Category: ରାଜନୀତି

Nuapada Bypoll: ନୂଆପଡାରେ ବିଜୟ ସଂକଳ୍ପ ସମାବେଶରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ

ବିଜେଡି ୨୪ବର୍ଷ ଓ କଂଗ୍ରେସ ୫୦ ବର୍ଷ ଶାସନ କରିବି ଉଭୟ ଓଡିଶାବାସୀଙ୍କ ଭରଷା ହରାଇଛନ୍ତି । ନବୀନ ପଟ୍ଟନାୟକ ୨୪ ବର୍ଷ ଶାସନ କଲେ କିନ୍ତୁ ଓଡିଆ କହିପାରିଲେନାହିଁ । କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଥିବାବେଳେ ରାଉଲକେଲାରେ ଅନୁଷ୍ଠିତ ଏକ…

Nuapada Bypoll: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋ’

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋ’ । ଉଦ୍ୟାନବନ୍ଧରୁ ରୋଡ୍‌ ଶୋ’ରେ ଯାଇ ସଭାମଞ୍ଚରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ କୋମନାରେ ପ୍ରଚାର କରିଛନ୍ତି। ଏହି ଅବସରରେ…

Indian Road Congress: ଆଜିଠୁ ରୋଡ୍ କଂଗ୍ରେସ ମହାକୁମ୍ଭ ଆରମ୍ଭ

ଆଜିଠୁ ଜନତା ମୈଦାନରେ ରୋଡ୍ କଂଗ୍ରେସ ମହାକୁମ୍ଭ ।୮୪ତମ ଅଧିବେଶନରେ ଅଂଶଗ୍ରହଣ କରିବେ ୩ହଜାରରୁ ଅଧିକ ପ୍ରତିନିଧି । ଶୁକ୍ରବାର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓ ମୁଖ୍ୟମନ୍ତ୍ରୀ । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଠାରୁ…

Congress Manifesto: ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ

ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ନିର୍ବାଚନୀ ଇସ୍ତାହାରରେ ନୂଆପଡାର ବିକାଶକୁ ଗୁରୁତ୍ୱ ଦିଆଯାଇଛି । ଶିଳ୍ପ ପ୍ରତିଷ୍ଠା, ଶୀତଳ ଭଣ୍ଡାର ନିର୍ମାଣ, ତିଖାଲି ପ୍ରକଳ୍ପ ଉନ୍ନତିକରଣ, ପତୋରା ଡ୍ୟାମ ଉନ୍ନତିକରଣ, କୃଷିର ଉନ୍ନତିକରଣ,…

Bihar Assembly Elections: ଆଜି ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ

ଆଜି ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ । ଭୋଟିଂ ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଏହି ପର୍ଯ୍ୟାୟରେ ୧୮ ଜିଲ୍ଲାରେ ୧୨୧ ଆସନରେ ଭୋଟ ଦେବେ ଜନତା । ୪୫…

Nuapada Bye-Election: ବିଜେପିର ଶାଢ଼ୀ ଓ ଟଙ୍କା ବଣ୍ଟା ନେଇ ଅଭିଯୋଗ କଲା କଂଗ୍ରେସ

ନୂଆପଡା ଉପନିର୍ବାଚନ ପ୍ରଚାର ସମୟରେ ବିଜେପି କର୍ମୀଙ୍କ ଦ୍ୱାରା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ସମ୍ପର୍କରେ ଅଭିଯୋଗ କରି ଓଡ଼ିଶା ପ୍ରଦେଶ କଂଗେସ ପକ୍ଷରୁ ଏକ ୫ ଜଣିଆ ମହିଳା ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ତଥ୍ୟ…

Nuapada Campaign: ଆସନ୍ତା ୭ ତାରିଖରେ ପୁଣି ନୂଆପଡା ଯିବେ ନବୀନ ପଟ୍ଟନାୟକ

ଆସନ୍ତା ୭ ତାରିଖରେ ପୁଣି ଥରେ ନୂଆପଡ଼ା ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ଖରିଆର ରୋଡ୍‌ ଓ ନୂଆପଡ଼ା ବ୍ଲକରେ ପ୍ରଚାର କରିବେ । ୭ ତାରିଖରେ ନବୀନ ଦ୍ଵିତୀୟ…

Nuapada Campaign: କାଲି ନୂଆପଡ଼ାରେ ପ୍ରଚାର କରିବେ ୨ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ନୂଆପଡ଼ାରେ ପ୍ରଚାର କରିବେ ଦୁଇ ମୁଖ୍ୟମନ୍ତ୍ରୀ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଆସନ୍ତାକାଲି ପ୍ରଚାର କରିବେ । ସୂଚନା ଅନୁଯାୟୀ, ନୂଆପଡ଼ା ଜିଲ୍ଲା କୋମନାରେ…

Nuapada Bye-Election: ଜୟ ଢୋଲକିଆଙ୍କ ଅଭିଯୋଗ ଉପରେ ବିଜେଡିର ପ୍ରତିକ୍ରିୟା

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ରାଜ୍ୟସଭା ସାଂସଦ ସୁଲତା ଦେଓ ଜୟ ଓ ତାଙ୍କ ମାଆ ଆଣିଥିବା ଅଭିଯୋଗକୁ ଦୃଢ଼ ଖଣ୍ଡନ କରିଥିଲେ । ଡ଼…

Amar Patnaik joins BJP: ଅମର ବିଜେପିରେ ମିଶିବା ଦୁଇ ଦଳର ଡିଲ୍: କଂଗ୍ରେସ

ନୂଆପଡା ଖୁଣ୍ଟିଆ ଭବନଠାରେ ପିସିସି ମିଡ଼ିଆ ସେଲ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ ପୂର୍ବତନ ବିଧାୟକ ତଥା ପିସିସିର ବରିଷ୍ଠ ଉପସଭାପତି ଡ଼ ଦେବାଶିଷ ପଟ୍ଟନାୟକ ଅମର ପଟ୍ଟନାୟକ ବିଜେପିକୁ ଯିବା ଦୁଇ ଦଳର ଡିଲ୍ ବୋଲି କହିଛନ୍ତି ।…