Category: ରାଜନୀତି

Bjd pressmeet: ପୀତବାସଙ୍କ ହତ୍ୟା ମାମଲା; ରାଜନୈତିକ ଉଦ୍ଦେଶ୍ୟରେ ବିକ୍ରମଙ୍କୁ ଫସାଇବା ପାଇଁ ଷଡ଼ଯନ୍ତ୍ର: ବିଜେଡି

ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଆଜି ବିଜେଡିର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରିବା ପରେ, ବିଜୁ ଜନତା ଦଳ ଏହାକୁ ସମ୍ପୂର୍ଣ୍ଣ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି…

Pitabas Murder Case: ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଜେଡ଼ି ବିଧାୟକ ବିକ୍ରମ ପଣ୍ଡା ଅଟକ

ବହୁ ଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଜେଡ଼ି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଛି ପୁଲିସ୍। ବିଳମ୍ବିତ ରାତିରେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଜେରା…

Nuapada By-Election: କଂଗ୍ରେସ ପ୍ରାର୍ଥୀ ମିଥ୍ୟା ସତ୍ୟପାଠ ଦେଇଥିବା ଅଭିଯୋଗ; ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହେଲା ବିଜେପି

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହେଲା ବିଜେପି । କଂଗ୍ରେସ ନୂଆପଡା ଉପନିର୍ବାଚନ ବିଧାୟକ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପ୍ରାର୍ଥୀପତ୍ର ନାକଚ ପାଇଁ ଦାବୀ କଲା ବିଜେପି ।ଘାସିରାମ ମାଝୀ ମିଥ୍ୟା ସତ୍ୟପାଠ ଦେଇଥିବା ଅଭିଯୋଗ । ବିଜେପି ଅଭିଯୋଗ…

BJD Press Meet: ସାମାଜିକ କର୍ମୀ ରଶ୍ମୀ ପରିଜାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା; ଦୃଢ଼ ନିନ୍ଦା କଲେ ନବୀନ ପଟ୍ଟନାୟକ

ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲରେ ଏହାକୁ ଦୃଢ଼ ନିନ୍ଦା କରି କହିଛନ୍ତି ମହିଳାଙ୍କ ଉପରେ ବଢ଼ୁଥିବା ଏପରି…

Japan’s first female PM: ସାନାଏ ଟାକାଇଚି ହେଲେ ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ସାନାଏ ଟାକାଇଚି ହେଲେ ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ । ଜାପାନ ସଂସଦରେ ପ୍ରଧାନମନ୍ତ୍ରୀ ଭାବେ ସାନାଏ ନିର୍ବାଚିତ ହୋଇଛନ୍ତି । ଆଜି ହୋଇଥିବା ଭୋଟରେ ୬୪ ବର୍ଷିୟା ଟାକାଇଚିଙ୍କୁ ବହୁମତ ମିଳିଛି । ୪୬୫ ସଦସୀୟ ସଦନରେ ୨୩୭ ଭୋଟ…

Nuapada Bypoll: ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା

ନୂଆପଡା ଉପ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଆଜି ଶେଷ ହୋଇଛି । ସମୁଦାୟ ୧୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତିନି ପ୍ରମୁଖ ରାଜନୀତି ଦଳର ତିନି ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି…

Nuapada By-Election: ନୂଆପଡ଼ା ଉପନିର୍ବାଚନ; ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା ଉପ ନିର୍ବାଚନ ପାଇଁ ସରଗରମ ହେଉଛି ରାଜନୀତି । ପ୍ରମୁଖ ତିନି ଦଳ ବିଜେପି, ବିଜେଡ଼ି ଓ କଂଗ୍ରେସ ନିଜ ନିଜର ରଣନୀତି ପ୍ରସ୍ତୁତ କରି ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାରକୁ ଜୋରଦାର କରିଛନ୍ତି । ଏହାରି ମଧ୍ୟରେ ନୂଆପଡା…

Sujeet Kumar in Trouble: ନରେଶ ଅଗ୍ରୱାଲ ଓ ବିଜେପି ସାଂସଦ ସୁଜିତଙ୍କ ସମ୍ପର୍କ କ’ଣ ସ୍ପଷ୍ଟ ହେଉ: କଂଗ୍ରେସ

“ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ଦଳର ବିଜୟ ସମ୍ଭାବନା ଉଜ୍ଜଳ ଜାଣି ଦଳକୁ ବଦନାମ କରିବାକୁ ବିଜେପି ହୀନ ଉଦ୍ୟମ ଆରମ୍ଭ କରିଦେଇଛି। ଗତକାଲି ଟିଟିଲାଗଡ଼ ଆରପିଏଫ ପୋଲିସ ୯୦ ଲକ୍ଷ ଟଙ୍କା ଧରିଥିବା ସୂଚନା ଦେଲା। କେସିଙ୍ଗା ଟିଟଲାଗଡ ରେଲୱେ ଷ୍ଟେସନ…

Bjp: ବିଜେପିରେ ଯୋଗ ଦେଲେ ଶିଖା ଆଜାଦ

ଆଜି ନୂଆପଡା ଜିଲ୍ଲାର ବରିଷ୍ଠ ଓ ପୁରୁଖା କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ପ୍ରାର୍ଥୀ ସ୍ୱର୍ଗତଃ ପ୍ରେମ କୁମାର ଆଜାଦଙ୍କ ସୁକନ୍ୟା ଶିଖା ଆଜାଦ ଆନୁଷ୍ଠନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲ ଦଳୀୟ…

Nuapada By-Election: ନୂଆପଡ଼ାରେ ଗାଈ ମୃତ୍ୟୁକୁ ନେଇ ତାତିଲା ବିଜେଡି

ଗତକାଲି ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ସଭା ପାଇଁ ବ୍ୟାପକ ଆୟୋଜନ ହୋଇଥିଲେ ମଧ୍ୟ ଲୋକ ନ ହେବାରୁ ହତାଶ ହୋଇ ବିଜେପି ଦଳ ଲୋକଙ୍କ ପାଇଁ ପ୍ରସ୍ତୁତ ଖାଦ୍ୟ ଫୋପାଡ଼ି ଦେଇଥିଲା ଏବଂ ଏହି ଖାଦ୍ୟ ଖାଇ ୨୦ଟି ଗୋମାତା ମୃତୁ୍ୟବରଣ କରିଛନ୍ତି…