ରାଜନୀତି ରାଜ୍ୟ କଂଗ୍ରେସର ୯ ଲୋକସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ April 13, 2024 Nirvay ଭୁବନେଶ୍ୱର: ଆସନ୍ତା ନିର୍ବାଚନ ପାଇଁ ଓଡ଼ିଶା କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି । ଆଉ ୯ଟି ଲୋକସଭା ପ୍ରାର୍ଥୀଙ୍କ ନାମରେ ମୋହର ମାରିଛି ରାଜ୍ୟ କଂଗ୍ରେସ । ଏହି ତାଲିକାରେ ବାଲେଶ୍ୱରରୁ ଶ୍ରୀକାନ୍ତ ଜେନାଙ୍କୁ ପ୍ରାର୍ଥୀ ଭାବରେ କଂଗ୍ରେସ ଦାୟିତ୍ୱ ଦେଇଛି…
ରାଜନୀତି ରାଜ୍ୟ ନବୀନ ବାବୁଙ୍କ ୨୪ବର୍ଷର ଶାସନ ଓଡ଼ିଶା ପାଇଁ କଳାଦିନ : ଅନିଲ ବିଶ୍ୱାଳ April 13, 2024 Nirvay ଭୁବନେଶ୍ୱର: ନବୀନ ବାବୁଙ୍କ ୨୪ବର୍ଷର ସରକାର ଓଡ଼ିଶା ପାଇଁ କଣ କରିଛି ତାହା ଜାଣିବା ପାଇଁ ଓଡ଼ିଶାର ଲୋକ ପ୍ରଶ୍ନ କରୁଛନ୍ତି, ଯାହାର ଉତର ବିଜେଡି ଦେଇପାରୁ ନାହିଁ । ସସ୍ମିତ ବାବୁ ପ୍ରଥମେ ଓଡ଼ିଶାରେ ବିଜୁ ଜନତା ଦଳ ସରକାର…
ରାଜନୀତି ରାଜ୍ୟ ଓଡ଼ିଶାରେ ସ୍ୱାସ୍ଥ୍ୟ ସେବାକୁ ସୁଦୃଢ ନକରି ନବୀନ ବାବୁ ଓଡିଶାବାସୀଙ୍କୁ ରଙ୍ଗୀନ ସ୍ୱପ୍ନ ଦେଖାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ : ପ୍ରତାପ କୁମାର ପାଣି April 13, 2024 Nirvay ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା ପାଇଁ ଓଡ଼ିଶାର ଡାକ୍ତରମାନେ ଅନ୍ୟ ରାଜ୍ୟ ତଥା ଦେଶକୁ ଯାଇ ସ୍ୱାସ୍ଥ୍ୟ ସେବା ଯୋଗାଉଛନ୍ତି । ଦାଦନ ଶ୍ରମିକ ସମସ୍ୟା ଭଳି ରାଜ୍ୟରେ ହାଇଟେକ ଦାଦନ ଡାକ୍ତରଙ୍କ ସଂଖ୍ୟା ଓ ସମସ୍ୟା ବଢିଚାଲିଛି । ଓଡ଼ିଶାର…
ରାଜନୀତି ରାଜ୍ୟ ବିଜେଡିକୁ ହାରିବା ଭୟ ଘାରିଥିବା ହେତୁ ସିନେ ତାରକାଙ୍କୁ ଖୋଜୁଛି: ବିଜେପି April 13, 2024 Nirvay ଭୁବନେଶ୍ବର: ନିର୍ବାଚନ ସମୟରେ ସିନେ କଳାକାରଙ୍କୁ ନବୀନ ନିବାସକୁ ଡାକରା ନେଇ ବିଜେପି କଟାକ୍ଷ କରିଛି। ବିଜେଡିକୁ ଟାର୍ଗେଟ୍ କରି ବିଜେପି ନେତା ତଥା ବରିଷ୍ଠ କଳାକାର ପିଙ୍କି ପ୍ରଧାନ ଓ ହରିହର ମହାପାତ୍ର କହିଛନ୍ତି, ବିଜେଡିକୁ ହାରିବା ଭୟ ଘାରିଛି।…
ରାଜନୀତି ରାଜ୍ୟ ଉତ୍କଳ କେଶରୀ ପରିଡ଼ାଙ୍କୁ ଭେଟିଲେ ଜୟ ପଣ୍ଡା April 13, 2024 Nirvay ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା କେନ୍ଦ୍ରାପଡ଼ାର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କୁ ଭେଟିଛନ୍ତି କେନ୍ଦ୍ରାପଡ଼ା ପ୍ରିୟ ନେତା ଜୟ ପଣ୍ଡା। ତାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ନଥିବାରୁ ସେ ଚିକିତ୍ସିତ ହେଉଥିବା ହସ୍ପିଟାଲ…
ରାଜନୀତି ରାଜ୍ୟ ପଦ୍ମ ଧରିଲେ ଅଜୟ ନାୟକ April 13, 2024 Nirvay ଭୁବନେଶ୍ୱର: ପଦ୍ମ ଧରିଲେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ । ବିଜେଡ଼ି ରାଜ୍ୟ ସମ୍ପାଦକ ଥିଲେ ଅଜୟ ନାୟକ । ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁଁ ଅଜୟ ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିଲେ। ବିଜେପି…
ରାଜନୀତି ଓଡ଼ିଶା ଭୋଟରଙ୍କ ଭିତରେ ପ୍ରବଳ ଯୋଗୀ କ୍ରେଜ୍ April 13, 2024 Nirvay କୌଣସି ଦଳ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରିନାହାନ୍ତି । ଚୂଡ଼ାନ୍ତ ହେଉହେଉ ଆସନ୍ତା ସପ୍ତାହ ହୋଇଯିବ । ଆସନ୍ତା ସପ୍ତାହରେ ଅର୍ଥାତ ଶୁକ୍ରବାର ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଯିବ । ଏବେଠୁ କିନ୍ତୁ ଓଡ଼ିଶାରେ ଆଲୋଚନା ହେଲାଣି ଯେ,…
ରାଜନୀତି ରାଜ୍ୟ କାଲି ଆସିପାରେ ବିଜେପିର ୨ୟ ପର୍ଯ୍ୟାୟ ତାଲିକା! April 12, 2024 Nirvay କାଲି ଆସିପାରେ ବିଜେପିର ୨ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା। ବରଗଡ଼ରେ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାରଙ୍କ ସୂଚନା ସାମ୍ନାକୁ ଆସିଛି। କାଲି ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ।୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି…
ରାଜନୀତି ରାଜ୍ୟ କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କର ଜୋରଦାର ପ୍ରଚାର April 12, 2024 Nirvay କେନ୍ଦ୍ରାପଡ଼ା ନେତା ବୈଜୟନ୍ତ ପଣ୍ଡା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ଏହି ଅବସରରେ ବିଧାନସଭା ପ୍ରାର୍ଥୀ ଦୁର୍ଗା ପ୍ରସନ୍ନ ନାୟକ ଉପସ୍ଥିତ ଥିଲେ । ପରେ ଛପାଲୀ ଠାରେ ଅନୁଷ୍ଠିତ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ…
ରାଜନୀତି ରାଜ୍ୟ କୁଲେସିକାଙ୍କୁ ଯାଚିଥିଲେ କୋଟିଏ ! April 12, 2024 Nirvay ଭୁବନେଶ୍ୱର : ବିସ୍ଫୋରକ ବୟାନ ଦେଲେ ଲକ୍ଷ୍ମୀପୁରର ନେତା କୈଳାସ କୁଲେସିକା । ବିଜେଡି ବିରୋଧରେ ସାଂଘାତିକ ବୟାନ ଦେଲେ କୁଲେସିକା । ଟିକେଟ ନଦେଇ, କୋଟିଏ ଟଙ୍କା ଯାଚିଥିବା କହିଲେ କୁଲେସିକା । ବବି ଦାସ ମୋତେ ଟିକେଟ ପ୍ରତିଶ୍ରୁତି…