ରାଜନୀତି ରାଜ୍ୟ ୨ ଦିନ ହେବ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପଦଯାତ୍ରା; ନୂଆପଡ଼ା ନିର୍ବାଚନ ପରେ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା September 30, 2025 Nirvay ନୂଆପଡ଼ା ଉପ ନିର୍ବାଚନ ପାଇଁ ପଦଯାତ୍ରା ସମୟ ବଦଳାଈଛି କଂଗ୍ରେସ । ଗାନ୍ଧି ଜୟନ୍ତୀରୁ ଅକ୍ଟୋବର ୨ ଓ ୩ ତାରିଖ ମାତ୍ର ଦୁଇଦିନ ହେବ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା । ମାଲକାନଗିରି ମୋଟୁ ଅଞ୍ଚଳରୁ ପଦଯାତ୍ରା ଆରମ୍ଭ ହେବ…
ତାଜା ଖବର ଦେଶ ରାଜନୀତି ବିହାର ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର୍ ତାଲିକା ପ୍ରକାଶ September 30, 2025 Papirani ପ୍ରକାଶ ପାଇଲା ବିହାର ବିଧାନସଭା ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର୍ ତାଲିକା । ଭୋଟର୍ ତାଲିକା ପ୍ରକାଶ କଲେ ବିହାର ମୁଖ୍ୟ ନିର୍ବାଚନ ଅଧିକାରୀ । ନିର୍ବାଚନ ଆୟୋଗଙ୍କ ୱେବସାଇଟରେ ଭୋଟର ତାଲିକା ଉପଲବ୍ଧ ହୋଇଛି । ଲୋକମାନେ voters.eci.gov.in ଲିଙ୍କ୍…
ତାଜା ଖବର ଦେଶ ରାଜନୀତି ତାମିଲନାଡ଼ୁ ଦଳାଚକଟା ଘଟଣା: ମୁହଁ ଖୋଲିଲେ TVK ମୁଖ୍ୟ ବିଜୟ September 30, 2025 Papirani ତାମିଲନାଡୁର କରୁରରେ ଅଭିନେତା ତଥା ରାଜନେତା ବିଜୟଙ୍କ ରାଲିରେ ଦଳାଚକଟା ଘଟଣାରେ ଆଜି ମୁହଁ ଖୋଲିଛନ୍ତି ବିଜୟ । ସେ ଏକ ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ମୁଁ ମୋ ଜୀବନରେ ଏପରି ଦୁଃଖଦାୟକ ପରିସ୍ଥିତିର ସାମ୍ନା କେବେ କରିନାହିଁ…
ତାଜା ଖବର ଦେଶ ରାଜନୀତି ଦିଲ୍ଲୀ ବିଜେପିର ପ୍ରଥମ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ମାଲହୋତ୍ରାଙ୍କ ଦେହାନ୍ତ September 30, 2025 Papirani ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଏବଂ ଦିଲ୍ଲୀ ବିଜେପିର ପ୍ରଥମ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ମାଲହୋତ୍ରାଙ୍କ ମଙ୍ଗଳବାର ଦିନ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ଧରି ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିଲେ, ଯେଉଁଠାରେ ସେ ଆଜି…
ତାଜା ଖବର ରାଜନୀତି ରାଜ୍ୟ କଂଗ୍ରେସର କ୍ରମବର୍ଦ୍ଧିଷ୍ଣୁ ଗ୍ରହଣୀୟତାରେ ମୋଦୀ ଭୟଭୀତ: ଭକ୍ତ ଚରଣ ଦାସ September 28, 2025 Papirani କଂଗ୍ରେସ କ୍ଷମତାକୁ ଆସିଲେ ଲୁଟ ହେବ ବୋଲି ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ କଡା ଭାଷାରେ ସମାଲୋଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ଏହି ଅବସରରେ ଆଜି ଏକ ପ୍ରେସବାର୍ତ୍ତାରେ ଭକ୍ତ ଚରଣ ଦାସ କହିଛନ୍ତି, ଓଡ଼ିଶାରେ କଂଗ୍ରେସର ଲୋକପ୍ରିୟତା ଦେଖି…
ତାଜା ଖବର ରାଜନୀତି ରାଜ୍ୟ ତ୍ବରାନ୍ବିତ ହେବ ‘ଭୋଟ୍ ଚୋର, ଗାଦି ଛାଡ’ ଦସ୍ତଖତ ଅଭିଯାନ: ଅରବିନ୍ଦ ଦାସ September 28, 2025 Papirani ସଂଗଠନ ସୃଜନ ଅଭିଯାନ ମାଧ୍ୟମରେ ଓଡିଶା ପ୍ରଦେଶ କଂଗ୍ରେସର ସମସ୍ତ ୩୫ ସାଂଗଠନିକ ଜିଲ୍ଲାର ସଭାପତିମାନଙ୍କ ନାମ ଘୋଷଣା କରାଯାଇଛି। ତେଣୁ ରାଜ୍ୟରେ ଗତ ୧୭ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ‘ଭୋଟ୍ ଚୋର, ଗାଦି ଛାଡ’ ଦସ୍ତଖତ ଅଭିଯାନ ତ୍ବରାନ୍ବିତ ହେବ…
ତାଜା ଖବର ରାଜନୀତି ରାଜ୍ୟ ଗୋପବନ୍ଧୁ ଜୟନ୍ତୀରୁ ମାସେ ପର୍ଯ୍ୟନ୍ତ ବିଜେଡି କରିବ ପଦଯାତ୍ରା September 28, 2025 Papirani ଅକ୍ଟୋବର ୯ ଗୋପବନ୍ଧୁ ଜୟନ୍ତୀରୁ ନଭେମ୍ବର ୯ ଯାଏଁ ପଦଯାତ୍ରା କରିବ ବିଜେଡି। ମାସେ ଧରି ଚାଲିବ ଏହି ଅଭିଯାନ । ଏ ନେଇ ଆଜି ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ଉପସଭାପତି ଦେବୀ ମିଶ୍ର ଓ ବରିଷ୍ଠ ଉପସଭାପତି ପ୍ରମିଳା…
ତାଜା ଖବର ଦେଶ ରାଜନୀତି ରାଜନେତା ବିଜୟଙ୍କ ରାଲିରେ ଦଳାଚକଟା; ୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା September 28, 2025 Papirani ତାମିଲନାଡ଼ୁର କରୁରରେ ଅଭିନେତା ତଥା ରାଜନେତା ବିଜୟଙ୍କ ରାଲିରେ ଦଳାଚକଟା । କରୁରରେ ହୋଇଥିବା ଦଳାଚକଟାରେ ମୃତକଙ୍କ ସଂଖ୍ୟା ବଢି ୩୯ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଛୋଟ ପିଲା ଓ ମହିଳା ମଧ୍ୟ ସାମିଲ୍ ଅଛନ୍ତି। ଏହା ସହ ୫୦ ରୁ…
ତାଜା ଖବର ରାଜନୀତି ରାଜ୍ୟ ବିଜେଡିରୁ ନିଲମ୍ବିତ ଶ୍ରୀମୟୀ ମିଶ୍ରଙ୍କ ‘ନେପୋଟିଜମ୍’ ନିଶାନା September 28, 2025 Papirani ବିଜେଡିରୁ ନିଲମ୍ବିତ ଶ୍ରୀମୟୀ ମିଶ୍ରଙ୍କ ‘ନେପୋଟିଜମ୍’ ନିଶାନା । ପୁଣି ସୋସିଆଲ ମିଡ଼ିଆରେ ନିଶାନା କଲେ ଶ୍ରୀମୟୀ ମିଶ୍ର ।ରାଜନେତାଙ୍କ ନାଁ ନ ନେଇଥିଲେ ବି ଅଣଦେଖା ନେଇ ରୋଷ ବଖାଣିଲେ ଶ୍ରୀମୟୀ ମିଶ୍ର । ସେ କହିଛନ୍ତି ଯାହା ଯୋଗ୍ୟତା…
ରାଜନୀତି ରାଜ୍ୟ ୩୫ ସାଙ୍ଗଠନିକ ଜିଲ୍ଲା ସଭାପତି ନାମ ଘୋଷଣା କଲା କଂଗ୍ରେସ September 26, 2025 Nirvay ଭାରତୀୟ ଜାତୀୟ କଂଗ୍ରେସ ଓଡ଼ିଶାର ସମସ୍ତ ୩୫ ଟି ସାଙ୍ଗଠନିକ ଜିଲ୍ଲା ପାଇଁ ଜିଲ୍ଲା କଂଗ୍ରେସ ସଭାପତି ଘୋଷଣା କରିଛି । ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତିଙ୍କ ଅନୁମୋଦନ ପରେ ନୂଆ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦିଆଯାଇଛି । ଆଗକୁ…