Category: ରାଜନୀତି

Pitabash Panda Murder Case: ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି

ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜୁ ଜନତା ଦଳ ତାର ଆଭିମୁଖ୍ୟ କଡ଼ା କରିଛି । ବିଜୁ ଜନତା ଦଳ ତରଫରୁ ଜାରି…

congress demand shut down web channel: ଓ୍ବେବ୍-ଚାନେଲ ବନ୍ଦ କରିବାକୁ ରାଜ୍ୟବ୍ୟାପୀ ଦାବି ଜଣାଇଲା କଂଗ୍ରେସ

ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ଆଗୁଆ ଥିବା ଜାଣି ନିନ୍ଦୁକମାନେ ଜନମତକୁ ବିଭ୍ରାନ୍ତ କରିବାରେ ଲାଗିପଡ଼ିଛନ୍ତି। ଅଙ୍କୁଶବିହୀନ ସାମାଜିକ ଗଣମାଧ୍ୟମରେ ଯାଚ୍ଛାତା ପ୍ରଚାରରେ ମାତିଯାଇଛନ୍ତି। ପିସିସି ସଭାପତି ଜନନେତା ଭକ୍ତ ଚରଣ ଦାସ, ତାଙ୍କ…

Nuapada By-Election: ନୂଆପଡା ଉପନିର୍ବାଚନ ପାଇଁ ବଞ୍ଜାରୀ ଦେବୀ ମନ୍ଦିରରୁ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜେଡି 

ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି । ମା’ ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ…

Nuapada By-Election: ନୂଆପଡ଼ାରେ ଆଦିବାସୀ ସମାଜର ସମ୍ମିଳନୀରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀଙ୍କୁ ସମର୍ଥନ

ନୂଆପଡା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ତଥା ବିଜେଡି ନେତା ଭାନୁ ପ୍ରତାପ ସିଂ ମାଝୀଙ୍କ ନେତୃତ୍ୱରେ ଆଜି ନୂଆପଡ଼ା ଟାନୱଟ ଠାରେ ଏକ ଆଦିବାସୀ ସମ୍ମିଳନୀ ଆୟୋଜନ ହୋଇଯାଇଛି । ନୂଆପଡାରେ ଆଜି ଆୟୋଜିତ ସମ୍ବୋଧନା ଓ ମିଶ୍ରଣ…

ନୂଆପଡ଼ାରେ ୨୫ ତାରିଖ ପରେ ଦମ ଦେଖାଇବ ବିଜେପି

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି । ଏସବୁ ଭିତରେ ବିଜେଡିର ବିକ୍ରମ ପଣ୍ଡାଙ୍କ ଗିରଫଦାରୀ ଏକ ନୂଆ ମୋଡ଼ ନେଇପାରେ । ଅନ୍ୟପକ୍ଷରେ ନୂଆପଡ଼ାରେ ଆସନ୍ତା ୨୫ ତାରିଖ ପରେ ବିଜେପି ତାର ଦମ ଦେଖାଇବ ।…

Pitabas Panda Murder: ପୀତବାସ ପଣ୍ଡା ହତ୍ୟା ମାମଲା;  ଆତ୍ମସମର୍ପଣ କଲା ଫେରାର୍‌ ଅଭିଯୁକ୍ତ ସୁଦର୍ଶନ ଜେନା

ପୀତବାସ ପଣ୍ଡା ହତ୍ୟା ମାମଲାରେ ଆତ୍ମସମର୍ପଣ କରିଛି ଫେରାର୍‌ ଅଭିଯୁକ୍ତ ସୁଦର୍ଶନ ଜେନା । ଘଟଣା ପରଠାରୁ ସୁଦର୍ଶନ ଫେରାର ଥିଲେ। ଆଜି ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡିଛି। ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସହଯୋଗୀ ଥିଲା ସୁଦର୍ଶନ…

ହତ୍ୟା ଅଭିଯୁକ୍ତଙ୍କୁ କାହିଁକି ସୁରକ୍ଷା ଦେଉଛି ବିଜେଡି ?

ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଜେଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ଗିରଫ ହୋଇଛନ୍ତି । ତେବେ ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଫସାଇ ଦିଆଯାଇଥିବା ଓ ଏଥିପାଇଁ ସରକାର ଓ…

Bihar Elections: ବିହାର ନିର୍ବାଚନ; ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ବିହାର ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ତେଜସ୍ବୀ ଯାଦବ । ମହାଗଠବନ୍ଧନ ପକ୍ଷରୁ ତେଜସ୍ବୀଙ୍କ ନାଁ ଘୋଷଣା କରାଯାଇଛି। କଂଗ୍ରେସ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ପୂର୍ବତନ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ…

Pitabash Panda Murder Case: ବିଜେଡିର ଅଭିଯୋଗ ନିଜ ଅପରିପକ୍ୱତାର ପରିଚୟ: ବିଜେପି

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପ ସଭାପତି ଡ଼ ଯତୀନ ମହାନ୍ତି କହିଛନ୍ତି ଯେ, ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡର ରାଜନୀତିକରଣ ହେବା ଅନୁଚିତ । ବ୍ରହ୍ମପୁର ଏସପିଙ୍କ ବିବୃତି ପରେ ବିଜୁ ଜନତା ଦଳ ତରଫରୁ ସାମ୍ବାଦିକ…

Nuapada By-Election: ନୂଆପଡ଼ା ଉପନିର୍ବାଚନ: ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ

ନୂଆପଡା ଉପନିର୍ବାଚନ ପାଇଁ ସରିଲା ପ୍ରାର୍ଥୀ ପତ୍ର ଯାଞ୍ଚ । ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ନାମାଙ୍କନ ଯାଞ୍ଚର ଶେଷ ଦିନରେ ୫ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ଉପନିର୍ବାଚନ ପାଇଁ ୧୯ ଜଣ ନାମାଙ୍କନ ଭରିଥିବା…