ତାଜା ଖବର ରାଜନୀତି ରାଜ୍ୟ ନାରୀ ସମାଜର ସମ୍ମାନ ରକ୍ଷା ପାଇଁ ଲଢ଼େଇ ଜାରି ରହିବ: ବିଜେଡି July 4, 2025 Papirani ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ ଯେଭଳି ବିଜେଡିର ମୁଖପାତ୍ର ତଥା ବାଲେଶ୍ଵର ସାଂସଦ ପ୍ରାର୍ଥୀ ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଗଣମାଧ୍ୟମ ସମ୍ମୁଖରେ ବ୍ୟକ୍ତିଗତ ଆକ୍ଷେପ କରି ତାଙ୍କ ଚରିତ୍ର ଉପରେ ଅରୁଚିକର ଟିପ୍ପଣୀ ଦେଇଥିଲେ, ଯାହା ଓଡ଼ିଶାର ସମସ୍ତ ନାରୀ ସମାଜ…
ତାଜା ଖବର ରାଜନୀତି ରାଜ୍ୟ ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ୬ରେ ପ୍ରକାଶ ପାଇବ ବିଜ୍ଞପ୍ତି July 4, 2025 Papirani ଦୀର୍ଘଦିନ ଧରି ଲାଗି ରହିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି ।ଖୁବ୍ ଶୀଘ୍ର ରାଜ୍ୟ ଭାରତୀୟ ଜନତା ପାର୍ଟୀକୁ ମିଳିବ ନୂତନ ମଙ୍ଗୁଆଳ । ଏଥିପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ ହୋଇଛି । ଜୁଲାଇ ମାସ ୮ ତାରିଖରେ ରାଜ୍ୟ ବିଜେପି…
ତାଜା ଖବର ରାଜନୀତି ରାଜ୍ୟ ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ July 3, 2025 Nirvay ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ଗିରଫ ହୋଇଛନ୍ତି । ଆଜି DCP ଅଫିସରେ ପହଞ୍ଚି ବିଜେପି ନେତା ଜଗନ୍ନାଥ ପ୍ରଧାନ ଆତ୍ମସମର୍ପଣ କରିଥିବା କୁହାଯାଉଛି ।…
ରାଜନୀତି ରାଜ୍ୟ ଜଗନ୍ନାଥ ପ୍ରଧାନଙ୍କୁ ନେଇ ସସ୍ପେନ୍ସ ଜାରି July 3, 2025 Nirvay ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ହେବା ଏବଂ ଦଳରୁ ବହିସ୍କୃତ ହେବା ନେଇ ସସପେନ୍ସ ଲାଗି ରହିଛି । ଜଗନ୍ନାଥ ବୁଧବାର ବିଜେପି ରାଜ୍ୟ ମୁଖ୍ୟାଳୟରେ ପହଞ୍ଚି ପାର୍ଟିର…
ତାଜା ଖବର ରାଜନୀତି ରାଜ୍ୟ ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣା; ବିଧାୟକ ସନ୍ତୋଷ ଖଟୁଆଙ୍କୁ ଘଣ୍ଟ ଘୋଡାଉଛନ୍ତି ସରକାର: ବିଜେଡି July 2, 2025 Papirani ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ ଘଟଣାରେ ବିଜେପିର ନୀଳଗିରି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆଙ୍କ ସମ୍ପୃକ୍ତି…
ତାଜା ଖବର ରାଜନୀତି ରାଜ୍ୟ ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ: ଭକ୍ତ ଦାସ July 2, 2025 Papirani ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ। ଏ ନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ କହିଛନ୍ତି ନାଁ ରହିଛି ‘ସଂଗଠନ ସୂର୍ୟନ । ରାଜ୍ୟ ବାହାରୁ ପର୍ଯ୍ୟଟକ, ପିସିସି ସଭାପତି,…
ରାଜନୀତି ରାଜ୍ୟ ଜୁଲାଇ ୧୧ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍ଗେ July 1, 2025 Nirvay ଆସନ୍ତା ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ । ଏନେଇ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଜି ସୂଚନା ଦେଇଛନ୍ତି । ପୂର୍ବରୁ ଜୁଲାଇ…
ତାଜା ଖବର ରାଜନୀତି ରାଜ୍ୟ ବିଏମସି ଘଟଣା; ସଂପୃକ୍ତ ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିରୁ ନିଲମ୍ବନ July 1, 2025 Papirani ଗତ କାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କଲେ ରାଜ୍ୟ ସଭାପତି ମନମୋହନ ସାମଲ । ସେମାନେ ହେଲେ କର୍ପୋରେଟର ଅପରୂପ…
ତାଜା ଖବର ରାଜନୀତି ରାଜ୍ୟ ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣା; ତୀବ୍ର ନିନ୍ଦା କଲେ ନବୀନ ଓ କଂଗ୍ରେସ June 30, 2025 Papirani ଜନ ଶୁଣାଣି ଚାଲିଥିବା ବେଳେ ଅଫିସ ଭିତରେ ପଶି ଭୁବନେଶ୍ବର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାକୁ ନିନ୍ଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ନିଜ ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ…
ରାଜନୀତି ରାଜ୍ୟ ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ June 30, 2025 Nirvay ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…