Category: ରାଜନୀତି

ଦିଲ୍ଲୀରେ ଅମିତ ଶାହାଙ୍କୁ ଭେଟିଲେ ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଅବସରରେ ସାମଲ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି । ଏ ନେଇ ମନମୋହନ ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।…

ସୁସ୍ଥ ହେଉଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ : କ୍ୟାବିନ୍‌କୁ ହେଲେ ସ୍ଥାନାନ୍ତର

ଧିରେ ଧିରେ ସୁସ୍ଥ ହେଉଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖୁବ ଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାରୁ ନବୀନ ପଟ୍ଟନାୟକଙ୍କୁ ଆଜି ଅପରାହ୍ଣରେ ସମ୍ ଅଲ୍ଟିମେଟ ମେଡିକେୟାରର…

ଆସନ୍ତା ୪ ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ

ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କଂଗ୍ରେସ ଭବନରୁ ନିର୍ବାଚନ କମିଶନ ଯାଏଁ ଏହି ପଦଯାତ୍ରାରେ ହେବ ।…

ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଦିଲ୍ଲୀ ଗସ୍ତରେ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମନମୋହନଙ୍କ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ବିଷୟରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ତଥାପି ଏହି ଗସ୍ତ ଅବସରରେ ରାଜ୍ୟ ବିଜେପି ସଭାପତି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଭେଟିପାରନ୍ତି ।ଉପରାଷ୍ଟ୍ରପତି…

ଆୟୁଷ୍ମାନ ଯୋଜନାରେ ହନ୍ତସନ୍ତ ହେଉଛନ୍ତି ଲୋକେ: ଭକ୍ତ ଦାସ 

ଆଜି କଂଗ୍ରେସ ଭବନରେ ସାମ୍ୱାଦିକ ସମ୍ମିଳନୀରେ ଆୟୁଷ୍ମାନ ଯୋଜନାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ସେ କହିଛନ୍ତି ଓଡ଼ିଶାରେ ବିଜେପି ଶାସନକୁ ଆସିବା ପରେ ଅନ୍ୟ ରାଜ୍ୟମାନଙ୍କ ପରି ଆମ ରାଜ୍ୟକୁ ମଧ୍ୟ ଆୟୁଷ୍ମାନ…

ସି.ପି ରାଧାକ୍ରିଷ୍ଣନ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ (NDA) । ସି.ପି ରାଧାକ୍ରିଷ୍ଣନ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ । ଏ ନେଇ ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ନଡ୍ଡା କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପସ୍ଥିତିରେ ସଂସଦୀୟ ବୋର୍ଡ ବୈଠକରେ…

ନବୀନ ପଟ୍ଟନାୟକ ଅସୁସ୍ଥ; ହସ୍ପିଟାଲରେ ଭର୍ତ୍ତି ସୂଚନା

ଅସୁସ୍ଥ ହେଲେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ଅସୁସ୍ଥ ହୋଇପଡିବା ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅପରାହ୍ନ ୫ଟା ୧୫ରେ ତାଙ୍କୁ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି…

ବଳଙ୍ଗା ପୀଡ଼ିତାଙ୍କ ବୟାନ ଭିଡିଓ ଭାଇରାଲ ଘଟଣା: ସରକାରଙ୍କୁ ଘେରିଲା ବିଜେଡି 

ବଳଙ୍ଗା ପୀଡିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ରହିଛି ବୋଲି ପୀଡିତାଙ୍କ ବୟାନର ଭିଡିଓ ଆଜି ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ବିଜୁ ଜନତା ଦଳ ତୀବ୍ର ପ୍ରତିକ୍ରିୟା ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ…

ଶିକ୍ଷକଙ୍କୁ ମୋହନ ସରକାର ପ୍ରତାରଣା କରନ୍ତୁ ନାହିଁ: ଭକ୍ତ ଦାସ

ବିଜେପି ସରକାର ଗଠନ କରିବା ୧୪ ମାସ ମଧ୍ୟରେ ନାରୀ ନିର୍ଯାତନା, ଅପରାଧ, ଲୋକଙ୍କ ଦୁର୍ଦ୍ଦଶା, ମିଥ୍ୟା ପ୍ରତିଶ୍ରୁତି ଆଦି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ଦେଇଛି । ବର୍ତ୍ତମାନ ମୋହନ ସରକାରଙ୍କ ଦ୍ୱାରା ପ୍ରତାରିତ ଶିକ୍ଷକ ରାଜରାସ୍ତାରେ ବୋଲି ପ୍ରଦେଶ…

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତାରାଙ୍କ ପିଏସଓ ଦେଇଥିବା ଲିଖିତ ଅଭିଯୋଗ ଅନୁଯାୟୀ, ତାରାଙ୍କୁ ସର୍ବସାଧାରଣରେ ଆକ୍ରମଣ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ କୃଷ୍ଣଚନ୍ଦ୍ର । ସୂଚନା ଅନୁଯାୟୀ, ଗତ…