Category: ରାଜନୀତି

ବିଜଦ ରୂପାନ୍ତରଣର ମିଳୁଛି ଆଭାସ; ଅରୁଣ କାର୍ଯ୍ୟକାରୀ ସଭାପତି, ସୁଜାତା ମହାସଚିବ !

ବିଜୁ ପଟ୍ଟନାୟକ ବଡ଼ପୁଅ ପ୍ରେମ ପଟ୍ଟନାୟକ ସସ୍ତ୍ରୀକ ନବୀନ ନିବାସକୁ ଆସିବା ଓ ରହିବା କେବଳ କ’ଣ ପାରିବାରିକ ଘଟଣା ? ପ୍ରେମ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବଡ଼ଭାଇ । ମୁମ୍ବାଇ ହସ୍ପିଟାଲରେ ସ୍ପାଇନ ସର୍ଜରୀ ପରେ ପ୍ରେମ…

ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ୍ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ

ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ’ ଉନ୍ମୋଚନ ଉତ୍ସବରେ ପୁଣି ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ପୂର୍ବତନ ବିଧାୟକ ତଥା ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ । 5T ଅଧୀନରେ ସମସ୍ତ ସ୍କୁଲ ଏବେ ସୁନ୍ଦର ଶୌଚାଳୟ ପାଲଟିଯାଇଛି ।…

ସରକାରଙ୍କ ବିଫଳତା ଲୁଚାଇବାକୁ ବିଜେପି ବିଧାୟକଙ୍କ ଅବାଂଛିତ ମନ୍ତବ୍ୟ: ବିଜେଡି

ବିଜେପି ବିଧାୟକ ସରୋଜ ପାଢ଼ୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ପ୍ରତି ଦେଇଥିବା ଅରୁଚିକର ଓ ଅଶାଳୀନ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ, ସରକାରଙ୍କ ବିଫଳତାକୁ ଲୁଚାଇବାକୁ ବିଧାୟକ ଏପରି…

ପରଲୋକରେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ; ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପରଲୋକରେ ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୫୨ ବର୍ଷ ବୟସରେ ବିୟୋଗ ହୋଇଛି । ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରୁ ୨ ଥର ବିଧାୟକ ହୋଇଥିଲେ । କିଡ଼ନୀ ରୋଗରେ…

କାଲି ଦିଲ୍ଲୀରେ ବସିବ ଓଡ଼ିଶା କଂଗ୍ରେସ ପାଇଁ ବୈଠକ; ଚୟନ ହେବ ଜିଲ୍ଲା ସଭାପତି

ଆସନ୍ତାକାଲି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ହେବାକୁ ଯାଇଛି ବଡ଼ ବୈଠକ । ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ଏହି ବୈଠକ ପରେ ଜିଲ୍ଲା ସଭାପତି ବାଛିବେ। ଏହି ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଦାସ…

ନବୀନ ନିବାସରେ ପ୍ରେମ ପଟ୍ଟନାୟକ

ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଲେ ବଡ଼ ଭାଇ ପ୍ରେମ ପଟ୍ଟନାୟକ । ଡିହାଇଡ୍ରେସନ କାରଣରୁ ଡାକ୍ତରଖାନାରେ…

ଓଳାଶୁଣୀ ଭୋଜି, ଶଙ୍ଖରେ ଭାଳେଣି

ଓଳାଶୁଣୀ ଯାଜପୁର ଜିଲ୍ଲାର । ଗୋବରୀ ନଦୀ କୂଳରେ ଓଳାଶୁଣୀ ଗୁମ୍ଫା । ମନ୍ଦିର ବି ଅଛି । ସାଧୂ ଅରକ୍ଷିତ ଦାସଙ୍କ ସମାଧିପୀଠ ପାହାଡ ଉପରେ । ଏଇଠି ଅରକ୍ଷିତ ଦାସ ଲେଖୁଥିଲେ ମୋହିମା ମଣ୍ଡଳ ଗୀତା। ଶୂନ୍ୟ ବ୍ରହ୍ମର…

ଉପରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ଭରିଲେ ଇଣ୍ଡି ମେଣ୍ଟ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଇଣ୍ଡି ମେଣ୍ଟ ପ୍ରାର୍ଥୀ ସୁଦର୍ଶନ ରେଡ୍ଡୀ । ମଲ୍ଲିକାର୍ଜୁନ ଖଡ୍‌ଗେ, ରାହୁଲ ଗାନ୍ଧି, ସୋନିଆ ଗାନ୍ଧି, ଶରଦ ପାୱାର ଉପସ୍ଥିତରେ ସଂସଦ ଭବନରେ ନାମାଙ୍କନ ଭରିଲେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ବି. ସୁଦର୍ଶନ ରେଡ୍ଡୀ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଦିଆଗଲା Z ସୁରକ୍ଷା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ବଢ଼ିଲା ସୁରକ୍ଷା ବ୍ୟବସ୍ଥା ।ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର । ଆକ୍ରମଣ ଘଟଣା ପରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇଲା ଗୃହ ମନ୍ତ୍ରାଳୟ । ରେଖା ଗୁପ୍ତାଙ୍କ ସୁରକ୍ଷା ଦାୟିତ୍ବରେ…

ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଖଡ୍‌ଗେ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ବୁଧବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି । ଖଡ୍‌ଗେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ।…