Category: ରାଜନୀତି

କେନ୍ଦ୍ର ସହ ମିତ୍ରତା ଯୋଗୁ ବିଜେଡି ହରାଇବ ସଂଖ୍ୟାଲଘୁ ଭୋଟ!

କାହିଁକି ବିଜୁ ଜନତା ଦଳ ନେତୃତ୍ୱ ଚିନ୍ତିତ ହେବାକୁ ବାଧ୍ୟ? ବାରମ୍ବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଚେହେରା ଏବଂ ଉଚ୍ଚାରଣରେ ବିବ୍ରତ ଭାବ ଫୁଟି ଉଠୁଛି? ପ୍ରାର୍ଥୀ ମନୋନୟନ ପର୍ବର ପ୍ରଥମ ପର୍ଯ୍ୟାୟରେ ଭାରତୀୟ ଜନତା ପାର୍ଟି କିଛି ଚାପର ସମ୍ମୁଖୀନ…

ବିଜେଡିରେ ଯୋଗଦେଲେ ସମ୍ବଲପୁର ସାଂସଦଙ୍କ ପତ୍ନୀ ଅରୁନ୍ଧତୀ ଦେବୀ

ଭୁବନେଶ୍ବର: ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ…

ରାୟଗଡ଼ାରେ ଧରାପଡିଲା ବିପୁଳ ଟାବଲେଟ

ରାୟଗଡ଼ା ରେଳ ଷ୍ଟେସନ ନିକଟରୁ ବିପୁଳ ଟାବ୍‌ଲେଟ୍‌ ଧରିଲେ ଲୋକେ। ଏମିତି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଏକ କଣ୍ଟେନରରୁ ୮ଟି ଇନୋଭା ଗାଡ଼ିରେ ଲୋଡ୍‌ ବେଳେ ଧରାପଡ଼ିଛି।ମୋଟ ୧୯, ୬୦୦ ଟାବ୍‌ଲେଟ୍‌ ଧରିଛି ପୋଲିସ। ସୂଚନା ଅନୁଯାୟୀ ମିଳିଥିବା…

ପଦ୍ମ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡିର ପୂର୍ବତନ ବିଧାୟକ ତଥା ପୂର୍ବତନ ଚେୟାରମ୍ୟାନ ବେଦବ୍ୟାସ ନାୟକ ନିଜ ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ନାୟକଙ୍କ…

ଭିକେ ପାଣ୍ଡିଆନଙ୍କ ବିରୋଧରେ CEOଙ୍କୁ ଫେରାଦ ହେଲା ବିଜେପି

ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ବିରୋଧରେ CEOଙ୍କୁ ଫେରାଦ ହେଲା ରାଜ୍ୟ ବିଜେପି । ବିଜେପି ଅଭିଯୋଗ କରିଛି ଯେ ପାଣ୍ଡିଆନ ଆଜି ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଘଂନ କରିଛନ୍ତି । ବସ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ କଟକ…

୫/୬ କୋଟିର ଡିଲ୍ କରିଛନ୍ତି ପ୍ରଭୁ ଜାନି : କୈଳାସ କୁଲେସିକା

ଭୁବନେଶ୍ୱର : ପ୍ରାର୍ଥୀ ଘୋଷଣା ପରେ ବିସ୍ଫୋରକ ବୟାନ ଦେଲେ କୈଳାସ କୁଲେସିକା । ପଇସା ଦେଇ ପ୍ରଭୁ ଜାନି ଟିକେଟ ନେଇଥିବା କହିଲେ କୁଲେସିକା । ୫/୬ କୋଟି ଟଙ୍କା ଦେଇ ପ୍ରଭୁ ଜାନି ଡିଲ୍ କରିଥିବା କହିଲେ ।…

ନୂଆ ବିଜେପି ତାଲିକା: ରାଉରକେଲାରୁ ଦିଲୀପ ରାୟ, ରଣପୁରରୁ ସୁରମା ପାଢ଼ୀ

୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ରାଜ୍ୟରେ ନିର୍ବାଚନକୁ ନେଇ ତିନି ପ୍ରମୁଖ ଦଳ ରାଜନୈତିକ ପ୍ରଚାର…

ମେଣ୍ଟ ସପକ୍ଷବାଦୀଙ୍କ ଷଡ଼ଯନ୍ତ୍ର! ଦ୍ୱିତୀୟ ପ୍ରାର୍ଥୀ ତାଲିକା ବିଳମ୍ବ ହେଉଛି କାହିଁକି?

ନିର୍ଭୟ ମିଡ଼ିଆ: ଭାରତୀୟ ଜନତା ପାର୍ଟିର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବାରେ ଏତେ ବିଳମ୍ବ ଘଟୁଛି କାହିଁକି? ୧୨ ତାରିଖ ଦିନ ୨୨ଟି ଆସନ ସକାଶେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ ବୋଲି କୁହାଯାଉଥିଲା । କିନ୍ତୁ ୧୫ ତାରିଖ…

ବିଜେପିର ସଂକଳ୍ପ ପତ୍ରରୁ ସର୍ବାଧିକ ଲାଭାନ୍ୱିତ ହେବ ଓଡିଶା: ମନମୋହନ ସାମଲ

ଭୁବନେଶ୍ୱର: ୨୦୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶୃତି ପୂରଣ କରାଯାଇଛି । ଏହା ପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶୃତିକୁ…

କଂଗ୍ରେସରୁ ସୁର ରାଉତରାୟ ୬ ବର୍ଷ ପାଇଁ ବହିଷ୍କୃତ

ଭୁବନେଶ୍ବର: ଦଳରେ ବିଶୃଙ୍ଖଳିତ କାର୍ଯ୍ୟ ପାଇଁ କଂଗ୍ରେସରୁ ସୁର ରାଉତରାୟଙ୍କୁ ବହିଷ୍କୃତ କରାଯାଇଛି। ତାଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ କରାଯାଇଛି। ସେ ଦଳ ବିରୋଧୀ କାର୍ଯ୍ୟରେ ନିୟୋଜିତ ଥିବା ଅଭିଯୋଗ ହୋଇଥିଲା। ଏହି ଖବର ନେଇ ସୁର କହିଛନ୍ତି…