Category: ରାଜନୀତି

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଆଜିଠୁ ଆରମ୍ଭ ହୋଇ ଆସନ୍ତା ୨୫ ତାରିଖ ଚାଲିବ ଅଧିବେଶନ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି । ଆଜି ପ୍ରଥମ ଦିନରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ…

ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣା: ୧୭ ତାରିଖରେ ରାଜ୍ୟବ୍ୟାପୀ ଏସପି ଅଫିସ୍ ଘେରିବ ବିଜେଡି

ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାରେ ୧୭ ତାରିଖରେ ରାଜ୍ୟର ସମସ୍ତ ଜିଲ୍ଲାର ଏସ୍ପି ଅଫିସ ସମ୍ମୁଖରେ ଧାରଣା ଦେବ ବିଜୁ ମହିଳା ଜନତା ଦଳ । ବ୍ରହ୍ମଗିରିର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବାଲିହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ପ୍ରେମିକକୁ ଗଛରେ ବାନ୍ଧି ତା…

ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛି କଂଗ୍ରେସ

ଓଡିଶାରେ କ୍ରମବର୍ଦ୍ଧିଷ୍ଣୁ ଲଜ୍ୟାଜନକ ଦୁଷ୍କର୍ମ ଘଟଣା ଗୁଡିକରେ ଯୋଡିହୋଇଛି ପୁଣି ଏକ ଚାଞ୍ଚଲ୍ୟକର ଗଣଧର୍ଷଣ । ପୁରୀ ବାଲିହରଚଣ୍ଡୀ ପର୍ଯ୍ୟଟନ ସ୍ଥଳରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ କଂଗ୍ରେସ ମିଡ଼ିଆ ସେଲ ପକ୍ଷରୁ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ…

ଆଜି ବିଜେଡିର ଶୃଙ୍ଖଳା କମିଟି ବୈଠକ

ଆଜି ବସିବ ବିଜେଡିର ଶୃଙ୍ଖଳା କମିଟି ବୈଠକ । ଶଙ୍ଖ ଭବନରେ ବସିବ ଶୃଙ୍ଖଳା କମିଟି ବୈଠକ । ଆଜି ଅପରାହ୍ଣ ୫ଟାରେ ଶଙ୍ଖଭବନରେ ବିଜେଡି ଶୃଙ୍ଖଳା କମିଟି ବୈଠକ। ଶୃଙ୍ଖଳା କମିଟି ବୈଠକରେ ଉପସ୍ଥିତ ରହିବେ କମିଟିର ୭ ସଦସ୍ୟ…

ଶ୍ରୀମୟୀ ମିଶ୍ରଙ୍କ ଭଣ୍ଡ ସନ୍ନ୍ୟାସୀ ଉପାଖ୍ୟାନ; ଭି.କେ. ପାଣ୍ଡିଆନଙ୍କୁ ନିଶାନା କରିଥିବା ଚର୍ଚ୍ଚା

ବିଜେଡ଼ି ନେତ୍ରୀ ଶ୍ରୀମୟୀ ମିଶ୍ର ପୁଣି ଥରେ ନାଁ ନନେଇ ତେରର୍ଚ୍ଛା ବାଣ ମାରିଛନ୍ତି । ପୂର୍ବର ଧ୍ରୁତରାଷ୍ଟ୍ର ଆକ୍ଷେପ ପରେ ଏବେ ଭଣ୍ଡ ସନ୍ନ୍ୟାସୀ କହି କଟାକ୍ଷ କରିଛନ୍ତି ଶ୍ରୀମୟୀ ମିଶ୍ର। ସେ କହିଛନ୍ତି କିଛି ଲୋକ ଭଣ୍ଡ ସନ୍ନ୍ୟାସୀର…

ଓଡ଼ିଶାର ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ସାର ଯୋଗାଇବା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ବିଜେଡି

ଓଡ଼ିଶାର ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ସାର ଯୋଗାଣ ସୁନିଶ୍ଚିତ କରିବା ଏବଂ ବଣ୍ଟନରେ ବ୍ୟାପକ କଳାବଜାରୀ ଓ ଅବ୍ୟସ୍ଥାକୁ ରୋକିବା ପାଇଁ ଜରୁରୀ ହସ୍ତକ୍ଷେପ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ବିଜେଡି । ଚିଠି ମାଧ୍ୟମରେ ବିଜେଡି କହିଛି ଚଳିତ ଖରିଫ…

ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ସଂକେତ

ଚଳିତବର୍ଷ ନିର୍ବାଚନ ନେଇ ବେଶ୍ କଳ୍ପନାଜଳ୍ପନା ଲାଗିରହିଥିବା ବେଳେ ଏହାକୁ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କ ସଂକେତ । ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି କଲେଜ ନିର୍ବାଚନ ନେଇ ଆମେ ସକାରାତ୍ମକ ଅଛୁ। ରାଜ୍ୟ ସରକାର ପୂର୍ବରୁ ଆଭିମୁଖ୍ୟ…

ଘାସିରାମ ମାଝୀଙ୍କୁ ନୂଆପଡ଼ାରୁ ପ୍ରାର୍ଥୀ କରିପାରେ କଂଗ୍ରେସ

ନୂଆପଡ଼ାରେ ଉପନିର୍ବାଚନ ହେବାକୁ ଯାଉଛି । ଏହାରି ମଧ୍ୟରେ ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା ଦେଇଛନ୍ତି । ସେ କହିଛନ୍ତି ନୂଆପଡ଼ା ଉପ-ନିର୍ବାଚନରେ ଘାସିରାମ ମାଝୀ କଂଗ୍ରେସର ବିଧାୟକ ପ୍ରାର୍ଥୀ ହୋଇପାରନ୍ତି । ଗତ ନିର୍ବାଚନରେ…

ଅକ୍ଟୋବର ୨ରୁ ସାରା ରାଜ୍ୟରେ ବର୍ଷବ୍ୟାପୀ ପଦଯାତ୍ରା କରିବ କଂଗ୍ରେସ

କଂଗ୍ରେସ ଭବନରେ ରାଜନୈତିକ ବ୍ୟାପାର କମିଟି (PAC) ବୈଠକ ଅନୁଷ୍ଠିତ ହୋଇଛି। ଆୟୋଜିତ ଏହି ସଭାରେ ଦଳର ନେତା ଓ କର୍ମୀଙ୍କ ଭିତରେ ଉପସ୍ଥିତ ରହି ଉତ୍ସାହ ଭରିଛନ୍ତି ଏଆଇସିସି ସାଧାରଣ ସଂପାଦକ (ସଂଗଠନ) କେସି ବେଣୁଗୋପାଳ । ସେ କହିଛନ୍ତି…

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା: ଦିଲୀପ ମଲ୍ଲିକ

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା। ଏ ନେଇ ଆଜି ବିଜେପି ପକ୍ଷରୁ ଅନୁସୂଚିତ ଜାତି ମୋର୍ଚ୍ଚା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସାଧାରଣ…