Category: ରାଜନୀତି

ପରଲୋକରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ।ଚେନ୍ନାଇର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ନୂଆପଡ଼ାର ୪ ଥରର ବିଧାୟକ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ । ସୂଚନାଯୋଗ୍ୟ, ନୂଆପଡ଼ାରୁ…

ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ

ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ । ଏହି ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ଉପସ୍ଥିତ ରହିଛନ୍ତି । ଏହା ସହ ବୈଠକରେ ବିଜେପି…

ମନମୋହନ ଧାଇଁଲେ ଦିଲ୍ଲୀ, ନୂଆ ତାଲିକା ଧରି ଫେରିବେ

ଦି’ଦିନ ତଳେ ଭାଜପା ସଭାପତି ମନମୋହନ ସାମଲ ଫେରିଥିଲେ ଦିଲ୍ଲୀ। ଶନିବାର ନୂଆଁଖାଇ ଭେଟଘାଟ ଲାଗି ଯାଇଥିଲେ ସମ୍ବଲପୁର। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବି ଥିଲେ ସମ୍ବଲପୁରରେ। କିନ୍ତୁ ହଠାତ ଦିଲ୍ଲୀରୁ ଡାକରା ପାଇ ସଭାପତି ଗଲେ ଦିଲ୍ଲୀ । ଏହାକୁ…

ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପୁଣି ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାଲି ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ । ସେଠାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ । କମିଟି, ବୋର୍ଡ ନିଗମ ନିଯୁକ୍ତି, ମନ୍ତ୍ରିମଣ୍ଡଳ…

୪ଦିନିଆ ଦିଲ୍ଲୀ ଗସ୍ତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଦିଲ୍ଲୀ ଗଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ୪ ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି ନବୀନ । ସୁସ୍ଥ ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତରେ ଯାଉଛନ୍ତି ନବୀନ ପଟ୍ଟନାୟକ। ସେଠାରେ ଉପରାଷ୍ଟ୍ରପତି…

ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ପୁଣି ଦିଲ୍ଲୀ ଗଲେ ମନମୋହନ । ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନକ ପୂର୍ବରୁ ଦିଲ୍ଲୀ ଗସ୍ତରୁ ଫେରିଥିଲେ ମନମୋହନ। ପୁଣି ଆଜି ଦିଲ୍ଲୀ ଯିବାକୁ ନେଇ ବଢ଼ିଲା ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ…

ପାଣ୍ଡିଆନଙ୍କ ନାଁ ନନେଇ ଟାର୍ଗେଟ କଲେ ଅରୁଣ ସାହୁ

ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅରୁଣ ସାହୁଙ୍କ ମନ୍ତବ୍ୟକୁ ନେଇ ଚାରିଆଡେ ଚର୍ଚ୍ଚା । ନାଁ ନନେଇ ପାଣ୍ଡିଆନଙ୍କ ବସ୍ ରାଜ ଉପରେ ପରୋକ୍ଷରେ ବର୍ଷିଲେ ଅରୁଣ ସାହୁ । ପାଣ୍ଡିଆନଙ୍କ ହାକିମାତିକୁ ଭିନ୍ନ ଢଙ୍ଗରେ କଲେ ଟାର୍ଗେଟ ।…

୧୫ ମାସରେ ରାଜ୍ୟରେ ୪ ହଜାରରୁ ଅଧିକ ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି: ସ୍ନେହାଙ୍ଗିନୀ ଛୁରିଆ

ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ନିଯୁକ୍ତି ପାଇବା ପରେ ସ୍ନେହାଙ୍ଗିନୀ ଛୁରିଆ ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ମହିଳା ମାନଙ୍କୁ ସୁରକ୍ଷା ଓ ସମ୍ମାନକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି…

ଉପରାଷ୍ଟ୍ରପତି ନିର୍ବାଚନ: ଭୋଟରୁ ବିରତ ରହିବା ବାଟ ବାଛିପାରନ୍ତି ନବୀନ

ଆସନ୍ତା ୯ ତାରିଖ ମଙ୍ଗଳବାର ଉପରାଷ୍ଟ୍ରପତି ନିର୍ବାଚନ । ପୁଣିଥରେ ବିଜୁ ଜନତା ଦଳ ଓ ନବୀନ ପଟନାୟକଙ୍କ ପାଇଁ ପରୀକ୍ଷାର ଘଡ଼ି । କି ନିଷ୍ପତ୍ତି ନେବେ ନବୀନ ? ସମସ୍ତଙ୍କ ନଜର ନବୀନଙ୍କ ନିଷ୍ପତ୍ତି ଉପରେ । ଜଗଦୀପ…

ଖୋଜିଲେ ନବୀନ ଗଲେ ଦିଲୀପ

ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ ଗୁରୁବାର ନବୀନ ନିବାସରେ ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଡାକ୍ତରଖାନାରୁ ସୁସ୍ଥ ହୋଇ ଫେରିବା ପରେ ନବୀନ…