଦାୟିତ୍ବ ଦିଆଯାଇଛି ଓ ମୁରଲୀଧର ମୋହୋଲ ନିର୍ବାଚନ ସହ-ପ୍ରଭାରୀ ଦାୟିତ୍ବ ଦିଆଯାଇଛି । ପୂର୍ବରୁ…