ରାଜନୀତି ରାଜ୍ୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଉପସ୍ଥିତିରେ ସାଲେପୁର ବିଜେପି ଦୁଇଫାଳ January 12, 2025 Bijaya Laxmi Dash ଓଡିଶା ବିଜେପିର ରାଜ୍ୟ ବିଜେପି ମଧ୍ୟ୍ୟରେ ଗୋଷ୍ଠୀ କନ୍ଦଳର ଛିଟା ନିର୍ବାଚନ ମଣ୍ଡଳୀ ମାନଙ୍କୁ ବ୍ୟାପିବାରେ ଲାଗିଲାଣି। ଆଜି ଟାଙ୍ଗୀ ସାଲେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଟାଙ୍ଗୀ ସ୍ଥିତ dreams ବିଶ୍ୱବିଦ୍ୟାଳୟର ପ୍ରଥମ ସମବର୍ତନ ଉତ୍ସବରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…
ରାଜନୀତି ରାଜ୍ୟ ରାଜ୍ୟପାଳ ପଦବୀକୁ ନେଇ ରଘୁବର ଦାସଙ୍କ ପ୍ରତିକ୍ରିୟା January 11, 2025 Nirvay ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ନେଇ ଗତକାଲି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହେବା ପରେ ଓଡିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ବଡ ବୟାନ । ରାଜ୍ୟପାଳ ପଦବୀକୁ ସମସ୍ତେ ଲାଟସାହେବ ପଦ ବୋଲି ଭାବନ୍ତି କିନ୍ତୁ ଜଗନ୍ନାଥଙ୍କ ଭୂମି…
ରାଜନୀତି ରାଜ୍ୟ ପ୍ରଶାସନ ବିରୁଦ୍ଧରେ ଦୀପାଳି ଦାସଙ୍କ ଯୁଦ୍ଧଂ ଦେହି ଡାକରା January 11, 2025 Nirvay ବିନା କାରଣରେ ବିନା ସର୍ଚ୍ଚ ୱାରଣ୍ଟରେ ବିନା ଦୋଷରେ ୨୪ ଘଣ୍ଟା ଧରି କିର୍ମିରା ପିଆରଆଇ ସଦସ୍ୟଙ୍କୁ ଅଟକ ରଖି ମାନସିକ ନିର୍ଯାତନା ଦେବା ଅଭିଯୋଗ ଆଣି ପ୍ରେସମିଟ କରି ପୋଲିସ ଉପରେ ବର୍ଷିଛନ୍ତି ବିଜେଡି ନେତ୍ରୀ ତଥା ପୂର୍ବତନ ବିଧାୟିକା…
ଦେଶ ରାଜନୀତି ରହସ୍ୟ ଘେରରେ ଆପ୍ ବିଧାୟକ ଗୁରୁପ୍ରୀତ ଗୋଗୀଙ୍କ ମୃତ୍ୟୁ; ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ January 11, 2025 Nirvay ପଞ୍ଜାବର ଲୁଧିଆନା ପଶ୍ଚିମ ନିର୍ବାଚନମଣ୍ଡଳୀର ଆମ ଆଦମୀ ପାର୍ଟି (ଆପ) ବିଧାୟକ ଗୁରୁପ୍ରୀତ ଗୋଗୀ ନିଜ ବନ୍ଧୁକରୁ ନିଜକୁ ଗୁଳି କରି ମୃତ୍ୟୁବରଣ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଗୁଳି ଶବ୍ଦ ଶୁଣିବା ପରେ ତାଙ୍କ ପତ୍ନୀ ସୁଖଚୈନ କୌର…
ତାଜା ଖବର ରାଜନୀତି ରାଜ୍ୟ ସମୃଦ୍ଧ ଓଡ଼ିଶା ଗଠନ ଯାତ୍ରାରେ ସାମିଲ ହେବାକୁ ପ୍ରବାସୀ ଓଡ଼ିଆମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ January 10, 2025 Papirani ଜନତା ମଇଦାନଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଓଡ଼ିଆମାନଙ୍କ ସହିତ ସ୍ୱତନ୍ତ୍ର ଭାବେ ଏକ ଆଲୋଚନା କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି। ଆଲୋଚନାରେ ପ୍ରବାସୀ ଓଡ଼ିଆମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,…
ତାଜା ଖବର ଦେଶ ରାଜନୀତି ରାଜ୍ୟ ବିଜେପିରେ ସାମିଲ ହେଲେ ରଘୁବର ଦାସ January 10, 2025 Papirani ଆଜି ପୁଣି ଥରେ ବିଜେପିରେ ସାମିଲ୍ ହେଲେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ରାଞ୍ଚି ସ୍ଥିତ ବିଜେପି ମୁଖ୍ୟାଳୟରେ ସେ ବିଜେପିରେ ସାମିଲ ହୋଇଛନ୍ତି । ଏହି ଅବସରରେ, ବିଜେପି କର୍ମୀମାନଙ୍କୁ ପ୍ରେରଣା…
ରାଜନୀତି ରାଜ୍ୟ ସରେଇପାଲି ଥାନାରୁ ବାହାରିଲେ ବିଶାଲ ଦାସ ଓ ତାଙ୍କ ସହଯୋଗୀ January 10, 2025 Nirvay ଛତିଶଗଡ଼, ସରେଇପାଲି ଥାନାରେ ରାତିରୁ ଅଟକ ଥିବା ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଆଜି ଛତିଶଗଡ଼ ପୋଲିସ ଛାଡ଼ିଛି । ଅନଧିକାର ପ୍ରବେଶ, ଭଙ୍ଗାରୁଜା ନେଇ ସରେଇପାଲିର ହୋଟେଲ ରାଧିକା ମ୍ୟାନେଜରଙ୍କ ଅଭିଯୋଗ ପରେ ବିଏନ୍ଏସ୍ ଧାରା…
ତାଜା ଖବର ରାଜନୀତି ରାଜ୍ୟ ସମିତି ସଭ୍ୟ ଓ ବିଶାଳ ଦାସଙ୍କୁ ମୁକ୍ତ କରିବାକୁ ନବୀନଙ୍କ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି January 10, 2025 Papirani ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ପୁଅ ବିଶାଲ ଦାସଙ୍କ ସମେତ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କୁ ପୁଲିସ ଅଟକ ରଖିଥିବା ମାମଲାରେ ହସ୍ତକ୍ଷେପ କରିଛନ୍ତି ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ…
ତାଜା ଖବର ରାଜନୀତି ରାଜ୍ୟ ପୋଲିସ ମିତ୍ର ସହଦେବ ହତ୍ୟା ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡି January 10, 2025 Papirani ରସୁଲଗଡ଼ ଓଭର ବ୍ରିଜରେ ସଫେଇ ସଂଘ ସଭାପତି ସହଦେବ ନାୟକ ମୁଣ୍ଡ କାଟି ହତ୍ୟାକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡି । ଭିଡିଓ ଦେଖାଇ ପୋଲିସକୁ ଟାର୍ଗେଟ କରିଛି ବିଜେଡି କହିଛି ହତ୍ୟା ପଛରେ ବହୁତ କିଛି…
ତାଜା ଖବର ରାଜନୀତି ରାଜ୍ୟ ସ୍ଥଗିତ ରହିଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍ January 10, 2025 Papirani ଝାରସୁଗୁଡ଼ା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ପ୍ରସଙ୍ଗ ସ୍ଥଗିତ ରହିଲା ଅନାସ୍ଥା ଭୋଟ୍ । ଝାରସୁଗୁଡ଼ା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଦେବାକୁ ଆସିଲେ ନାହିଁ ସମିତି ସଭ୍ୟ କି ସରପଞ୍ଚ । କେହି ନଆସିବାରୁ…