Category: ରାଜନୀତି

ଘାସିରାମ ମାଝୀଙ୍କୁ ନୂଆପଡ଼ାରୁ ପ୍ରାର୍ଥୀ କରିପାରେ କଂଗ୍ରେସ

ନୂଆପଡ଼ାରେ ଉପନିର୍ବାଚନ ହେବାକୁ ଯାଉଛି । ଏହାରି ମଧ୍ୟରେ ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା ଦେଇଛନ୍ତି । ସେ କହିଛନ୍ତି ନୂଆପଡ଼ା ଉପ-ନିର୍ବାଚନରେ ଘାସିରାମ ମାଝୀ କଂଗ୍ରେସର ବିଧାୟକ ପ୍ରାର୍ଥୀ ହୋଇପାରନ୍ତି । ଗତ ନିର୍ବାଚନରେ…

ଅକ୍ଟୋବର ୨ରୁ ସାରା ରାଜ୍ୟରେ ବର୍ଷବ୍ୟାପୀ ପଦଯାତ୍ରା କରିବ କଂଗ୍ରେସ

କଂଗ୍ରେସ ଭବନରେ ରାଜନୈତିକ ବ୍ୟାପାର କମିଟି (PAC) ବୈଠକ ଅନୁଷ୍ଠିତ ହୋଇଛି। ଆୟୋଜିତ ଏହି ସଭାରେ ଦଳର ନେତା ଓ କର୍ମୀଙ୍କ ଭିତରେ ଉପସ୍ଥିତ ରହି ଉତ୍ସାହ ଭରିଛନ୍ତି ଏଆଇସିସି ସାଧାରଣ ସଂପାଦକ (ସଂଗଠନ) କେସି ବେଣୁଗୋପାଳ । ସେ କହିଛନ୍ତି…

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା: ଦିଲୀପ ମଲ୍ଲିକ

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା। ଏ ନେଇ ଆଜି ବିଜେପି ପକ୍ଷରୁ ଅନୁସୂଚିତ ଜାତି ମୋର୍ଚ୍ଚା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସାଧାରଣ…

ବିଜେଡି ଛାଡି ହାତ ଧରିଲେ ହରିଶଙ୍କର ରାଉତ

ବିଜେଡି ଛାଡ଼ିଥିବା କଂଗ୍ରେସରେ ମିଶିଲେ ଛାତ୍ର ନେତା ହରିଶଙ୍କର ରାଉତ । କେସି ବେଣୁଗୋପାଳ ଓ ଭକ୍ତଚରଣ ଦାସଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । କିଛି ଦିନ ପୂର୍ବେ ସେ ବିଜୁ ଯୁବ ସଭାପତି ଚୟନକୁ ନେଇ ଅସନ୍ତୋଷ ପ୍ରକାଶ…

ଚାଷୀଙ୍କ ସାର ସମସ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ

ସରୁନି ସାର ସମସ୍ୟା । ରାଜ୍ୟରେ ସାର ସମସ୍ୟାକୁ ନେଇ ଚାଷୀ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି । ଯାହାକି ନେଇ ସାର ସମସ୍ୟାକୁ ନେଇ ବିକ୍ଷୋଭ କରିବ ବିରୋଧୀ। ଚାଷୀଙ୍କ ସାର ସମସ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିଚନ୍ତି ବିରୋଧୀ। ଚାଷୀମାନେ…

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ।ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାକାଲି ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ପରିବର୍ତ୍ତନ ହେବ । ଦାବି ଓ ଆପତ୍ତି ଦାଖଲ…

ଏହି ମାସରେ ରାଜ୍ୟରେ ବହୁତ କିଛି ହେବାକୁ ଯାଉଛି କହିଛନ୍ତି ତୋମାର

ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବଡ଼ ସୂଚନା । ଏହି ମାସରେ ରାଜ୍ୟରେ ବହୁତ କିଛି ହେବାକୁ ଯାଉଛି ବୋଲି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର କହିଛନ୍ତି । ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସାର ନିଅଣ୍ଟ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ସାର ଅଭାବକୁ ନେଇ ରାଜ୍ୟର କୃଷକ ସମାଜ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ପର୍ୟ୍ୟାପ୍ତ ପରିମାଣରେ ସାର ମହଜୁଦ ରହିଛି ବୋଲି ରାଜ୍ୟ ସରକାର…

ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟ କରିବ ବିଜେପି ସରକାର: ମନମୋହନ ସାମଲ

ଯାଜପୁର ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ଦଶରଥପୁର ବ୍ଲକର ନନ୍ଦୀପୁରଠାରେ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର କାର୍ଯ୍ୟ କରିବ ବୋଲି…

ବାଲିଗୁଡାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ସ୍ମୃତିସଭାରେ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାଲିଗୁଡାର ପୂର୍ବତନ ବିଧାୟକ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି…