ରାଜନୀତି ରାଜ୍ୟ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଆତ୍ମହତ୍ୟା ନୁହେଁ, ବ୍ୟବସ୍ଥା ଦ୍ୱାରା ସଂଗଠିତ ହତ୍ୟା କହିଲେ ରାହୁଲ July 15, 2025 Nirvay ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍ ଦ୍ଵିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ରାହୁଲ ଗାନ୍ଧୀ । ସେ କହିଛନ୍ତି ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଆତ୍ମହତ୍ୟା ନୁହେଁ, ଏହା ବିଜେପିର ବ୍ୟବସ୍ଥା ଦ୍ଵାରା…
ରାଜନୀତି ରାଜ୍ୟ ଆସନ୍ତା ୧୭ ତାରିଖରେ କଂଗ୍ରେସ ର ଓଡ଼ିଶା ବନ୍ଦ ଡାକରା July 15, 2025 Nirvay ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ । ବାଲେଶ୍ଵର ଏଫ୍ ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ ଛାତ୍ରୀ ଆତ୍ମାହୂତି ଘଟଣା ପଛରେ ଛାତ୍ର କଂଗ୍ରେସର ନେତାମାନେ ଉସ୍କାଇଥିବା ପ୍ରମାଣ ସାମାଜିକ ଗଣମାଧ୍ୟମରେ ରହିଛି : ବିରଂଚି ନାରାୟଣ ତ୍ରିପାଠୀ July 14, 2025 Papirani ବାଲେଶ୍ୱର ଏଫ୍ଏମ୍ କଲେଜରେ ଯେଉଁ ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦାୟକ ଓ ହୃଦୟବିଦାରକ। ଏହି ଘଟଣା ସମସ୍ତ ଓଡ଼ିଶାବାସୀଙ୍କୁ ଦୁଃଖ ଦେଇଛି। ରାଜନୈତିକ ଦଳ ହିସାବରେ ବିଜେପି ପାର୍ଟି ହେଉ କିମ୍ବା ଓଡ଼ିଶା ସରକାର ହେଉ ସମସ୍ତେ ଏହି ଘଟଣାରେ…
ରାଜନୀତି ରାଜ୍ୟ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲା ମହିଳା କଂଗ୍ରେସ July 14, 2025 Nirvay ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଆଜି ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲେ ମହିଳା କଂଗ୍ରେସ ସଭାନେତ୍ରୀ । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ବିଫଳତାକୁ…
ତାଜା ଖବର ରାଜନୀତି ରାଜ୍ୟ ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା: ରାଷ୍ଟ୍ରପତିଙ୍କୁ ସାକ୍ଷାତ ପାଇଁ ଚିଠି ଲେଖିଲେ ବିଜେଡି ଓ କଂଗ୍ରେସ July 13, 2025 Papirani ଆସନ୍ତା କାଲି ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଥିବା ବେଳେ ବିଜୁ ମହିଳା ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ତାଙ୍କୁ ଭେଟି ରାଜ୍ୟରେ ଗତ ଏକ ବର୍ଷର ବିଜେପି ଶାସନରେ ନାରୀ ସୁରକ୍ଷା ବିପର୍ଯ୍ୟସ୍ତ ହୋଇଥିବା…
ତାଜା ଖବର ରାଜନୀତି ରାଜ୍ୟ ଏଫଏମ୍ କଲେଜ ଘଟଣା; ରାଜରାସ୍ତାରେ ଗର୍ଜିଲା ବିଜେଡ଼ି ଓ କଂଗ୍ରେସ July 13, 2025 Papirani ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣାର ଏବେ ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏବେ ରାଜନୀତି ଜୋର ଧରିଛି । ଏହି ଘଟଣାକୁ ନେଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ଚେଷ୍ଟା…
ତାଜା ଖବର ରାଜନୀତି ରାଜ୍ୟ ବାଲେଶ୍ଵର ଘଟଣାର ଅନୁଧ୍ୟାନ ପାଇଁ କମିଟି ଗଠନ କଲା କଂଗ୍ରେସ; ଘଟଣାସ୍ଥଳ ପରିଦର୍ଶନ କରିବା ସହ ଦେବେ ରିପୋର୍ଟ July 13, 2025 Papirani ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ବାଲେଶ୍ଵରର ଫକୀରମୋହନ ସଂୟଶାସିତ ମହାବିଦ୍ୟାଳୟ ର ଇଂଟିଗ୍ରେଟେଡ ବିଏଡ୍ ଦ୍ଵିତୀୟବର୍ଷ ଛାତ୍ରୀ ସୁଶ୍ରୀ ସୌମ୍ୟାଶ୍ରୀ ବିଶି ଉକ୍ତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ବାରା ନିର୍ଯାତିତା…
ତାଜା ଖବର ମନୋରଞ୍ଜନ ରାଜନୀତି ତେଲୁଗୁ ଅଭିନେତା ତଥା ପୂର୍ବତନ ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ July 13, 2025 Papirani ତେଲୁଗୁ ସିନେମା ଜଗତରେ ପ୍ରସିଦ୍ଧ ଅଭିନେତା ଏବଂ ପୂର୍ବତନ ବିଜେପି ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ । ୮୩ ବର୍ଷ ବୟସରେ ହାଇଦ୍ରାବାଦ ଆଖିବୁଜିଛନ୍ତି ଶ୍ରୀନିବାସ ରାଓ । ଆଜି ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ…
ରାଜନୀତି ରାଜ୍ୟ ଡ୍ରାଇଭର ସଂଘ ପାଇଁ କଂଗ୍ରେସର ସମାବେଶ ସଫଳ ହେଲା କହିଲେ ଭକ୍ତ ଦାସ July 12, 2025 Nirvay ଡ୍ରାଇଭର ମହାସଂଘ ପାଇଁ କଂଗ୍ରେସର ସମାବେଶ ସଫଳ ହେଲା ବୋଲି ଆଜି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ସେ କହିଛନ୍ତି ଯେ, ବିଜେପି ଚାହୁଁଥିଲା କଂଗ୍ରେସର ଆନ୍ଦୋଳନ ବିଫଳ ହେଉ…
ରାଜନୀତି ରାଜ୍ୟ ଆଉ ନିର୍ବାଚନ ଲଢ଼ିବେନି ଜୁଏଲ୍ ଓରାମ July 12, 2025 Nirvay ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ବଡ଼ ଘୋଷଣା । ଆଉ ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଯୋଗ ଦେଇ ଜୁଏଲ୍ କହିଛନ୍ତି ଯେ ସେ ୧୦ ଥର ନିର୍ବାଚନ ଜିତିଲେଣି । ୮ ଥର…