Category: ରାଜନୀତି

ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର: ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେଡି ୪0 ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି। ଏହି ତାଲିକାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର…

ନିମାପଡ଼ାରେ ଜୋରଦାର ଲଢ଼େଇ ହେବ: ସିଦ୍ଧାର୍ଥ ରାଉତରାୟ

ନିମାପଡ଼ାରୁ ପ୍ରାର୍ଥୀ ଘୋଷଣା ପରେ ସିଦ୍ଧାର୍ଥ ରାଉତରାୟଙ୍କ ମନ୍ତବ୍ୟ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ନିମାପଡ଼ାରେ ଜୋରଦାର ଲଢ଼େଇ ହେବ। ସେ କହିଛନ୍ତି ଯେ ୬ ମାସ ହେଲା ମୁଁ ନିମାପଡ଼ାରେ ବୁଲୁଛି ଏବଂ ପ୍ରତିଘରକୁ ୨ ଥର ଯାଇଁ…

ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର : କଂଗ୍ରେସ ଶନିବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି। ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ଆସନ ଦଳ ପ୍ରାର୍ଥୀ ତାଲିକା ଜାରି କରିଛି। ୩ ଲୋକସଭା ସମ୍ବଲପୁର- ଦୁଲାଲ ଚନ୍ଦ୍ର ପ୍ରଧାନ ଆସିକା-ଦେବକାନ୍ତ ଶର୍ମା…

ହଜାର ହଜାର ସମର୍ଥକଙ୍କ ସହ ନିମାପଡାରେ ସମୀରଙ୍କ ସଭା

କୋଣାର୍କ : ଟିକେଟ କଟିବା ପରେ ବଢୁଛି ଅସନ୍ତୋଷ । ଟିକେଟ କଟିବା ପରେ ଶକ୍ତି ଦେଖାଇଲେ ସମୀର ଦାଶ । ହଜାର ହଜାର ସମର୍ଥକଙ୍କ ସହ ନିମାପଡାରେ ସମୀରଙ୍କ ସଭା । ଟିକେଟ ନେଇ ପୁନଃବିଚାର ଦାବିରେ ରାଲି ।…

ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା: କଟିଲା ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ

ଭୁବନେଶ୍ବର: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ବିଜେଡି଼ର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୪ ନୂଆ ମୁହଁ ଥିବା ବେଳେ ୪ ମହିଳା ଅଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କୁ…

ନବୀନଙ୍କ ସହ ସାମ୍ନା ସାମ୍ନି ଲଢିବୁ: ଅମିତ ଶାହ

ଓଡ଼ିଶାରେ ଏକାକୀ ଲଢ଼ିବା ନେଇ ବିଜେପି ନିଷ୍ପତ୍ତିର କାରଣ ଖୋଲିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ। କହିଲେ ଓଡ଼ିଆ ଭାଷା, ସଂସ୍କୃତି ଓ ଓଡ଼ିଶା ରାଜ୍ୟର ଗର୍ବ ପାଇଁ ଅଲଗା ଲଢ଼ିବାକୁ ନିଷ୍ପତ୍ତି ନେଲା ବିଜେପି। ଏହା ଆମ କାର୍ଯ୍ୟକର୍ତ୍ତାଙ୍କର ଦୃଢ଼…

ନିରପେକ୍ଷ ନିର୍ବାଚନକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି

ଆଇନ ମନ୍ତ୍ରୀ ଜଗନ୍ନାଥ ସରକା ବିଷମ କଟକର ମୁନିଗୁଡାରେ ନିର୍ବାଚନ ପ୍ରଚାର୍ ପାଇଁ ଯାଇଥିବା ସମୟରେ ସଧାରଣ ଭୋଟର ମାନେ ତାଙ୍କୁ ଜଳ ସମସ୍ୟାକୁ ନେଇ ପ୍ରଶ୍ନ କରିଥିଲେ । ଏହି ସମୟରେ ମନ୍ତ୍ରୀଙ୍କ ସହ ଥିବା କିଛି ଅସାଧୁ ବ୍ୟକ୍ତି…

ପଦ୍ମ ଧରିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ପ୍ରସନ୍ନ ପାଟ୍ଟଶାଣୀ !

ପଦ୍ମ ଧରିବେ ପୁର୍ବତନ ଭୁବନେଶ୍ଵର ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଓ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି ଯେ ଖୁବ ଶୀଘ୍ର ଦିଲ୍ଲୀରେ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଦୁଇ ନେତା ବିଜେପିରେ ଯୋଗ ଦେବାର ସମ୍ଭାବନା ରହିଛି ।…

ସାଧାରଣ ନିର୍ବାଚନ ୨୦୨୪: ଆରମ୍ଭ ହେଲା ମତଦାନ, ପ୍ରଥମ ପର୍ଯ୍ୟାୟରେ ୧୦୨ ଆସନ ପାଇଁ ହେଉଛି ଭୋଟ

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଆରମ୍ଭ ହୋଇଯାଇଛି । ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ମତଦାନ ହେଉଛି । ସକାଳ ୭ଟାରୁ ଏସବୁ ଆସନରେ ଭୋଟଗ୍ରହଣ ଆରମ୍ଭ…

ବିଜେଡି ନେତା ନୀଳ ଚଷମା ପିନ୍ଧିଥିବାରୁ ଓଡ଼ିଶାର ବାସ୍ତବ ଚିତ୍ର ଦେଖିବାକୁ ଅକ୍ଷମ : ନାଉରୀ ନାଏକ

ଭୁବନେଶ୍ୱର: ଦୀର୍ଘ ୨୫ ବର୍ଷ ସରକାରର ଅପାରଗତା ପାଇଁ ଆଜି କୋଟି କୋଟି ଓଡ଼ିଆ ଲୋକମାନେ ଜର୍ଜରିତ । କିନ୍ତୁ ବିଜେଡି ନେତା ନୀଳ ଚଷମା ପିନ୍ଧିଥିବାରୁ ଏ ସବୁ ଚିତ୍ର ସେମାନଙ୍କୁ ଦେଖାଯାଉନାହିଁ ବୋଲି ରେଙ୍ଗାଳି ବିଧାୟକ ନାଉରୀ ନାଏକ…