ତାଜା ଖବର ରାଜନୀତି ରାଜ୍ୟ Congress Target Mohan Sarkar: ଗାଡ଼ିମାଲିକଙ୍କ ଠାରୁ ଜିଜିଆ କର ଆଦାୟ କରୁଛନ୍ତି ମୋହନ ସରକାର- ଯୁବ କଂଗ୍ରେସ December 30, 2025 Papirani ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର କହିଛନ୍ତି ଯେ ମୋହନ ସରକାର ଗାଡ଼ି ମାଲିକଙ୍କ ଠାରୁ ଜିଜିଆକର ଆଦାୟ କରୁଛନ୍ତି । ଏକକୋଟି ୧୩ ଲକ୍ଷ ବିଜୁଳି ଉପଭୋକ୍ତାଙ୍କ ଠାରୁ…
ତାଜା ଖବର ଦେଶ ରାଜନୀତି West Bengal Election: ୨୦୨୬ରେ ବେଙ୍ଗଲରେ ଆସିବ ବିଜେପି ସରକାର: ଶାହ December 30, 2025 Papirani ୨୦୨୬ରେ ପଶ୍ଚିମବଙ୍ଗରେ ବିଜେପି ସରକାର ଆସିବ । ବେଙ୍ଗଲ ନିର୍ବାଚନ ପୂର୍ବରୁ କୋଲକାତାରେ ଅମିତ ଶାହଙ୍କ ରଣହୁଁକାର । ଓଡ଼ିଶା ଏବଂ ଆନ୍ଧ୍ର ପ୍ରଦେଶ ପରେ ଦୁଇ ତୃତୀୟାଂଶ ବହୁମତ ସହ ବିଜେପି ସରକାର ଗଢ଼ିବ ବୋଲି ବଙ୍ଗଳା ମାଟିରୁ ଦୃଢ଼ତାର…
ତାଜା ଖବର ବିଶ୍ୱ ରାଜନୀତି Bangladesh First Female PM Death: ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ December 30, 2025 Papirani ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ । ମଙ୍ଗଳବାର ଭୋର ସମୟରେ ଢାକାର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଜିଆଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଦୀର୍ଘ ବର୍ଷ…
ତାଜା ଖବର ରାଜନୀତି ରାଜ୍ୟ Paddy Procurement Chaos: ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଧାନର ଅଭାବୀ ବିକ୍ରି: କଂଗ୍ରେସ December 29, 2025 Papirani ବର୍ତ୍ତମାନର ବିଜେପି ଡବଲ ଇଞ୍ଜିନ ସରକାରରେ ମଣ୍ଡି ଭିତ୍ତିଭୂମି ସୁଦୃଢ଼, ସୁବ୍ୟବସ୍ଥିତ ଢଙ୍ଗରେ ଧାନ କ୍ରୟ, ଚାଷୀଙ୍କୁ ଉପଯୁକ୍ତ ପ୍ରାପ୍ୟ ଦିଆଯାଉଛି ବୋଲି ଡିଣ୍ଡିମ ପିଟୁଥିବା ବେଳେ ସରକାର, ମିଲର ଓ ପ୍ରସାଶନ ସଲାସୁତୁରାରେ ବିଭିନ୍ନ ସ୍ଥାନରେ ବିଳମ୍ବରେ ମଣ୍ଡି ଖୋଲାଯାଇ…
ତାଜା ଖବର ରାଜନୀତି ରାଜ୍ୟ Congress Protest Outside TPCODL Office: ଭୁବନେଶ୍ବର TPCODL କାର୍ଯ୍ୟାଳୟକୁ ଘେରିଲା କଂଗ୍ରେସ December 29, 2025 Papirani ଭୁବନେଶ୍ୱରରେ ଟାଟା ପାୱାର ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPCODL) କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବରିଷ୍ଠ ନେତାଙ୍କ ବିକ୍ଷୋଭ । ସ୍ମାର୍ଟ ମିଟର, ସିକ୍ୟୁରିଟି ଅର୍ଥ ପ୍ରତ୍ୟାହାର ଦାବି ନେଇ TPCODL…
ରାଜନୀତି ରାଜ୍ୟ BJD And Congress: ସରକାରଙ୍କୁ କେମିତି ଘେରିବେ ଦୁଇ ବିରୋଧୀ ? December 29, 2025 Papirani ମୁଖ୍ୟ ବିରୋଧୀ ଦଳ ବିଜଦକୁ ନୂଆପଡ଼ାରେ ତୃତୀୟ ସ୍ଥାନକୁ ଠେଲିଦେଇ କଂଗ୍ରେସ ଏକ ବିରାଟ ସଫଳତା ପାଇଥିଲା ବୋଲି ଦଳୀୟ ନେତୃତ୍ୱ ପ୍ରଚାର କଲେ । କିନ୍ତୁ ବିଜଦକୁ ପଛରେ ପକାଇ କଂଗ୍ରେସ ଦ୍ବିତୀୟ ସ୍ଥାନ ଦଖଲ କରିପାରିବ କି ?…
ତାଜା ଖବର ରାଜନୀତି ରାଜ୍ୟ Golden Jubilee celebrations of PM Shri Govt High School: ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିରିଗିଡାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ December 28, 2025 Papirani ତେଲକୋଇ ବ୍ଲକର ସିରିଗିଡ଼ାଠାରେ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ମୋହନ ଚରଣ ମାଝୀ। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ କହିଛନ୍ତି ସମସ୍ତ ପାଖରେ କିଛି ନା କିଛି…
ତାଜା ଖବର ରାଜନୀତି ରାଜ୍ୟ Biju Janata Dal: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା December 28, 2025 Papirani ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ବିଜୁ ଜନତା ଦଳ ଘୋଷଣା କରିଛି । ଯୁବ ସଂଗଠନ ପାଇଁ ୧୬୦ ଓ ଛାତ୍ର ସଂଗଠନ ପାଇଁ ୧୪୫ ଜଣିଆ ତାଲିକା ପ୍ରକାଶ ପାଇଛି…
ରାଜନୀତି ରାଜ୍ୟ Foundation Day of BJD: ଶଙ୍ଖଭବନରେ ଚାରି ଯୁବନେତା ନଥିଲେ କାହିଁକି ? December 28, 2025 Papirani ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସରେ ଚାରି ଯୁବନେତାଙ୍କୁ ଶଙ୍ଖଭବନରେ ଦେଖିବାକୁ ମିଳିଲା ନାହିଁ । ସେମାନେ ହେଲେ ପୂର୍ବ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, କାର୍ଯ୍ୟାଳୟ ସମ୍ପାଦକ ସଞ୍ଜୟ ଦାସବର୍ମା, ସୁଜାତା ଲାଓ ପାର୍ଟି ବଚାଓ ଅଭିଯାନର…
ରାଜନୀତି ରାଜ୍ୟ Violence Against Women in Odisha: ଡବଲ ଇଞ୍ଜିନ ସରକାର ମହିଳା ହିଂସାରେ ଓଡିଶାକୁ କଳଙ୍କିତ କରିଛି: ବିଜେଡି December 27, 2025 Nirvay ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଘରେ ପଶି ଦୁଷ୍କର୍ମ କରିବା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ଲଜ୍ଜାଜନକ ବୋଲି ବିଜୁ ଜନତା ଦଳ କହିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିିତ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ଉପସଭାପତି ସଂଜୟ…