Category: ରାଜନୀତି

ଦଳ ସରକାରଙ୍କ ସହ ଖୁଣ୍ଟ ଭଳି ଠିଆ ହୋଇରହିବ: ମନମୋହନ ସାମଲ

ଚତୁର୍ଥଥର ଦଳର ଦାୟିତ୍ୱ ନେବା ପରେ, ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସରକାରଙ୍କ ପଛରେ ଖୁଣ୍ଟ ଭଳି ଛିଡ଼ା ହେବ ଦଳ । ସାଇନବୋର୍ଡ ପାର୍ଟିରୁ ସରକାର ଗଢ଼ିଛି ବିଜେପି । ତେଣୁ ବିଜେପି…

ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ଏବଂ ୩୨ ଜଣ ରାଷ୍ଟ୍ରୀୟ ପରିଷଦ ସଦସ୍ୟଙ୍କ ନାମ ହେଲା ଘୋଷଣା

ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ଗତ କାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆଜି ବିଧିବଦ୍ଧ ଭାବେ ନାମ ଘୋଷଣା କରାଯାଇଛି । ରାଜ୍ୟ ସଭାପତି ପଦରେ ଅପ୍ରତିଦ୍ୱନ୍ଦୀ…

ସଭାପତି ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ମନମୋହନ ସାମଲଙ୍କ ନାଁ ବିଜେପି ସଭାପତି ଭାବେ ଆଜି ବିଧିବଦ୍ଧ ଭାବେ ଘୋଷଣା ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୨୪ ରେ ମନମୋହନ ଭାଇଙ୍କ ପାଇଁ ରାଜ୍ୟରେ ସରକାର ହୋଇଛି କହିଲେ ମୁଖ୍ୟମନ୍ତ୍ରୀ ।…

ପୁଣି ବିଜେପି ରାଜ୍ୟ ସଭାପତି ହେଲେ ମନମୋହନ ସାମଲ

ମନମୋହନ ସାମଲ ପୁଣି ହେଲେ ବିଜେପି ରାଜ୍ୟ ସଭାପତି । ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା ସର୍ବ ସହମତିରେ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ମନମୋହନ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଧିବଦ୍ଧ ଘୋଷଣା…

ଲେଖାଶ୍ରୀଙ୍କ ଉପରେ ସନ୍ତୋଷ ଖଟୁଆଙ୍କ ଅଶାଳୀନ ମନ୍ତବ୍ୟ: ରାଜ୍ୟ ମହିଳା କମିସନଙ୍କ ଦ୍ବାରସ୍ଥ ହେଲା ବିଜେଡି

ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ଉପରେ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଅଶାଳୀନ ମନ୍ତବ୍ୟ ମାମଲାରେ ରାଜ୍ୟ ମହିଳା କମିସନଙ୍କ ଦ୍ୱାରସ୍ଥ ହେଲା ବିଜେଡି। ସନ୍ତୋଷ ଖଟୁଆ ଦେଇଥିବା ଅଶାଳୀନ ମନ୍ତବ୍ୟକୁ ନେଇ ଆଜି…

ପୁଣି ରାଜ୍ୟ ସଭାପତି ହେବେ ମନମୋହନ ସାମଲ

ପୁଣି ରାଜ୍ୟ ସଭାପତି ହେବେ ମନମୋହନ ସାମଲ । ରାଜ୍ୟ ବିଜେପି ସଭାପତିକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ଆଜି ଅନ୍ତ ହୋଇଛି । ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ପ୍ରାର୍ଥୀ ଭାବେ…

ଜଗନ୍ନାଥ ପ୍ରଧାନଙ୍କ ସପକ୍ଷରେ ଜୟନାରାୟଣ

ଜଗନ୍ନାଥ ପ୍ରଧାନଙ୍କ ସପକ୍ଷରେ ବାହାରିଲେ ବରିଷ୍ଠ ନେତା ଜୟନାରାୟଣ ମିଶ୍ର । ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ହୋଇଥିବା ଆକ୍ରମଣ ମାମଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରିକୁ ନାପସନ୍ଦ କରିଛନ୍ତି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର । ସେ…

ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆସନ୍ତା ୮ ତାରିଖରେ ବିଜେପି ପାଇବ ନୂଆ ରାଜ୍ୟ ସଭାପତି । ସେଥିପାଇଁ ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ ହେବାକୁ ଥିବା ବେଳେ ୮ ତାରିଖରେ ଭୋଟ ଓ…

ନାରୀ ସମାଜର ସମ୍ମାନ ରକ୍ଷା ପାଇଁ ଲଢ଼େଇ ଜାରି ରହିବ: ବିଜେଡି

ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ ଯେଭଳି ବିଜେଡିର ମୁଖପାତ୍ର ତଥା ବାଲେଶ୍ଵର ସାଂସଦ ପ୍ରାର୍ଥୀ ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଗଣମାଧ୍ୟମ ସମ୍ମୁଖରେ ବ୍ୟକ୍ତିଗତ ଆକ୍ଷେପ କରି ତାଙ୍କ ଚରିତ୍ର ଉପରେ ଅରୁଚିକର ଟିପ୍ପଣୀ ଦେଇଥିଲେ, ଯାହା ଓଡ଼ିଶାର ସମସ୍ତ ନାରୀ ସମାଜ…

ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ୬ରେ ପ୍ରକାଶ ପାଇବ ବିଜ୍ଞପ୍ତି

ଦୀର୍ଘଦିନ ଧରି ଲାଗି ରହିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି ।ଖୁବ୍ ଶୀଘ୍ର ରାଜ୍ୟ ଭାରତୀୟ ଜନତା ପାର୍ଟୀକୁ ମିଳିବ ନୂତନ ମଙ୍ଗୁଆଳ । ଏଥିପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ ହୋଇଛି । ଜୁଲାଇ ମାସ ୮ ତାରିଖରେ ରାଜ୍ୟ ବିଜେପି…