Category: ରାଜନୀତି

ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣା: ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଲା ବିଏମସି

ଭୁବନେଶ୍ବରରେ ମୁକୁଳା ଡ୍ରେନରେ ପଡ଼ି ନାବାଳକ ମୃତ୍ୟୁ ଘଟଣାରେ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଲା ବିଏମସି। ଗତକାଲି ବିଏମସିକୁ ଏନେଇ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ ମନ୍ତ୍ରୀ। କେତେ ଡ୍ରେନ ମୁକୁଳା ଅଛି ଓ କେତେ କାମ ବାକି ରହିଛି…

ବିଜେଡିର ନ୍ୟାରେଟିଭ ସୃଷ୍ଟି ଆରମ୍ଭ, ବିଜେପି ଚୁପ୍

ବିଜେପି ଓଡ଼ିଶାରେ ନୂଆ କରି ସରକାର ଗଠନ କରିଛି। ବିଜେଡି ୨୪ ବର୍ଷ ଧରି ଶାସକ ଦଳରେ ରହିବା ପରେ ଏବେ ବିରୋଧୀ ଦଳ ଭାବେ କାମ କରିବ। ବିଜେପି ସବୁବେଳେ ବିରୋଧୀ ଦଳରେ ରହିଆସିଛି। ବିରୋଧୀ ଦଳରେ ରହି ସ୍ୱର…

ବିହାର ସରକାରଙ୍କୁ ପାଟନା ହାଇକୋର୍ଟଙ୍କ ଝଟ୍‌କା

ପାଟନା ହାଇକୋର୍ଟ ସଂରକ୍ଷଣ ପ୍ରସଙ୍ଗରେ ବିହାର ସରକାରଙ୍କୁ ଏକ ବଡ ଝଟ୍‌କା ଦେଇଛନ୍ତି । ଜାତିଭିତ୍ତିକ ଜନଗଣନା ପରେ ବିହାର ସରକାରଙ୍କ ଦ୍ଵାରା ସଂରକ୍ଷଣ ସୀମା ବୃଦ୍ଧି କରିବା ନିଷ୍ପତ୍ତିକୁ ରଦ୍ଦ କରି ଦେଇଛନ୍ତି ହାଇକୋର୍ଟ। ଶିକ୍ଷା ଓ ଚାକିରି କ୍ଷେତ୍ରରେ…

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍‌

ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…

ବାଚସ୍ପତି ହେଲେ ସୁରମା ପାଢ଼ୀ

ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ରଣପୁର ବିଧାୟିକା ସୁରମା ପାଢ଼ୀ । ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସୁରମା। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ…

ଦାୟୀତ୍ୱ ଗ୍ରହଣ ପରେ ପ୍ରଥମ ଥର ପାଇଁ ରାଜ୍ୟ କାର୍ଯ୍ୟାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ତା.୧୯/୦୬: ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର…

ବଜେଟ୍ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍‌ ପୋର୍ଟାଲ ଜରିଆରେ, ଇ-ମେଲ୍‌, ହ୍ବାଟ୍ସଆପ୍‌, ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମତାମତ ସଂଗ୍ରହ କରାଯିବ । ଜୁନ୍…

ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା

ବିଧାନସଭାରେ ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ହେଲେ ପ୍ରତାପ ଦେବ ।…

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ

ଚଳତବର୍ଷ ଜୁଲାଇ ୮ରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଶ୍ରୀମନ୍ଦିର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି କୁହାଯାଇଛି। ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହେବ। ଆଗାମୀ କ୍ୟାବିନେଟ ବୈଠକରେ ରିପୋର୍ଟ ଉପସ୍ଥାପନ ହେବ। ଏନେଇ ହାଇକୋର୍ଟଙ୍କୁ…

ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ

ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଶଙ୍ଖ ଭବନରେ ଆରମ୍ଭ ହୋଇଛି ବୈଠକ । ବୈଠକରେ କିଏ ହେବେ ବିରୋଧୀ ଦଳ ନେତା ନିଷ୍ପତ୍ତି ସହ ଦଳର ପରାଜୟ…