Category: ରାଜନୀତି

ଇଡିର ଚଢ଼ାଉ ନେଇ ସ୍ପଷ୍ଟ କଲେ ନିରଞ୍ଜନ ପଟ୍ଟନାୟକ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢ଼ାଉ ନେଇ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି ଇଡି ତାଙ୍କ କାମ କରୁଛନ୍ତି, ମୋତେ କିଛି ପଚାରି ନାହାନ୍ତି। ମୋ ବିଷୟରେ ନୁହେଁ ଭାଇ ଏବଂ ଭାଇଙ୍କ…

୨୪ ବିଦାୟ ଅବଗଣନା ଆରମ୍ଭ; ସୁଇସାଇଡ ଗୋଲରେ ଭାଙ୍ଗିଗଲା ନବୀନ ସ୍ବପ୍ନ

ବର୍ଷ ୨୦୨୪କୁ ସବୁଦିନ ଲୋକେ ମନେରଖିବେ ଅସମ୍ଭବ ପରି ଲାଗୁଥିବା କ‌ଥା ସମ୍ଭବ ହୋଇଗଲା। ଖୁବ କମ ଲୋକ ଅନୁମାନ କରିଥିଲେ ଯେ, ବିଜୁ ଜନତା ଦଳ କ୍ଷମତା ହରାଇବ । ଭାରତୀୟ ଜନତାପାର୍ଟି କ୍ଷମତାକୁ ଫେରିବ । ମୋହନଚରଣ ମାଝୀ…

ମୋଦୀଙ୍କ ଚର୍ଚ୍ଚା ପରେ କି ଟ୍ରେନିଂ ଦେବେ ଶାହ

ନଭେମ୍ବର ୨୯ରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେତେବେଳେ ତାଙ୍କର ଦୁଇଟି କାର୍ଯ୍ୟକ୍ରମ ଥିଲା । ଗୋଟିଏ ସରକାରୀ ଏବଂ ଅନ୍ୟଟି ରାଜନୈତିକ । ସରକାରୀ କାର୍ଯ୍ୟକ୍ରମଟି ଥିଲା ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ । ୨୯…

‍ପ୍ରବାସୀ ଭାରତୀୟ ଦିବସ ଏବଂ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସାକ୍ଷାତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ଆଗାମୀ ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ…

ରୁବେନ୍‌ ବାନାର୍ଜୀଙ୍କ ବହିକୁ ନେଇ ରାଜନୀତି; ବିରୋଧୀଙ୍କ ମତକୁ ନେଇ ଲେଖାଯାଇଛି ବହି: ବିଜେଡି

ରାଜନୈତିକ ଚର୍ଚ୍ଚାରେ ରୁବେନ ବାନାର୍ଜୀଙ୍କ ପୁସ୍ତକ। ନବୀନ ପଟ୍ଟନାୟକଙ୍କ ଜୀବନୀକୁ ନେଇ ଲେଖାଯାଇଥିବା ବରିଷ୍ଠ ସାମ୍ବାଦିକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ- The authoritative biography revised after 2024 election’କୁ ନେଇ ବର୍ଷିଛି ବିଜେଡି। ବହିରେ ଥିବା ତଥ୍ୟ…

ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନଉଠିଲେ କଂଗ୍ରେସର କରିବ ଆନ୍ଦୋଳନ ଓ ରାସ୍ତାରୋକ: ତାରା 

ଆସନ୍ତା ୨୫ ତାରିଖ ସୁଦ୍ଧା କୋରାପୁଟ ଜିଲ୍ଲାର ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ ଜିଲ୍ଲାରେ ଆନ୍ଦୋଳନ ଓ ବନ୍ଦ କରାଯିବ ବୋଲି ଆଜି ଚେତାବନୀ ଦେଇଛନ୍ତି ଜୟପୁର ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି ।…

୨୪ ବିଦାୟ ଅବଗଣନା ଆରମ୍ଭ: ୬ ମାସିଆ ସ୍କୋର କାର୍ଡ଼; ଅଶ୍ବିନୀ ମ୍ୟାନ୍ ଅଫ ଦି ମ୍ୟାଚ୍

ଆଉ କେଇଟା ଦିନ ପରେ ୨୦୨୪ ବିଦାୟ ନେବ। ଅନେକ ଘଟଣାର ମୂକସାକ୍ଷୀ ହୋଇ ରହିଯିବ ବର୍ଷ ୨୦୨୪ । ସମସ୍ତେ ବ୍ୟଗ୍ରତାର ସହ ଅପେକ୍ଷା କରିଛନ୍ତି ନୂଆବର୍ଷକୁ । ତେବେ ୨୦୨୪ର ରୋମନ୍ଥନ ଜରୁରୀ । ସେ ଦୃଷ୍ଟିରୁ ଆଜିର…

ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ପାଇଁ ଆର୍ଥିକ ଅନୁଦାନ ଦାବି କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀରେ ଅନୁଷ୍ଠିତ ପ୍ରାକ୍‌ ବଜେଟ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଦେଇଛନ୍ତି । ରାଜ୍ୟ ପାଇଁ ଅଧିକ ଆର୍ଥିକ ଅନୁଦାନ ଦାବି ସହ ସଡ଼କ ପ୍ରକଳ୍ପ ପାଇଁ ୨୦ ହଜାର କୋଟିର ବଜେଟ…

ପରଲୋକରେ ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତି

ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ହଠାତ ଅସୁସ୍ଥ ହୋଇପଡ଼ିଥିଲେ।…

୨୮ରେ ସମ୍ବଲପୁର ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ । ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହ ମନ୍ତ୍ରୀ ଅମିତ ଶାହ । ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ଏହାପରେ ତିନି ଚାରୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ…