ତାଜା ଖବର ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ; ୪ରୁ ୫ ଦିନ ପରେ ହେବେ ଡିସଚାର୍ଜ June 22, 2025 Papirani ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି । ମୁମ୍ବାଇର କୋକିଳା ବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କର ସର୍ଭାଇକଲ ଆର୍ଥରାଇଟିସର ଅସ୍ତ୍ରୋପଚାର କରାଯାଇଛି । ଆଗାମୀ ଦୁଇ ଦିନ ପାଇଁ ଡାକ୍ତରଙ୍କ ନିରୀକ୍ଷଣରେ…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି June 20, 2025 Papirani ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେପିର ବର୍ଷେ ପୂର୍ତ୍ତି ଅବସରରେ ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ। ମୋଦିଙ୍କ ଗସ୍ତ ପାଇଁ ରାଜଧାନୀ ପାଲଟିଛି ଲୋକାରଣ୍ୟ। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ…
ତାଜା ଖବର ରାଜନୀତି ରାଜ୍ୟ ମୋଦୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସର ବିରୋଧ June 20, 2025 Papirani ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀଙ୍କ ଓଡ଼ିଶା ଗସ୍ତକୁ ବିରୋଧ କରିଛି କଂଗ୍ରେସ । ବର୍ଷ ଏକ ପ୍ରତାରଣା ଅନେକ ନାରା ଦେଇ ପ୍ରତିବାଦ କରିଛନ୍ତି କଂଗ୍ରେସ ନେତା । ଆଜି ପିସିସି ସଭାପତି ଭକ୍ତ ଚରଣ…
ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଦିଲ୍ଲୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ June 19, 2025 Nirvay ଗୋପାଳପୁର ଗଣଦୁଷ୍କର୍ମ ଘଟଣା ପରେ, ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଏବଂ ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ମହିଳା ନେତ୍ରୀ ଓ ବିଧାୟିକା । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ…
ତାଜା ଖବର ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିରେ ଦଳର ଦାୟିତ୍ବ ତୁଲାଇବେ ଦେବୀ ମିଶ୍ର June 19, 2025 Papirani ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିରେ ଦଳର ଦାୟିତ୍ବ ତୁଲାଇବେ ବରିଷ୍ଠ ଉପ ସଭାପତି ଦେବୀ ମିଶ୍ର। ସର୍ଭିକାଲ୍ ଆଥ୍ରାଇଟିସ୍ ସମସ୍ୟାରେ ପୀଡ଼ିତ ହୋଇଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ଚିକିତ୍ସା ପାଇଁ ଯିବେ ମୁମ୍ବାଇ। ଏହି ସମୟରେ ଦଳର ଦାୟିତ୍ବ ଦଳର ବରିଷ୍ଠ…
ଦେଶ ରାଜନୀତି ରାଜ୍ୟ ଗୋପାଳପୁର ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେପିକୁ ଘେରିଲେ ପ୍ରିୟଙ୍କା ଗାନ୍ଧୀ June 19, 2025 Nirvay ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଘଟଣା ରାଜ୍ୟରୁ ଯାଇ ଦିଲ୍ଲୀରେ ପହଞ୍ଚିଲାଣି । ଏହି ଘଟଣାରେ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଟ୍ୱିଟ କରି ରାଜ୍ୟ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ।…
ରାଜନୀତି ରାଜ୍ୟ ପୁରୀରେ ବିଜେଡିର ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ June 18, 2025 Nirvay ପୁରୀ ଠାରେ ଆୟୋଜିତ ଏକ ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ବିଜୁ ଜନତା ଦଳର ଯୁବ ଛାତ୍ର ନେତୃମଣ୍ଡଳୀ ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷର ବିଫଳତାକୁ ନେଇ ବର୍ଷିଛନ୍ତି । ସରକାରଙ୍କ ଲମ୍ୱା ବିଫଳତା…
ତାଜା ଖବର ରାଜନୀତି ରାଜ୍ୟ ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ June 18, 2025 Papirani ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ୨୨ରେ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ ।ଏନେଇ ଆଜି ନିଜ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକ।…
ତାଜା ଖବର ରାଜନୀତି ରାଜ୍ୟ ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ ନବୀନ June 17, 2025 Papirani ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉଦ୍ବେଗ ପ୍ରକାଶ କରିଛନ୍ତି ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଉଦବେଗ ପ୍ରକାଶ କରି ନବୀନ କହିଛନ୍ତି ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ…
ତାଜା ଖବର ରାଜନୀତି ରାଜ୍ୟ ବଲାଙ୍ଗିରର ଜରୁରୀ ବିକାଶ ଦାବି ସହ ପ୍ରୋଟୋକଲ ଲ୍ୟାପ୍ସ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ କଳିକେଶ ନାରାୟଣ June 17, 2025 Papirani ଆଜି ବଲାଙ୍ଗୀର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଲାଙ୍ଗିରରେ ହେବାକୁଥିବା ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେବେ । କିନ୍ତୁ ଏହା ପୂର୍ବରୁ ବରିଷ୍ଠ ବିଜେଡି ନେତା ତଥା ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହ ଦେଓ ମୁଖ୍ୟମନ୍ତ୍ରୀ…