Category: ରାଜନୀତି

Nuapada NAC Chairman Joins BJP: ବିଜେପିରେ ଯୋଗ ଦେଲେ ନୂଆପଡ଼ା ଏନ୍ ଏ ସି ଅଧ୍ୟକ୍ଷ ଆଦମ ଖାଁ

ନୂଆପଡ଼ା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗଦାନ କରିଛନ୍ତି। ବିଜେପି ଦଳୀୟ କାର୍ଯ୍ୟାଳୟ ଲରେ ମିଶ୍ରଣ ପର୍ବ ରେ ଯୋଗଦାନ କରିଥିଲେ। ବିଜେପିର ସେବା ସୁଶାସନ ଏବଂ ବିକଶିତ…

Illegal Encroachment: ଉଚ୍ଛେଦ ହେଲା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବେଆଇନ ଫାର୍ମ ହାଉସ

ପୂର୍ବତନ ବିଜେଡ଼ି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବେଆଇନ ଫାର୍ମ ହାଉସ ଉପରେ ହୋଇଛି ବୁଲ୍‌ଡୋଜର ଆକ୍ସନ । ବେଆଇନ ସରକାରୀ ଜମି ଜବରଦଖଲ ଅଭିଯୋଗରେ ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସହ ଜଡିତ ଥିବା ଏକ ଫାର୍ମହାଉସକୁ ଯାଜପୁର ପ୍ରଶାସନ…

Naveen Patnaik targets BJP Govt: ବିଜେଡି ଚାଷୀ ସମାବେଶରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବୋଧନ

ବିଜେଡିର ବିଶାଳ ଚାଷୀ ସମାବେଶରେ ଗର୍ଜିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଚାଷୀ ସମାବେଶରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବୋଧନ ଦେଇ କହିଛନ୍ତି ଖୁବ ଶୀଘ୍ର ଏ ସରକାର ଦୁଇ ବର୍ଷ ପୂରଣ କରିବ। ଏ ସରକାର…

BJD Protest In BBSR: ଚାଷୀ ସମସ୍ୟା ନେଇ ରାଜଧାନୀ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି

ରାଜଧାନୀର ଲୋୟର ପିଏମଜିରେ ବିଜେଡିର ବିକ୍ଷୋଭ । ଚାଷୀ ସମସ୍ୟା, ମହିଳାଙ୍କ ହକ୍, ଆଇନ ଶୃଙ୍ଖଳା ଭଳି ସଂଗୀନ ସମସ୍ୟା ନେଇ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି। ଚାଷୀ, ଆଇନ ଶୃଙ୍ଖଳା ବିପର୍ଯ୍ୟୟ ଭଳି ସଙ୍ଗୀନ ସମସ୍ୟାକୁ ସରକାର ଅଣଦେଖା କରୁଥିବା ଯୋଗୁଁ…

Rajya Sabha Elections: ରାଜ୍ୟସଭା ପ୍ରାର୍ଥୀ ନେଇ ବିଜେପି କୋର କମିଟିରେ ଆଲୋଚନା

ଭାରତୀୟ ଜନତା ପାର୍ଟିର ଓଡ଼ିଶା ଶାଖା ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଉପରେ କୋର କମିଟିରେ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଏନେଇ ସାମଲ କହିଛନ୍ତି ଯେ ଦଳର…

Misrana Parba At BJP State Office: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କୋରାପୁଟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୁନାବେଢ଼ା ପୌରପାଳିକାର ଅଧ୍ୟକ୍ଷ ଡ. ରାଜେନ୍ଦ୍ର କୁମାର ପାତ୍ର ବିଜେଡି ଛାଡ଼ି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସୁନାବେଡା…

BJD To Hold Massive Rally In BBSR: ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଆସନ୍ତାକାଲି ବିଜେଡିର ବିଶାଳ ବିକ୍ଷୋଭ

ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡିଛି ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡିଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିବା ସହିତ ଆସନ୍ତାକାଲି ବିଜୁ ଜନତା ଦଳ ତରଫରୁ ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମ୍ଜି ଠାରେ…

Odisha BJP Core Committee Meeting: ଗୁରୁତ୍ୱପୂର୍ଣ୍ଣ ବୈଠକରେ ସବୁ ତୁଙ୍ଗ ନେତା; ନିଗମ ଅଡୁଆ ଖୋଲିବ କି ?

ଭାରତୀୟ ଜନତା ପାର୍ଟିର ପ୍ରାୟ ସବୁ ଶୀର୍ଷ ନେତାଙ୍କର ବୈଠକକୁ ନେଇ ଦଳ ଭିତରେ ଏବଂ ବାହାରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ବୈଠକର ଅଧ୍ଯକ୍ଷତା କରିଥିଲେ ରାଜ୍ୟ ସଭାପତି ମନମୋହନ ସାମଲ। ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Mukul Roy Passes Away: ପୂର୍ବତନ ରେଳମନ୍ତ୍ରୀ ମୁକୁଲ ରାୟଙ୍କ ପରଲୋକ

ପୂର୍ବତନ ରେଳମନ୍ତ୍ରୀ ମୁକୁଲ ରାୟଙ୍କ ପରଲୋକ । କୋଲକାତାର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମଧ୍ୟ ରାତି ପ୍ରାୟ ୧ଟା ୩୦ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା ।…

BJD Targets Odisha Govt: ରାଜନଗର ନାବାଳିକା ଗଣଦୁଷ୍କର୍ମ ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ, ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିଯିବା ସହିତ ମହିଳା ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ପରିସ୍ଥିତିରେ ସୁଧାର ଆସିବା ପରିବର୍ତ୍ତେ ଦିନକୁ…