ତାଜା ଖବର ରାଜନୀତି ରାଜ୍ୟ BJP Candidate Jay Dholakia: ନୂଆପଡ଼ା ଉପନିର୍ବାଚନ; ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି October 15, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଜୟ ଢୋଲକିଆଙ୍କ ନାମରେ ମୋହର ମାରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଦିବଙ୍ଗତ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ବସନ୍ତ ପଣ୍ଡାଙ୍କୁ ଭେଟି ଆଶୀର୍ବାଦ ନେଲେ ଜୟ ଢୋଲକିଆ October 14, 2025 Nirvay ଭାରତୀୟ ଜନତା ପାର୍ଟିରେ ମିଶିବା ପରେ ଆଜି ନୂଆପଡ଼ା ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ ସାଂସଦ ତଥା ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି । ଜୟ…
ରାଜନୀତି ରାଜ୍ୟ ସବୁ ସେ ପଇଡ଼ର ଖେଳ: ସେବେ ୫୦୦; ଏବେ ୧୦୦୦ October 14, 2025 Nirvay ଏବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ପଇଡ଼ ପିଉଥିବା ଭିଡିଓଟି ବେଶ ଭାଇରାଲ ହେଉଛି । ସେ ପଇଡ଼ ପିଇବା ପରେ ଦୋକାନୀଙ୍କୁ ୧୦୦୦ ଟଙ୍କା ଦେଇଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ଶ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ୧୬ରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 14, 2025 Papirani ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏ ନେଇ…
ତାଜା ଖବର ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ବିଜେଡି ପ୍ରାର୍ଥୀ ହୋଇପାରନ୍ତି ମନୋଜ ମିଶ୍ର October 14, 2025 Papirani ନୂଆପଡ଼ା ଉପ ନିର୍ବାଚନ ପାଇଁ ସରଗରମ ରାଜନୀତି । ଭାଜପାର ପ୍ରାର୍ଥୀ ଜୟ ହେବା ନେଇ ଏକପ୍ରକାର ନିଶ୍ଚତ ହେବା ପରେ ବିଜେଡିରୁ କିଏ ହେବେ ପ୍ରାର୍ଥୀ ତାହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ମନୋଜ ମିଶ୍ର ପ୍ରାର୍ଥୀ ହୋଇପାରନ୍ତି ବୋଲି…
ରାଜନୀତି ରାଜ୍ୟ ନୂଆପଡ଼ାରେ କଂଗ୍ରେସ ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର; ବିଜେଡିରେ ହାହାକାର October 13, 2025 Nirvay ନୂଆପଡ଼ା ଉପନିର୍ବାଚନ ପାଇଁ ସରଗରମ ହେଲାଣି ପ୍ରଚାର ମଇଦାନ । ନୂଆପଡ଼ା ଆଦିବାସୀ ଅଞ୍ଚଳ ହୋଇଥିବାବେଳେ ଭୋଟ୍ ହାତେଇବାକୁ ଆଦିବାସୀ କାର୍ଡ ଖେଳିଛି କଂଗ୍ରେସ । କଂଗ୍ରେସ ନୂଆପଡ଼ା ଜିଲ୍ଲା ସଭାପତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ଆଦିବାସୀ ଭୋଟ୍ ହାତେଇବାକୁ…
ଦେଶ ରାଜନୀତି ରାଜ୍ୟ ନାରୀ ହୋଇ ବି ମମତା ହୀନ ମମତା October 13, 2025 Nirvay ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲ୍ଲା ଦୁର୍ଗାପୁରସ୍ଥିତ ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିବା ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ଏମ୍ବିବିଏସ୍ ଦ୍ଵିତୀୟ ବର୍ଷର ଛାତ୍ରୀ ଗଣଧର୍ଷଣର ଶିକାର ହୋଇଛନ୍ତି । ହେଲେ ଆଶ୍ଚର୍ଯ୍ୟଜନକ କଥା ହେଉଛି ଓଡ଼ିଆ ଛାତ୍ରୀଙ୍କୁ ଗଣଧର୍ଷଣ ପରେ ବି ପଶ୍ଚିମବଙ୍ଗ…
ତାଜା ଖବର ରାଜନୀତି ରାଜ୍ୟ ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇ ବିକ୍ରେତାଙ୍କ ସହ ସୁଖଦୁଃଖ ହେଲେ ମୁଖ୍ୟମନ୍ତ୍ରୀ October 13, 2025 Papirani ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବିକ୍ରେତା ଶ୍ରୀଧର…
ତାଜା ଖବର ରାଜନୀତି ରାଜ୍ୟ ଜନ୍ମଦିନରେ ପଦଯାତ୍ରା କରିବେ ନବୀନ ପଟ୍ଟନାୟକ October 13, 2025 Papirani ଜନ୍ମଦିନରେ ପଦଯାତ୍ରା କରିବେ ନବୀନ ପଟ୍ଟନାୟକ । ଅକ୍ଟୋବର ୧୬ ନିଜ ଜନ୍ମଦିନରେ ପଦଯାତ୍ରାକୁ ଓହ୍ଲାଇବେ ନବୀନ । ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଜିଲ୍ଲା ବିଜେଡି ସଭାପତି ଅଶୋକ ପଣ୍ଡା । ସେ କହିଛନ୍ତି ନବୀନ ପଟ୍ଟନାୟକ ଗଙ୍ଗନଗର…
ତାଜା ଖବର ଦେଶ ରାଜନୀତି ତାମିଲନାଡୁ କରୁର ଦଳାଚକଟା ଘଟଣା: ତଦନ୍ତ କରିବ CBI October 13, 2025 Papirani ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ ସିବିଆଇ । ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାପରେ ଅଭିନେତା ତଥା ନେତା ବିଜୟଙ୍କ ଅଡ଼ୁଆ ବଢିଛି। ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅଜୟ ରସ୍ତୋଗିଙ୍କ…