Category: ରାଜନୀତି

ମୋଦୀଙ୍କ ରୋଡ ଶୋ’ ପାଇଁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି

ମୋଦୀଙ୍କ ରୋଡ ଶୋ’ ପାଇଁ ଜାରିହେଲା ଟ୍ରାଫିକ ନିର୍ଦ୍ଦେଶନାମା । ମୋଦୀଙ୍କ ରୋଡ ଶୋ’ ସମୟରେ ବନ୍ଦ ରହିବ ସମସ୍ତ ଯାନବାହାନ ଚଳାଚଳ। ଦିନ ୨ଟାଠାରୁ ଯାନବାହନ ଉପରେ କଟକଣା ଲଗାଯିବ । ୪ଟା ପରଠୁ କୌଣସି ଯାନବାହନ ଯିବା ଆସିବା…

ବିଜେପି ସରକାରକୁ ଆସିଲେ ମିଳିବ ସବୁ ସୁବିଧା: ଅପରାଜିତା ଷଡଙ୍ଗୀ

ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ସେ କହିଛନ୍ତି, ରାଜ୍ୟରୁ ଦାଦନ ଯାଉଥିବା ଲୋକଙ୍କ ସଂଖ୍ୟା ପ୍ରତିବର୍ଷ ବଢ଼ୁଛି । ୨୨ଟି ରାଜ୍ୟରେ ବେକାରୀ ସମସ୍ୟାରେ ଓଡିଶା ନମ୍ବର ୧ ରେ…

ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଅରିନ୍ଦମ

କଟକ: ଓଡ଼ିଆ ଅଭିନେତା ଅରିନ୍ଦମ ରାୟ ଆଜି ସାଲେପୁରର ବିଜେପି ବିଧାୟକ ପ୍ରାର୍ଥୀ ଭାବେ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏକ ବିରାଟ ଶୋଭାଯାତ୍ରାରେ ନିଜ ସମର୍ଥକଙ୍କ ସହ ଆସି ଅରିନ୍ଦମ କଟକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନ…

ନବୀନଙ୍କୁ ପ୍ରଶ୍ନ କଲେ ଅର୍କେଶ ସିଂଦେଓଙ୍କ ପତ୍ନୀ ଅଦ୍ରିଜା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶ୍ନ କଲେ ଅଦ୍ରିଜା ମଂଜରୀ ସିଂହଦେଓ। ଅର୍କେଶ ସିଂଦେଓଙ୍କ ପତ୍ନୀ ତଥା ଏୟୁ ସିଂଦେଓଙ୍କ ବୋହୂ ଅଦ୍ରିଜା। ସେ କହିଛନ୍ତି ଯେ, ମୋ ନିର୍ଯାତନା ବିଷୟରେ ଜାଣି କିଭଳି ସେ ପରିବାରକୁ ଟିକେଟ ଦେଲେ ବୋଲି ପ୍ରସନ୍ନ…

ଆସାମ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟରେ ଓଡ଼ିଶା ସରକାର

ଆଜି ପ୍ରଚାରରେ ଆସି କାଲିମେଳାରେ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ସେଠି ସାଧାରଣ ସଭାରେ ଯୋଗଦେଇ ମୋଦି ସରକାରଙ୍କ ବିକାଶ ଯୋଜନା ବିଷୟରେ ଆଲୋକପାତ କରିବା ସହ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ମୋଦିଙ୍କ ସରକାର ଅଛି, ପୁଣି…

ଭଲ ପ୍ରାର୍ଥୀଙ୍କୁ ଆର୍ଶୀବାଦ କରନ୍ତୁ, ଚୋର ପ୍ରାର୍ଥୀଙ୍କୁ ଆର୍ଶୀବାଦ କରନ୍ତୁ ନାହିଁ: ନବୀନ ପଟ୍ଟନାୟକ

ଗୋପାଳପୁରରେ ବିରୋଧୀଙ୍କୁ ଟାର୍ଗେଟ୍ କଲେ ନବୀନ । କହିଲେ ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ । ଚୋର ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମୁଖ୍ୟମନ୍ତ୍ରୀ କହିଛନ୍ତି କି, ଯୋଡ଼ି ଶଙ୍ଖରେ ଭୋଟ…

ଦେଶୀ ମଦ ବ୍ୟାନ ହେବ, ଅନ୍ୟ ମଦ ବିକ୍ରି ନିୟନ୍ତ୍ରିତ ହେବ- ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼: ଦେବଗଡରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମାରାଥନ ପ୍ରଚାର କରି ଧର୍ମେନ୍ଦ୍ର କହିଛନ୍ତି ଯେ, ଓଡ଼ିଶାରେ ବିଜେପି ସରକାର ଆସିଲେ ରାଜ୍ୟରେ ଦେଶୀ ମଦକୁ ସମ୍ପୂର୍ଣ୍ଣ ଭାବେ ନିଶିଦ୍ଧ କରାଯିବ । କାରଣ ଦେଶୀ ମଦ କାରଣରୁ ଅଞ୍ଚଳର ମା’ ଭଉଣୀଙ୍କ…

ନିର୍ବାଚନୀ ପ୍ରଚାର ପାଇଁ ଆଜି କନ୍ଧମାଳ ଗସ୍ତରେ ଯିବେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ନିର୍ବାଚନୀ ପ୍ରଚାର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଭୁବନେଶ୍ଵର: ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ । ଗଡ଼କରୀ ପୁରୀ ଗସ୍ତରେ ଯାଇ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛ। ତେବେ ଏହା ପୂର୍ବରୁ…

ଇସ୍ତଫା ଦେଲେ ସାମ ପିଟ୍ରୋଡା

ବିବାଦୀୟ ବୟାନ ଦେଇ ଫସିଲେ ସାମ ପିଟ୍ରୋଡା । ‘ପ୍ରଥମେ ଉତ୍ତରାଧିକାରୀ କର’ ବୟାନ ଦେଇ ବିବାଦ ଘେରକୁ ଆସିଥିବା ଇଣ୍ଡିଆନ ଓଭରସିଜ କଂଗ୍ରେସର ସଭାପତି ସାମ ପିଟ୍ରୋଡା ଆଉଥରେ ବର୍ଣ୍ଣ ବୈଷମ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି । ନିଜ…