Category: ରାଜନୀତି

୧୮ ଅଗଷ୍ଟରେ ବରଗଡ଼ ଠାରେ ବିଜେଡିର ବିରାଟ
ଚାଷୀ ସମାବେଶ

ରାଜ୍ୟରେ ବିଜେପି ସରକାରଙ୍କ ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮ ତାରିଖରେ ବରଗଡ଼ ଠାରେ ବିରାଟ ଚାଷୀ ସମାବେଶ କରିବ ବୋଲି ବିଜୁ ଜନତା ଦଳ ଆଜି ଘୋଷଣା କରିଛି । ଭୁବନେଶ୍ୱର ଶଙ୍ଖ ଭବନ ଠାରେ ବିଜୁ…

ବଡପଡା ଛାତ୍ରୀ ପୋଡି ଘଟଣାର ଅନୁଧ୍ୟାନ କଲା ପିସିସି ଟିମ୍

ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ପିସିସି ଅନୁଧ୍ୟାନ ଟିମ୍ ପହଂଚି ନିଆଁରେ ପୋଡି ମୃତ୍ୟୁବରଣ କରିଥିବା ଛାତ୍ରୀଙ୍କ ପରିବାରକୁ ଭେଟି ଏହି ସମ୍ବେଦନଶୀଳ ମାମଲାର ଅନୁଧ୍ୟାନ କରିଥିଲେ ଏବଂ…

ଏଫଏମ ଛାତ୍ରୀ ମୃତ୍ୟୁ ଘଟଣା; ଶାସକ ଦଳର ସମ୍ପୃକ୍ତି ଧରାପଡ଼ିଯିବା ଭୟରେ ଆଇଜିଙ୍କୁ ତଦନ୍ତରୁ କରାଗଲା ଅନ୍ତର: ବିଜେଡି

ଏଫଏମ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ଦାୟିତ୍ୱରେ ଥିବା ଆଇଜି ଏସ୍. ସାଇନି ହଠାତ୍ ଛୁଟିରେ ଯିବା ଓ ତାଙ୍କ ସ୍ଥାନରେ ଅନ୍ୟ ଏକ ଅଧିକାରୀଙ୍କୁ ସ୍ଥାନିତ କରିବା ନିଷ୍ପତ୍ତିକୁ ନେଇ ତଦନ୍ତ ବାଟବଣା ହେବାର ସନ୍ଦେହ ସୃଷ୍ଟି ହୋଇଛି…

ନିୟମକୁ ଉଲଂଘନ କରି ତଦନ୍ତ କରୁଛି ପୋଲିସ: କଂଗ୍ରେସ

ଆଜି ପୂର୍ବାହ୍ନରେ ଓଡିଶା ପ୍ରଦେଶ କଂଗ୍ରେସ ପକ୍ଷରୁ କଂଗ୍ରେସ ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା । ବଳଙ୍ଗା ପୋଡି ଏବଂ ପଟ୍ଟାମୁଣ୍ଡାଇରେ ଘଟିଥିବା ସଦ୍ୟ ଆତ୍ମାହୁତି ତଦନ୍ତକୁ ନେଇ ସରକାର ଏବଂ ପୋଲିସର ନକରାତ୍ମକ ଭୂମିକା ବିଷୟରେ…

ରାହୁଲଙ୍କ ‘ଭୋଟ୍‌ ଚୋରି’ ଅଭିଯୋଗ ପରେ କର୍ଣ୍ଣାଟକ ସିଇଓଙ୍କ ନୋଟିସ

କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଅଭିଯୋଗ ପରେ କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ରାହୁଲ ଗାନ୍ଧୀଙ୍କୁ ଏକ ନୋଟିସ ଦେଇ ଭୋଟର ତାଲିକାରେ ହେରଫେର ଅଭିଯୋଗ ଉପରେ ଏକ ସତ୍ୟପାଠ ମାଗିଛନ୍ତି ।…

ପୂର୍ବତନ ମନ୍ତ୍ରୀ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମନମୋହନ ସାମଲ

ଖଣ୍ଡପଡା ରାଜା, ପୂର୍ବତନ ମନ୍ତ୍ରୀ, ପୂର୍ବତନ ଉପ ବାଚସ୍ପତି ତଥା ପୂର୍ବତନ ବିଧାୟକ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରିଛନ୍ତି । ଜଣେ ପରୋପକାରୀ ନେତା ରୂପେ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ…

ଓଡ଼ିଶା ଭାଜପା ଦିଲ୍ଲୀରେ, କିଛି ବଡ଼ ହେବାକୁ ଯାଉଛି କି ?

ଓଡ଼ିଶା ଭାଜପା ଏବେ ଦିଲ୍ଲୀରେ। ଦିଲ୍ଲୀ ଗସ୍ତ କରିଛନ୍ତି ମୋହନ ଚରଣ ମାଝୀ, ଅଛନ୍ତି ରାଜ୍ୟ ସଭାପତି ମନମୋହ‌ନ ସାମଲ । ତାଙ୍କ ସହ ଦିଲ୍ଲୀରେ ଏବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ରବି ନାୟକ, ମୁକେଶ ମହାଲିଙ୍ଗ ପ୍ରମୁଖ…

ଏକାଠି ହୋଇ ନାରୀଙ୍କୁ ସୁରକ୍ଷା ଦେବ ନାରୀ ନ୍ୟାୟ ବାହିନୀ

ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଏବଂ ଅପରାଧୀଙ୍କୁ ଗିରଫ ନ କରିବା ଆଦି ବିଷୟକୁ ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆଜି ସ୍ଥାନୀୟ ବୁଦ୍ଧ ମନ୍ଦିର ଠାରେ ନାରୀ ନ୍ୟାୟ ବାହିନୀ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀର ଆୟୋଜନ କରିଥିଲେ…

ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କ୍ରିୟତା ପାଇଁ ଜଳୁଛି ଛାତ୍ରୀଙ୍କ ଜୀବନ: ବିଜେଡି

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ଏବଂ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡ଼ା ପଞ୍ଚାୟତରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ କିରୋସିନ…

କେନ୍ଦ୍ରାପଡ଼ା ଘଟଣାରେ ଗଠିତ ହେଲା ପିସିସି ଅନୁଧ୍ୟାନ କମିଟି

ରାଜ୍ୟରେ ନାରୀ ନିର୍ଯାତନା ଅଣାୟତ୍ତ ହୋଇଥିବା ବେଳେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡ଼ପଡ଼ା ଗ୍ରାମପଞ୍ଚାୟତର କାଠିଆପଡ଼ା ଗ୍ରାମରେ ଆଉ ଏକ ଅଭାବନୀୟ ଘଟଣା ଘଟିଛି । ପୁରୁଷ ବନ୍ଧୁଙ୍କ ଅମାନବୀୟ ନିର୍ଯାତନା ବିରୋଧରେ ଅଭିଯୋଗ ସତ୍ତ୍ୱେ…