Category: ରାଜନୀତି

ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣା; ବିଧାୟକ ସନ୍ତୋଷ ଖଟୁଆଙ୍କୁ ଘଣ୍ଟ ଘୋଡାଉଛନ୍ତି ସରକାର: ବିଜେଡି

ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ ଘଟଣାରେ ବିଜେପିର ନୀଳଗିରି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆଙ୍କ ସମ୍ପୃକ୍ତି…

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ: ଭକ୍ତ ଦାସ

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ। ଏ ନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ କହିଛନ୍ତି ନାଁ ରହିଛି ‘ସଂଗଠନ ସୂର୍ୟନ । ରାଜ୍ୟ ବାହାରୁ ପର୍ଯ୍ୟଟକ, ପିସିସି ସଭାପତି,…

ଜୁଲାଇ ୧୧ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍‌ଗେ

ଆସନ୍ତା ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ । ଏନେଇ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଜି ସୂଚନା ଦେଇଛନ୍ତି । ପୂର୍ବରୁ ଜୁଲାଇ…

ବିଏମସି ଘଟଣା; ସଂପୃକ୍ତ ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିରୁ ନିଲମ୍ବନ

ଗତ କାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କଲେ ରାଜ୍ୟ ସଭାପତି ମନମୋହନ ସାମଲ । ସେମାନେ ହେଲେ କର୍ପୋରେଟର ଅପରୂପ…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣା; ତୀବ୍ର ନିନ୍ଦା କଲେ ନବୀନ ଓ କଂଗ୍ରେସ

ଜନ ଶୁଣାଣି ଚାଲିଥିବା ବେଳେ ଅଫିସ ଭିତରେ ପଶି ଭୁବନେଶ୍ବର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାକୁ ନିନ୍ଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ନିଜ ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ…

ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ

ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…

ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ । ବିଜେପି ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ସ୍ଥଗିତ ରହିଥିବା ଜଣାପଡିଛି । ପୁରୀ ଅଘଟଣ ପାଇଁ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ…

ଆସନ୍ତାକାଲିଠୁ ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ

କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା…

ରଥଯାତ୍ରାକୁ ନେଇ ମିଛ ପ୍ରଚାର କରୁଥିବା ବ୍ୟକ୍ତିମାନଙ୍କୁ ମହାପ୍ରଭୁ ସଦ୍‌ବୁଦ୍ଧି ଦିଅନ୍ତୁ: ଅନୀଲ ବିଶ୍ୱାଳ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଶାନ୍ତିପୂର୍ଣ୍ଣଭାବେ ଆନନ୍ଦ ଉତ୍ସାହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । କିନ୍ତୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ଅଭ୍ୟାସଗତ ଭାବେ ମିଛ ରାଜନୀତି କରି ସ୍ୱାର୍ଥ ହାସଲ ପାଇଁ ମନଗଢ଼ା ବିବୃତି ଦେଉଛନ୍ତି । ଏହା ଅତ୍ୟନ୍ତ…

ବ୍ରହ୍ମପୁର ନାବାଳିକା ଦୁଷ୍କର୍ମ ଘଟଣା: ବିଜେପି ନେତାଙ୍କ କୁତ୍ସିତ ଚେହେରା ପଦାକୁ ଆସିଲା କହିଲା ବିଜେଡି

ରାଜ୍ୟରେ ନାରୀ ନିର୍ୟ୍ୟାତନା ଓ ଦୁଷ୍କର୍ମ ଘଟଣା ଉଦବେଗଜନକ ଭାବେ ବୃଦ୍ଧି ହେଉଥିବା ବେଳେ ବ୍ରହ୍ମପୁରରେ ଜଣେ ପୂର୍ବତନ ବିଜେପି ନଗର ସଭାପତିଙ୍କ ଦ୍ୱାରା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ନାବାଳିକାକୁ ନିଶା ଦେଇ ଦୁଷ୍କର୍ମ କରିବା ଘଟଣାରେ, ବିଜୁ ଜନତା ଦଳ…