Category: ରାଜନୀତି

ରାଜ୍ୟର ୧୦୮ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ, ଡବଲ ଇଂଜିନ ଏବେ ଡବଲ ବିନାଶ: ବିଜେଡି

ରାଜ୍ୟରେ ସାସ୍ଥ୍ୟ ସେବା ଉଦ‌ବେଗ୍‌ଜନକ ସ୍ଥିତିରେ ଥିବା ବେଳେ ଆମ୍ବୁଲାନ୍ସ ସେବାର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଦୁଃଖ ଓ ପରିତାପର ବିଷୟ ଯେ, ଆମ୍ବୁଲାନ୍ସ ଭଳି ଏକ ଜରୁରୀ କାଳୀନ ସେବା…

ବିବାହ ବନ୍ଧନରେ ବାନ୍ଧି ହେଲେ ପିନାକୀ ମିଶ୍ର ଓ ମହୁଆ ମୋଇତ୍ରା

ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବିଜେଡିର ପୂର୍ବତନ ସାଂସଦ ପିନାକୀ ମିଶ୍ର ଓ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରା । ଜାତୀୟ ଗଣମାଧ୍ୟମ ଦ ଟେଲିଗ୍ରାଫରେ ଏନେଇ ଖବର ପ୍ରକାଶ ପାଇଛି । ଦୁଇ ଜଣଙ୍କ ମଧ୍ୟରେ ପୂର୍ବରୁ ବନ୍ଧୁତା…

ଭୁଲ ଇଞ୍ଜେକସନରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବାକୁ ଦାବି କଲା କଂଗ୍ରେସ

କୋରାପୁଟ ଜିଲ୍ଲାର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସ କହିଛି ସରକାର ହତ୍ୟା କରିଛନ୍ତି। ଏଥିପାଇଁ ସରକାର ଦାୟୀ। ତେଣୁ…

ବିଜେଡିରୁ ବିଦା ହେଲେ ବିଭୁ ପ୍ରସାଦ

ବିଜେଡିରୁ ବିଦା ହେଲେ ପୂର୍ବତନ ବ୍ଲକ୍‌ ସଭାପତି ବିଭୁ ପ୍ରସାଦ ଦେହୁରୀ । ଢେଙ୍କାନାଳ ସଦର ବ୍ଲକ ପୂର୍ବତନ ବିଜେଡ଼ି ସଭାପତି ବିଭୁ ପ୍ରସାଦ ଦେହୁରୀଙ୍କ ସଭାପତି ଦଳରୁ ନିଲମ୍ବନ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ…

ଏଥର ପଶ୍ଚିମବଙ୍ଗରେ ବିଜେପି ସରକାର: ଅମିତ ଶାହା 

ଆଜି ଦୁଇ ଦିନିଆ ଗସ୍ତରେ ପଶ୍ଚିମବଙ୍ଗ ଗସ୍ତରେ ମମତାଙ୍କ ଉପରେ ବର୍ଷିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ସେ କହିଛନ୍ତି ୨୦୨୬ ପରେ ମମତା ଆଉ ବେଙ୍ଗଲର ମୁଖ୍ୟମନ୍ତ୍ରୀ ରହିପାରିବେ ନାହିଁ । ମା’ ମାଟି ମାନୁଷ”ର ନାରା ଦେଇ…

ବିଜେଡ଼ିରେ ମିଶିଲେ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ଦଳର ନେତୃବୃନ୍ଦ

ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପ୍ରଧାନୀଙ୍କ ନେତୃତ୍ୱରେ ଶତାଧିକ ପିଆରଆଇ ସଦସ୍ୟ ଓ କର୍ମୀ ଆଜି ଶଙ୍ଖଭବନ ଠାରେ ବିଜୁ ଜନତା ଦଳ ବିଧାୟକ ତଥା ଜିଲ୍ଲା ସଭାପତି…

ପରଲୋକରେ ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକ

ପରଲୋକରେ କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକ। ୭୪ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମଲ୍ଟି ଅର୍ଗାନ ଫେଲର ହେବା କାରଣରୁ ସେ…

ଲକ୍ଷପତି ଦିଦି, ନବୀନଙ୍କ ବହିରେ ବିଜେପି ମଲାଟ: ବିଜେଡି

ବିଜେପି ସରକାରଙ୍କର ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଉପରେ ପ୍ରତିକ୍ରିୟା ଦେଇ ଆଜି ବିଜୁ ଜନତା ଦଳ ଏହା ‘ନବୀନଙ୍କ ବହିରେ ବିଜେପି ମଲାଟ’ ବୋଲି କହିଛି । କ୍ଷମତାକୁ ଆସିବା ପରଠାରୁ, ବିଜେପି ସରକାର କେବଳ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର…

ଟ୍ରମ୍ପ୍‌ ପ୍ରଶାସନରୁ ଇସ୍ତଫା ଦେଲେ ଏଲନ୍ ମସ୍କ

ଡୋନାଲ୍ଡ ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସେ ଏହି ସୂଚନା ଦେଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଧନ୍ୟବାଦ ଜଣାଇ…

ବିଜୁ ଜନତା ଦଳ ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ

ବିଜୁ ଜନତା ଦଳ ଛାଡ଼ିଲେ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଜଣାପଡିଛି । ତେବେ…