Category: ରାଜନୀତି

‘ଭୋଟ୍‌ ଚୋରି’ ପ୍ରସଙ୍ଗରେ ୪ ସେପ୍ଟେମ୍ବରରେ କଂଗ୍ରେସର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ

ଆସନ୍ତା ୪ ସେପ୍ଟେମ୍ବର ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ନିଷ୍ପତ୍ତି ନେଇଛି କଂଗ୍ରେସ । ଭାରତୀୟ ଜାତୀୟ କଂଗ୍ରେସର ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଚାରିଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ଅନୁଷ୍ଠିତ ବିଭିନ୍ନ…

ଉପରାଷ୍ଟ୍ରପତି ନିର୍ବାଚନ: ସୁଦର୍ଶନ ରେଡ୍ଡୀ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ

ଅବସରପ୍ରାପ୍ତ ବିଚାରପତି ସୁଦର୍ଶନ ରେଡ୍ଡୀ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ AICC ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ । ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ସୁଦର୍ଶନ ରେଡ୍ଡୀଙ୍କୁ ମଇଦାନକୁ ଓହ୍ଲାଇଛି ଇଣ୍ଡିଆ ମେଣ୍ଟ । ରାଧାକୃଷ୍ଣନଙ୍କ ବିରୋଧରେ ଲଢିବେ ତେଲେଙ୍ଗାନାର…

ରାଧାକୃଷ୍ଣ ଭଜିବ ଶଙ୍ଖ ଦଳ !

ଉପ-ରାଷ୍ଟ୍ରପତି ପଦ ପାଇଁ ଏନଡିଏ ପ୍ରାର୍ଥୀ ଘୋଷଣା କରିଦେଲା । ପ୍ରାୟତଃ କେହି ଅନୁମାନ କରିନଥିଲେ ଯେ, ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଏନଡିଏ ବାଛିବ ଉପ-ରାଷ୍ଟ୍ରପତି ପଦ ପାଇଁ । ତାଙ୍କ ନାଁ ଘୋଷଣା ହେବା ମାତ୍ରେ ସେ ସସ୍ତ୍ରୀକ…

ଦିଲ୍ଲୀରେ ଅମିତ ଶାହାଙ୍କୁ ଭେଟିଲେ ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଅବସରରେ ସାମଲ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି । ଏ ନେଇ ମନମୋହନ ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।…

ସୁସ୍ଥ ହେଉଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ : କ୍ୟାବିନ୍‌କୁ ହେଲେ ସ୍ଥାନାନ୍ତର

ଧିରେ ଧିରେ ସୁସ୍ଥ ହେଉଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖୁବ ଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାରୁ ନବୀନ ପଟ୍ଟନାୟକଙ୍କୁ ଆଜି ଅପରାହ୍ଣରେ ସମ୍ ଅଲ୍ଟିମେଟ ମେଡିକେୟାରର…

ଆସନ୍ତା ୪ ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ

ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କଂଗ୍ରେସ ଭବନରୁ ନିର୍ବାଚନ କମିଶନ ଯାଏଁ ଏହି ପଦଯାତ୍ରାରେ ହେବ ।…

ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଦିଲ୍ଲୀ ଗସ୍ତରେ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମନମୋହନଙ୍କ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ବିଷୟରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ତଥାପି ଏହି ଗସ୍ତ ଅବସରରେ ରାଜ୍ୟ ବିଜେପି ସଭାପତି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଭେଟିପାରନ୍ତି ।ଉପରାଷ୍ଟ୍ରପତି…

ଆୟୁଷ୍ମାନ ଯୋଜନାରେ ହନ୍ତସନ୍ତ ହେଉଛନ୍ତି ଲୋକେ: ଭକ୍ତ ଦାସ 

ଆଜି କଂଗ୍ରେସ ଭବନରେ ସାମ୍ୱାଦିକ ସମ୍ମିଳନୀରେ ଆୟୁଷ୍ମାନ ଯୋଜନାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ସେ କହିଛନ୍ତି ଓଡ଼ିଶାରେ ବିଜେପି ଶାସନକୁ ଆସିବା ପରେ ଅନ୍ୟ ରାଜ୍ୟମାନଙ୍କ ପରି ଆମ ରାଜ୍ୟକୁ ମଧ୍ୟ ଆୟୁଷ୍ମାନ…

ସି.ପି ରାଧାକ୍ରିଷ୍ଣନ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ (NDA) । ସି.ପି ରାଧାକ୍ରିଷ୍ଣନ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ । ଏ ନେଇ ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ନଡ୍ଡା କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପସ୍ଥିତିରେ ସଂସଦୀୟ ବୋର୍ଡ ବୈଠକରେ…

ନବୀନ ପଟ୍ଟନାୟକ ଅସୁସ୍ଥ; ହସ୍ପିଟାଲରେ ଭର୍ତ୍ତି ସୂଚନା

ଅସୁସ୍ଥ ହେଲେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ଅସୁସ୍ଥ ହୋଇପଡିବା ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅପରାହ୍ନ ୫ଟା ୧୫ରେ ତାଙ୍କୁ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି…