Category: ରାଜନୀତି

ମା’ ଦୁର୍ଗାଙ୍କ ଭସାଣି ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ଦୃଢ଼ ନିନ୍ଦା କରିଛନ୍ତି ଭକ୍ତ ଦାସ

କଟକରେ ଦଶହରାରେ ମା’ ଦୁର୍ଗାଙ୍କ ଭସାଣି ସମୟରେ, ଦରଘା ବଜାର ଠାରେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ କହିଛନ୍ତି । ଏହି ଘଟଣାର ଦୃଢ଼ ନିନ୍ଦା କରିଛନ୍ତି…

ଭକ୍ତ ଚରଣ ଦାସଙ୍କ ପଦଯାତ୍ରା

ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏବେ ତାଙ୍କର ଉପସ୍ଥିତି ଜାହିର କରିବାରେ ଲାଗି ପଡିଛନ୍ତି । ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଛି । ତେବେ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ଦଳୀୟ ନେତା ଓ…

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡିର ପ୍ରୟାସ

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡି ଏବେ ଜୋରଦାର ଚେଷ୍ଟା ଚଳାଇଛି । ୨୦୨୪ ନିର୍ବାଚନ ହାରିବାକୁ ଦଳ କି ଦଳୀୟ ନେତା ସହଜରେ ଗ୍ରହଣ କରିପାରୁନାହାନ୍ତି । ଗତ ସାଧାରଣ ନିର୍ବାଚନରେ ନିର୍ବାଚନ ବୈତରଣୀ ପାର ହେବାକୁ ସୋସିଆଲ ମିଡ଼ିଆର ବହୁଳ…

ପୋଲିସ ଏସ୍ଆଇ ପରୀକ୍ଷାରେ ଜାଲିଆତି ଘଟଣା; ବିଜେପିର ସମ୍ପୃକ୍ତି ଅଭିଯୋଗର ପ୍ରମାଣ ରଖିଲା ବିଜେଡି

ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ପୋଲ୍ ଖୋଲିଲା ବିଜେଡି । ଆଜି ସାମ୍ୱାଦିକ ସମ୍ମିଳନୀରେ ପ୍ରଶ୍ନପତ୍ର ମାମଲାରେ ବିଜେପି ସରକାରକୁ ଟାର୍ଗେଟ କରିଛି ବିଜେଡି ।…

ବ୍ୟୋମକେଶ ରାୟଙ୍କୁ ଘେରିଲେ ସାଧାରଣ ଜନତା

ଦୁର୍ଗା ମେଢ଼ ଦେଖିବାକୁ ଆସି ହରଡ଼ଘଣାରେ ପଡ଼ିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । ନିଜ ନିର୍ବାଚନ ମଣ୍ଡଳୀରେ ଦୁର୍ଗାପୂଜା ମଣ୍ଡପ ବୁଲୁଥିବା ବେଳେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଖେରଙ୍ଗ ପଞ୍ଚାୟତର ଲୋକ ‘ଭତ୍ତା ଚୋର’ କହି ଶ୍ରୀ…

ମାଲକାନଗିରିରେ କଂଗ୍ରେସ ର ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ଆରମ୍ଭ

ପବିତ୍ର ବିଜୟା ଦଶମୀ ଓ ଗାନ୍ଧୀ ଜୟନ୍ତୀ ଅବସରରେ ମାଲକାନଗିରିର ମୋଟୁସ୍ଥିତ ତିନି ନଦୀର ସଙ୍ଗମସ୍ଥଳ ମଙ୍ଗି ପଏଣ୍ଟଠାରୁ ପିସିସି ସଭାପତି ଭକ୍ତ ଚରଣ ଦାସ ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ର ଶୁଭାରମ୍ଭ…

ଆଜି ପବିତ୍ର ବିଜୟା ଦଶମୀ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ପବିତ୍ର ବିଜୟା ଦଶମୀ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଆଜି ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ମାଆଙ୍କୁ ଦର୍ଶନ ପାଇଁ ଲାଗି…

ବୈଜୟନ୍ତ ପଣ୍ଡାଙ୍କୁ ସିଲେକ୍ଟ କମିଟି ଅଧ୍ୟକ୍ଷ ଦାୟିତ୍ୱ

ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ସିଲେକ୍ଟ କମିଟି ଅଧ୍ୟକ୍ଷ ଦାୟିତ୍ୱ ।ଇନସଲଭେନସୀ ଓ ବ୍ୟାଙ୍କରପ୍‌ସି କୋଡ୍ (ସଂଶୋଧନ) ବିଲ୍ ସିଲେକ୍ଟ କମିଟି ଅଧ୍ୟକ୍ଷ ହେଲେ ବୈଜୟନ୍ତ ପଣ୍ଡା। ଏହା ସହ ପୁନର୍ଗଠିତ ସଂସଦୀୟ ଷ୍ଟାଣ୍ଡିଂ କମିଟିରେ ମଧ୍ୟ ସ୍ଥାନ ପାଇଲେ ବୈଜୟନ୍ତ ।…

ଏସଆଇ ପରୀକ୍ଷାରେ ଜାଲିଆତି ମାମଲା: ସିବିଆଇ ତଦନ୍ତ ଦାବି କଲା ବିଜୁ ଯୁବ ଜନତା ଦଳ

ପୋଲିସ ସବ୍ ଇନିସପେକ୍ଟର୍ ପରୀକ୍ଷାରେ ଜାଲିଆତି ନେଇ ସିବିଆଇ ତଦନ୍ତ ଦାବି କରିଛି ବିଜୁ ଯୁବ ଜନତା ଦଳ । ବଡ଼ ଧରଣର ଅର୍ଥ କାରବାର ନେଇ ବିଜୁ ଯୁବଜନତା ଦଳ ଅଭିଯୋଗ କରିଛି । ଯୁବ ବିଜେଡି ସଭାପତି ଚିନ୍ମୟ…

୨ ଦିନ ହେବ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପଦଯାତ୍ରା; ନୂଆପଡ଼ା ନିର୍ବାଚନ ପରେ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା

ନୂଆପଡ଼ା ଉପ ନିର୍ବାଚନ ପାଇଁ ପଦଯାତ୍ରା ସମୟ ବଦଳାଈଛି କଂଗ୍ରେସ । ଗାନ୍ଧି ଜୟନ୍ତୀରୁ ଅକ୍ଟୋବର ୨ ଓ ୩ ତାରିଖ ମାତ୍ର ଦୁଇଦିନ ହେବ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା । ମାଲକାନଗିରି ମୋଟୁ ଅଞ୍ଚଳରୁ ପଦଯାତ୍ରା ଆରମ୍ଭ ହେବ…