Category: ରାଜନୀତି

ଓଡିଆରେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ

ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେସନରେ ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରେ ଶପଥ ନେଉଛନ୍ତି ଅନ୍ୟ ନବନିର୍ବାଚିତ ସାଂସଦ । ଓଡିଶାରୁ ସମ୍ବଲପୁରରୁ ସାଂସଦ ନିର୍ବାଚିତ ହୋଇ ଯାଇଥିବା ଧର୍ମେନ୍ଦ୍ର ପ୍ରଧାନ ଓଡିଆରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ କରାଇଲେ…

ରାଜଧାନୀରେ ସରକାରୀ ଜମିକୁ ୨୭ ଥର ବିକ୍ରି, ସାମିଲ ଅଛନ୍ତି ୪ ଆଇପିଏସ୍

ରାଜଧାନୀରେ ଜମି କେଳେଙ୍କାରୀ ଘଟଣା କିଛି ନୂଆ ନୁହେଁ । ହେଲେ ପାତ୍ରପଡା ମୌଜାରେ ୨୫୦ କୋଟି ଟଙ୍କାର ସରକାରୀ ଜମିକୁ ୨୭ ଥର କିଣାବିକା ହେବା ଘଟଣା ସମସ୍ତଙ୍କୁ ଚକିତ କରି ଦେଇଛି। ଖାଲି ସେତିକି ନୁହେଁ, ଏହି ଜମି…

ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଅଧିବେଶନରେ ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କୁ ଶପଥ ପାଠ କରାଇଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ଏହା ପରେ କମାଚଳା ବାଚସ୍ପତି ଭର୍ତ୍ତୃହରି ମହତାବ…

ଆଜି ନିଜ ଜନ୍ମମାଟି ରାଇକଳା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଗସ୍ତ । ଆଜି ଗାଁର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଏଥିଲାଗି ସାରା ଗାଁ…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ଆରମ୍ଭ ହେଲା ଅଷ୍ଟାଦଶ –ଲୋକସଭାର ପ୍ରଥମ ଅଧୂବେଶନ । ଅଧିବେଶନରେ କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ । ୭ଥର ସାଂସଦ ଭାବେ ନିର୍ବାଚିତ ହୋଇଥିବାରୁ କାମଚଳା ବାଚସ୍ପତି ଆସନରେ ବସିଛନ୍ତି ଭର୍ତ୍ତୃହରି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ…

ଆଜି ବିଜେଡି ସଂସଦୀୟ ଦଳ ବୈଠକ

ଆଜି ବସିବା ବିଜେଡିର ସଂସଦୀୟ ଦଳ ବୈଠକ । ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ରାଜ୍ୟସଭାରେ ବିଜେଡିର ରଣନୀତି ସଂପର୍କରେ ଚର୍ଚ୍ଚା କରିବା ପାଇଁ ସାଂସଦମାନଙ୍କ ସହିତ ବିଜେଡି ସୁପ୍ରିମୋ ‌ନବୀନ ପଟ୍ଟନାୟକ ଆଜି ବୈଠକ କରିବେ। ଏହି ବୈଠକରେ…

ଆଜିଠୁ ଆରମ୍ଭ ସଂସଦର ଅଧିବେଶନ, ମୋଦି ନେବେ ଶପଥ

ଆଜି ଅଷ୍ଟାଦଶ ଲୋକସଭାର ସ୍ବତନ୍ତ୍ର ଅଧିବେଶନ । ଆଜିଠାରୁ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବାକୁ ଥିବା ବେଳେ ଲୋକସଭାରେ ମୋଟ ୮ଟି ଏବଂ ରାଜ୍ୟସଭାରେ ୫ଟି କାର୍ଯ୍ୟ ଦିବସ ରହିଛି । ୨୭ ତାରିଖ ଦିନ ସଂସଦର…

ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର

ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର ।ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି…

କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେଲେ ଓଡ଼ିଶା ଉପ-ମୁଖ୍ୟମନ୍ତ୍ରୀ

ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ। ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର…

ବନ୍ୟା ପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ମୌସୁମୀ ବର୍ଷା ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁର୍ବଳ ନଦୀ…