ତାଜା ଖବର ରାଜନୀତି ରାଜ୍ୟ Mohammed Moquim Expelled From Congress: ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ December 15, 2025 Nirvay କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଛି । ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି ମୋକିମ୍ । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଚିଠି ଜରିଆରେ ସୂଚନା ଦେଇଛନ୍ତି । ଦଳ ବିରୋଧୀ…
ତାଜା ଖବର ଦେଶ ରାଜନୀତି Congress Vote Chori Rally: ଆମେ ଶାସନକୁ ଆସିଲେ, ତ୍ରୁଟିପୂର୍ଣ୍ଣ ଆଇନକୁ ବଦଳାଇବୁ; ଜ୍ଞାନେଶ, ସାନ୍ଧୁ ଓ ଯୋଶୀଙ୍କ ବାନ୍ଧିବୁ: କଂଗ୍ରେସ December 14, 2025 Papirani କେନ୍ଦ୍ରରେ ବିଜେପି ସରକାର ଆସିବା ଦିନଠାରୁ ସାମ୍ବିଧାନିକ ବିଧିବ୍ୟବସ୍ଥା ପ୍ରତି ବିପଦ ଦେଖାଦେଇଛି। ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକୁ ଦଳିମକଚି ନଷ୍ଟ କରିବାକୁ ଉଦ୍ୟମ କରାଯିବା ଦ୍ବାରା ସ୍ବାଧୀନତା ସଂଗ୍ରାମୀମାନଙ୍କ କଷ୍ଟଲବ୍ଧ ସ୍ବାଧୀନତା ମଧ୍ୟ ବିପଦାପନ୍ନ ହୋଇଛି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧି…
ତାଜା ଖବର ରାଜନୀତି ରାଜ୍ୟ Naveen Forfeits Hiked Salary: ବିଧାୟକ, ମନ୍ତ୍ରୀଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ବର୍ଦ୍ଧିତ ଦରମାକୁ ଗରିବଙ୍କ ପାଇଁ ଦାନ କରିବେ ନବୀନ ପଟ୍ଟନାୟକ December 13, 2025 Papirani ବିଧାୟକ, ମନ୍ତ୍ରୀଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ଦ୍ଧିତ ଦରମାକୁ ଗରିବଙ୍କ ପାଇଁ ଦାନ କରିବେ । ଚିଠି ଲେଖି ଘୋଷଣା କଲେ ନବୀନ । ଗରିବ ଲୋକଙ୍କ ବିକାଶ…
ତାଜା ଖବର ରାଜନୀତି ରାଜ୍ୟ BJD Questions CM: ଦିଲ୍ଲୀରେ ରହିବ କି ଓଡ଼ିଶା ଶାସନର ଡୋରୀ: ବିଜେଡି December 13, 2025 Papirani ସ୍ୱତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ମାଝୀ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଦିଲ୍ଲୀରେ ଆରାମଦାୟକ ଭିଆଇପି ବଙ୍ଗଳା ନେବାର ଯଥାର୍ଥତାକୁ ପ୍ରଶ୍ନ କରିଛି ବିଜୁ ଜନତା ଦଳ । ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ବ୍ୟୟରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ…
ତାଜା ଖବର ମନୋରଞ୍ଜନ ରାଜନୀତି Congress Target Odisha CM: ଆଦିବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୁମ୍ଭୀର କାନ୍ଦଣା: କଂଗ୍ରେସ December 13, 2025 Papirani ଆଦିବାସୀଙ୍କ ଜଙ୍ଗଲ ଜମି ଅଧିକାରକୁ ନେଇ କଂଗ୍ରେସ ଭବନଠାରେ ଏକ ଗୁରୁତ୍ୱପୂର୍ଣ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ସୁଧାଂଶୁ ଦେଓ କହିଛନ୍ତି, ଜଙ୍ଗଲ ଅଧିକାର ସ୍ୱୀକୃତି ଆଇନ ଡିସେମ୍ବର ୧୩ ପାର୍ଲିଆମେଣ୍ଟରେ…
ତାଜା ଖବର ରାଜନୀତି ରାଜ୍ୟ BJD Odisha: ନୀଳଗିରିର ବିଧାୟକଙ୍କ ଦ୍ୱାରା ଲେଖାଶ୍ରୀଙ୍କ ବିରୋଧରେ ଅଶୋଭନୀୟ ମନ୍ତବ୍ୟକୁ ନେଇ ରାଜ୍ୟପାଳଙ୍କୁ ଭେଟିଲେ ବିଜେଡି ଟିମ୍ December 12, 2025 Papirani ଦିନକୁ ଦିନ ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ରାଜ୍ୟରେ ମହିଳାଙ୍କ ସୁରକ୍ଷା ବିପନ୍ନ ହୋଇଛି ବିଜେପି ଶାସନ କ୍ଷମତା ଆସିବା ପରଠାରୁ ବଢ଼ିଛି ନିର୍ଯାତନା। ହେଲେ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ରାଜ୍ୟରେ ମହିଳାଙ୍କ ଉପରେ ବଢୁଥିବା ଅତ୍ୟାଚାର ସମ୍ପର୍କରେ ଆଜି…
ତାଜା ଖବର ଦେଶ ରାଜନୀତି Shivraj Patil Passes Away: ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ପରଲୋକ December 12, 2025 Papirani ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲ ଚାକୁରକରଙ୍କର ଶୁକ୍ରବାର ଲାଟୁରରେ ପରଲୋକ ହୋଇଛି। ଆଜି ୯୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନର ଅସୁସ୍ଥତା ହେତୁ ଆଜି ସକାଳ ପ୍ରାୟ ୬.୩୦…
ତାଜା ଖବର ରାଜନୀତି ରାଜ୍ୟ BJD Fact Finding Team: ମାଲକାନଗିରି ଯିବ ବିଜେଡି; ୭ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଗଠନ December 11, 2025 Papirani ମାଲକାନଗିରି ମୁଣ୍ଡ ବିହୀନ ଶବ ଉଦ୍ଧାର ଘଟଣା। ମାଲକାନଗିରି ଯିବ ବିଜେଡିର ୭ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ। ବିଜେଡି ଆଜି ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମାଲକାନଗିରି ଜିଲ୍ଲା ପରିଦର୍ଶନ ପାଇଁ ଏକ ତଥ୍ୟ ଅନୁସନ୍ଧାନକାରୀ ଦଳ ଗଠନ…
ତାଜା ଖବର ରାଜନୀତି ରାଜ୍ୟ BJP Leaders Meet in Odisha: ଆଗାମୀ ଦିନର ରୋଡ ମ୍ୟାପ ପ୍ରସ୍ତୁତ କଲା ବିଜେପି; ସଂଗଠନକୁ ଆହୁରି ମଜ୍ଭୁତ କରିବାକୁ ଗୁରୁତ୍ୱ December 10, 2025 Papirani ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିକଶିତ ଭାରତ ଓ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ ଭାରତୀୟ ଜନତା ପାର୍ଟି ପ୍ରତିଶ୍ରୁତିବଦ୍ଧ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ ସାଧାରଣ ଲୋକଙ୍କ ପାଖରେ ପହଂଚାଇବା ସହ ଜନକଲ୍ୟାଣକାରୀ…
ତାଜା ଖବର ରାଜନୀତି ରାଜ୍ୟ Odisha Congress: ଖଡ଼ଗେଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ମୋକିମ; ରାହୁଲଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ December 10, 2025 Papirani ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ନିଜ ଦଳର ନେତା । ଭକ୍ତ ଦାସ ନିଜ ଦଳ ନୁହେଁ ବରଂ ଅନ୍ୟ ଦଳ ପାଇଁ କାର୍ଯ୍ୟ କରୁଛନ୍ତି । ରାଜ୍ୟରେ ଶାସକ ଦଳକୁ ସୁହାଇଲା ଭଳି…