Category: ରାଜନୀତି

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତାରାଙ୍କ ପିଏସଓ ଦେଇଥିବା ଲିଖିତ ଅଭିଯୋଗ ଅନୁଯାୟୀ, ତାରାଙ୍କୁ ସର୍ବସାଧାରଣରେ ଆକ୍ରମଣ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ କୃଷ୍ଣଚନ୍ଦ୍ର । ସୂଚନା ଅନୁଯାୟୀ, ଗତ…

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟଠାରେ ଜାତୀୟ ପତାକା ଉତୋଳନ କରି ଉପସ୍ଥିତ କାର୍ଯ୍ୟକର୍ତାଙ୍କ ସମେତ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ଯେ, ସମଗ୍ର ଦେଶ ଆଜି ଆନନ୍ଦ ଉଲ୍ଲାସର ସହ ସ୍ୱାଧୀନତାର ୭୯ତମ ଦିବସ ପାଳନ…

ମେଟ୍ରୋ ପ୍ରକଳ୍ପକୁ ନେଇ ସରକାର ରାଜ୍ୟବାସୀଙ୍କୁ
ଭୁଆଁ ବୁଲାଉଛନ୍ତି: ବିଜେଡି

ମେଟ୍ରୋ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନଥିବା ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଦେଇଥିବା ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ବିଜୁ ଜନତା ଦଳ । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ…

ଇଣ୍ଡି ଆନ୍ଦୋଳନରୁ ଫାଇଦା ନେବାକୁ ଟାକି ବସିଛି ବିଜଦ

ଆସନ୍ତା ୧୯ ତାରିଖ ଦିନ ନିଜ ଅଭିଯୋଗ ଉପରେ ପ୍ରାମାଣିକ ତଥ୍ୟ ରଖିବା ପାଇଁ ବିଜୁ ଜନତା ଦଳକୁ ନୋଟିସ ଜାରି କରିଛନ୍ତି ନିର୍ବାଚନ କମିଶନ। ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ଯେ ବିଜଦ କମିଶନଙ୍କ ପାଖକୁ ଯିବ କି ନାହିଁ ?…

ପ୍ରସନ୍ନ : କହିଁପେ ନିଗାହେଁ କହିଁପେ ନିଶାନା

ପ୍ରସନ୍ନ ଆଚାର୍ଯ୍ୟ ଏମିତି ଜଣେ ନେତା ଯିଏ କି ବିଧାୟକ ହେଇଚନ୍ତି । କ୍ୟାବିନେଟ ମନ୍ତ୍ରୀ ଦାୟିତ୍ବ ତୁଲାଇଛନ୍ତି। ଲୋକସଭାକୁ ଯାଇଚନ୍ତି। ରାଜ୍ୟସଭା ସଦସ୍ୟ ବି ହେଇଚନ୍ତି। ପୁଣି ଶଙ୍ଖ ଦଳର ସେ ହଉଚନ୍ତି ସବୁଠୁ ଆଗଧାଡିର ପ୍ରତିଷ୍ଠାତା ସଦସ୍ୟ ଏବଂ…

ଗେରୁଆ ରଙ୍ଗ ପାଇଁ ୩୦ ହଜାର କୋଟି

ସରକାରୀ କୋଠାବାଡ଼ି ରଙ୍ଗ ପରିବର୍ତ୍ତନ ପାଇଁ ସରକାର ଅତ୍ୟନ୍ତ ଜରୁରୀ ମନ୍ତ୍ରୀ ସ୍ତରୀୟ ମିଟିଙ୍ଗ ବସାଇ ୩୦ ହଜାର କୋଟି ଟଙ୍କା ଖର୍ଚ୍ଚର ବରାଦ କରିଛନ୍ତି । ବିଜେପି ସରକାର ଗୋଟିଏ ବର୍ଷ ତଳେ ଶପଥ ନେଲା ବେଳକୁ ପ୍ରତିଜ୍ଞା କରିଥିଲା,…

ବିଜେପିକୁ ହରାଇଲା ବିଜେପି; ପୁଣି ଥରେ କନଷ୍ଟିଚ୍ୟୁସନ୍ କ୍ଲବର ସଚିବ ହେଲେ ରାଜୀବ ପ୍ରତାପ ରୁଡି

ମଙ୍ଗଳବାର ବିଳମ୍ବିତ ରାତିରେ ଆସିଲା କନଷ୍ଟିଚ୍ୟୁସନ୍ କ୍ଲବ୍ ଅଫ୍ ଇଣ୍ଡିଆର ସଚିବ ପଦ ପାଇଁ ନିର୍ବାଚନର ଫଳାଫଳ ଆସିଛି। ସଚିବ ପଦବୀ ପାଇଁ ବିଜେପି ସାଂସଦ ରାଜୀବ ପ୍ରତାପ ରୁଡି ଏବଂ ପୂର୍ବତନ ସାଂସଦ ସଞ୍ଜୀବ ବାଲିୟାନଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା।…

୨୨ ତାରିଖକୁ ଘୁଞ୍ଚିଲା ବାଲେଶ୍ବରରେ ହେବାକୁଥିବା ନାରୀ ନ୍ୟାୟ ଯାତ୍ରା

ନିକଟ ଅତୀତରେ ଓଡ଼ିଶାରେ ଦିବଂଗତା ସୌମ୍ୟାଶ୍ରୀଙ୍କ ସମେତ ନାରୀ ନିର୍ଯାତନାର ଶିକାର ହୋଇଥିବା ମହିଳାମାନଙ୍କ ପାଇଁ ଆସନ୍ତା ୧୪ ତାରିଖରେ ବାଲେଶ୍ବରରେ ପିସିସି ପକ୍ଷରୁ ନାରୀ ନ୍ୟାୟ ପଦଯାତ୍ରା ହେବାର ଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଆସନ୍ତା ୨୨ ତାରିଖ ଶୁକ୍ରବାରକୁ ଘୁଞ୍ଚେଇ…

କେଉଁ ସୁଯୋଗକୁ ଅନେଇ ବସିଚନ୍ତି ନବୀନ ?

ଶଙ୍ଖ ଦଳର ଅଘୋଷିତ ଚିଫ୍ ପିଆରଓ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି ଯେ, ନବୀନ ବାବୁ କୁଆଡେ ସୁଯୋଗ ଅପେକ୍ଷାରେ ଅଛନ୍ତି । ସୁଯୋଗ ପାଇଲେ ବୋଧେ ଖେଳ କରିବେ । କିନ୍ତୁ ସୁଯୋଗଟା କ’ଣ ? ସୁଯୋଗ କଥା କିନ୍ତୁ ସେହି…

‘ଭୋଟ୍‌ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ମଶାଲ ଶୋଭାଯାତ୍ରା

‘ଭୋଟ୍‌ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ‘ଭୋଟ୍ ଚୋର୍ ଗାଦି ଛୋଡ଼୍’ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହେବ । କଂଗ୍ରେସର ସର୍ବମାନ୍ୟ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଗତ ୭ ତାରିଖ ଦିଲ୍ଲୀଠାରେ…