Category: ରାଜନୀତି

ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ନାଚ ନଚାଉଛନ୍ତି ପୂର୍ବତନ ପ୍ରଶାସକ: ଜୟ ପଣ୍ଡା

ଭୁବନେଶ୍ୱର : ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ତିନି ତିନିଟି ସ୍ଥାନରେ ବିଜେପି ପାଇଁ ପ୍ରଚାର କରି ସିଧା ବିଜେଡି ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଥିଲେ। ଆଉ ମୋଦିଙ୍କ କଡ଼ା ସମାଲୋଚନାକୁ କାଉଣ୍ଟର କରି ମୁଖ୍ୟମନ୍ତ୍ରୀ…

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ୱର : ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । ସୁନ୍ଦରଗଡ ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ଦଳ ବିରୋଧି କାର୍ଯ୍ୟ ପାଇଁ ସୁପ୍ରିମୋ ନବିନ ପଟ୍ଟନାୟକ ତାଙ୍କୁ ବହିଷ୍କୃତ କରିଛନ୍ତି…

ମେ ୨୦ରେ ପୁରୀରେ ମୋଦିଙ୍କ ରୋଡ ଶୋ

ପୁଣି ମେ ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦ୍ଵିତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର କରିବାକୁ ଆସିବେ ମୋଦି। ପୁରୀରେ ବିଶାଳ ରୋଡ୍ ଶୋ କରିବା ସହ କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ବୋଲି ସୂଚନା…

୧୪ରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ୱର : ମେ’ ୧୪ରେ ପୁଣିଥରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା । ନିର୍ବାଚନ ଯେତେ ପାଖେଇ ଆସୁଛି ପ୍ରଚାର କାର୍ଯ୍ୟକ୍ରମ ସେତେ ଜୋରରେ ଚାଲିଛି । “ବିକଶିତ ଭାରତ ବିକଶିତ ଓଡ଼ିଶା” ନିର୍ମାଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆଭିମୁଖ୍ୟ…

ନବୀନଙ୍କ ଉପରେ ଆକ୍ରମଣ: ଶାହ ଆସିବେ କଣ୍ଟାବାଞ୍ଜି, ନଡ୍ଡା ଆସିବେ ହିଞ୍ଜିଳି

ଓଡ଼ିଶାରେ ବିଜେପି ସରକାର ଗଢ଼ିବା ପାଇଁ ଜୋରଦାର ପ୍ରଚାରରେ ଲାଗିଛନ୍ତି ଦଳୀୟ ନେତା। ରାଜ୍ୟ ନେତା ତଥା ବିଜେପି ପ୍ରାର୍ଥୀମାନେ ଦୁଆର ଦୁଆର ଯାଇ ଜନମତ ଲଢ଼ୁଥିବା ବେଳେ କେନ୍ଦ୍ରୀୟ ନେତା ଆସି ମଧ୍ୟ ପ୍ରଚାର କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟ…

ମାଗଣା ବିଜୁଳି ନେଇ ଭୁଆଁ ବୁଲାଇଲେ ନବୀନ ପଟ୍ଟନାୟକ

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଚାର ପାଇଁ ପହଞ୍ଚିବା ସହ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି, ଏହାସହ ଚିରାଚରିତ ଭାବେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏହାସହ ବିଜେଡିର ମାଗଣା ବିଜୁଳି…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୁମ୍ଭୀର କାନ୍ଦଣାର ଜ୍ୱଳନ୍ତ ଉଦାହରଣ: ଧର୍ମେନ୍ଦ୍ର

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟ । ପ୍ରେସମିଟ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ରତ୍ନଭଣ୍ଡାର ଭଳି ଓଡ଼ିଶାର ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ ଓ ଭାବନାର ପ୍ରଶ୍ନକୁ ମୋଦି ଉପସ୍ଥାପିତ କରିଛନ୍ତି । ବିଜେପି ସବୁବେଳେ ରତ୍ନଭଣ୍ଡାର ପ୍ରସଙ୍ଗରେ ଉଠାଇ ଆସିଛି ।…

ରାଗିଗଲେ ନବୀନ, ମୋଦିଙ୍କ ଉପରେ ବର୍ଷିଲେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନିର୍ବାଚନୀ ସଭାରେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିବା ପରେ ଆଜି ରାତିରେ ନବୀନ ପାଲଟା ଜବାବ ଦେଇଛନ୍ତି । ଏକ ଭିଡିଓକୁ ନବୀନ ଜାରି କରି ମୋଦିଙ୍କୁ ପାଲଟା ଜବାବ ଦେଇଛନ୍ତି ।…

ସାଧୁ ନେପାକଙ୍କ ଇସ୍ତଫା ବରଗଡ଼ ବିଜେଡି ପାଇଁ ଏକ ଶକ୍ତ ଧକ୍କା

ବରଗଡ଼: ବିଜେଡି ଛାଡ଼ିଲେ ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ବରଗଡ଼ ପୂର୍ବତନ ବିଧାୟକ ସାଧୁ ନେପାକ ଇସ୍ତଫାପତ୍ର ପଠାଇଛନ୍ତି। ସେ ଇସ୍ତଫାପତ୍ରରେ ଲେଖିଛନ୍ତି ମୁଁ ଅନୁଭବ କରୁଛି ଯେ ଦଳ…

ଟଙ୍କା ବାଣ୍ଟୁଛନ୍ତି ବିଜେଡି ନେତା! ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି

ନିର୍ବାଚନ ହାରିବାର ଭୟ ଘାରିଛି ବିଜୁ ଜନତା ଦଳକୁ । ଅଭ୍ୟାସଗତ ଭାବେ ନିର୍ବାଚନରେ ଦଳୀୟ କାର୍ଯ୍ୟ ପାଇଁ ସରକାରୀ କର୍ମଚାରୀଙ୍କୁ ବ୍ୟବହାର କରିଆସୁଛି ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ୨ଦିନ ବାକି ଥିବାବେଳେ ଭୋଟ…