Category: ରାଜନୀତି

ପଦ୍ମ ଧରିଲେ ବିଜେଡିର ପ୍ରତିଷ୍ଠାତା ସଦସ୍ୟ ପ୍ରହଲ୍ଲାଦ ତ୍ରିପାଠୀ

ଭୁବନେଶ୍ୱର: ବିଜେଡିର ପ୍ରତିଷ୍ଠାତା ସଦସ୍ୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ନବରଙ୍ଗପୁର ଜିଲ୍ଲାର ପୂର୍ବତନ ସଭାପତି ଏବଂ ସୁସଂଗଠକ ପ୍ରହଲ୍ଲାଦ ତ୍ରିପାଠୀ(ଅର୍ଜୁନ) ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ତ୍ରିପାଠୀ କହିଛନ୍ତି ଯେ, ବ୍ୟକ୍ତିକେନ୍ଦ୍ରୀକ ରାଜନୈତିକ ଦଳ ପାଲଟିଛି ବିଜେଡି…

ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ବି ଲଢ଼ିବେ ନବୀନ ପଟ୍ଟନାୟକ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିର 5ମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଏଥିରେ ଖୋଦ ବିଜେଡି ସଭାପତି ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ। ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରେ ପ୍ରାର୍ଥୀ ହେବେ ବୋଲି ଘୋଷଣା କରାଯାଇଛି। ସେହିପରି…

ଏବିପି ସି ଭୋଟର ପୋଲ ସର୍ଭେ: ଲୋକସଭା ନିର୍ବାଚନରେ ଓଡିଶାରେ ଆଗରେ ବିଜେପି

ଓଡ଼ିଶାରେ ବିଜେଡିଠାରୁ ଢେର ଆଗୁଆ ବିଜେପି । ABP ସି ଭୋଟର ପୋଲ ସର୍ଭେ ରେ ବିଜେପିକୁ ୧୩ ଓ ବିଜେଡିକୁ ମାତ୍ର ୭ଟି ଏଵଂ କଂଗ୍ରେସକୁ ମାତ୍ର ୧ ଲୋକସଭା ଆସନ ମିଳୁଥିବା ଆକଳନ କରାଯାଇଛି । ପୂର୍ବରୁ ସବୁ…

କେନ୍ଦ୍ର ସହ ମିତ୍ରତା ଯୋଗୁ ବିଜେଡି ହରାଇବ ସଂଖ୍ୟାଲଘୁ ଭୋଟ!

କାହିଁକି ବିଜୁ ଜନତା ଦଳ ନେତୃତ୍ୱ ଚିନ୍ତିତ ହେବାକୁ ବାଧ୍ୟ? ବାରମ୍ବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଚେହେରା ଏବଂ ଉଚ୍ଚାରଣରେ ବିବ୍ରତ ଭାବ ଫୁଟି ଉଠୁଛି? ପ୍ରାର୍ଥୀ ମନୋନୟନ ପର୍ବର ପ୍ରଥମ ପର୍ଯ୍ୟାୟରେ ଭାରତୀୟ ଜନତା ପାର୍ଟି କିଛି ଚାପର ସମ୍ମୁଖୀନ…

ବିଜେଡିରେ ଯୋଗଦେଲେ ସମ୍ବଲପୁର ସାଂସଦଙ୍କ ପତ୍ନୀ ଅରୁନ୍ଧତୀ ଦେବୀ

ଭୁବନେଶ୍ବର: ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ…

ରାୟଗଡ଼ାରେ ଧରାପଡିଲା ବିପୁଳ ଟାବଲେଟ

ରାୟଗଡ଼ା ରେଳ ଷ୍ଟେସନ ନିକଟରୁ ବିପୁଳ ଟାବ୍‌ଲେଟ୍‌ ଧରିଲେ ଲୋକେ। ଏମିତି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଏକ କଣ୍ଟେନରରୁ ୮ଟି ଇନୋଭା ଗାଡ଼ିରେ ଲୋଡ୍‌ ବେଳେ ଧରାପଡ଼ିଛି।ମୋଟ ୧୯, ୬୦୦ ଟାବ୍‌ଲେଟ୍‌ ଧରିଛି ପୋଲିସ। ସୂଚନା ଅନୁଯାୟୀ ମିଳିଥିବା…

ପଦ୍ମ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡିର ପୂର୍ବତନ ବିଧାୟକ ତଥା ପୂର୍ବତନ ଚେୟାରମ୍ୟାନ ବେଦବ୍ୟାସ ନାୟକ ନିଜ ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ନାୟକଙ୍କ…

ଭିକେ ପାଣ୍ଡିଆନଙ୍କ ବିରୋଧରେ CEOଙ୍କୁ ଫେରାଦ ହେଲା ବିଜେପି

ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ବିରୋଧରେ CEOଙ୍କୁ ଫେରାଦ ହେଲା ରାଜ୍ୟ ବିଜେପି । ବିଜେପି ଅଭିଯୋଗ କରିଛି ଯେ ପାଣ୍ଡିଆନ ଆଜି ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଘଂନ କରିଛନ୍ତି । ବସ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ କଟକ…

୫/୬ କୋଟିର ଡିଲ୍ କରିଛନ୍ତି ପ୍ରଭୁ ଜାନି : କୈଳାସ କୁଲେସିକା

ଭୁବନେଶ୍ୱର : ପ୍ରାର୍ଥୀ ଘୋଷଣା ପରେ ବିସ୍ଫୋରକ ବୟାନ ଦେଲେ କୈଳାସ କୁଲେସିକା । ପଇସା ଦେଇ ପ୍ରଭୁ ଜାନି ଟିକେଟ ନେଇଥିବା କହିଲେ କୁଲେସିକା । ୫/୬ କୋଟି ଟଙ୍କା ଦେଇ ପ୍ରଭୁ ଜାନି ଡିଲ୍ କରିଥିବା କହିଲେ ।…

ନୂଆ ବିଜେପି ତାଲିକା: ରାଉରକେଲାରୁ ଦିଲୀପ ରାୟ, ରଣପୁରରୁ ସୁରମା ପାଢ଼ୀ

୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ରାଜ୍ୟରେ ନିର୍ବାଚନକୁ ନେଇ ତିନି ପ୍ରମୁଖ ଦଳ ରାଜନୈତିକ ପ୍ରଚାର…