ରାଜନୀତି ରାଜ୍ୟ ବିରୋଧୀଙ୍କୁ ମୁକାବିଲା କରିବାକୁ ପ୍ରସ୍ତୁତ: ବିଜେପି September 18, 2025 Nirvay ବିରୋଧୀ ବିଜେଡି ଓ କଂଗ୍ରେସକୁ ମୁକାବିଲା କରିବାକୁ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ସରକାର ସବୁବେଳେ ପ୍ରସ୍ତୁତ । ବିଜୁ…
ରାଜନୀତି ରାଜ୍ୟ ବିଧାନସଭାରେ ଚୋରି ସାମଗ୍ରୀ ଫେରାଇବାକୁ ବାଚସ୍ପତିଙ୍କୁ କଂଗ୍ରେସ ବିଧାୟକଙ୍କ ଚିଠି September 18, 2025 Nirvay ବିଧାନସଭା ପରିସରରୁ ଚୋରି ହୋଇଥିବା ସାମଗ୍ରୀ ଫେରାଇବାକୁ କଂଗ୍ରେସ ବିଧାୟକ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି । ସୁନା ଚେନ, ଦାମୀ ଘଣ୍ଟା, ପ୍ୟାଣ୍ଟ, ସାର୍ଟ ଚୋରି ହୋଇଥିବା ନେଇ କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡାମ ଅଭିଯୋଗ କରିଛନ୍ତି । ତାଙ୍କ ଜିନିଷ…
ରାଜନୀତି ରାଜ୍ୟ ୬୦ ଛୁଇଁଥିବା ମହିଳାଙ୍କୁ ସୁଭଦ୍ରା ଯୋଜନାରୁ ବାଦ ଦେବା ନିନ୍ଦନୀୟ: ବିଜେଡି September 18, 2025 Nirvay ସୁଭଦ୍ରା ଯୋଜନାର ହିତାଧିକାରୀ ମାନଙ୍କ ମଧ୍ୟରୁ, ୬୦ ବର୍ଷ ଛୁଇଁଥିବା ପ୍ରାୟ ୯୩, ୭୯୨ ଜଣ ମହିଳା ବାଦ ପଡିବେ ବୋଲି ସ୍ପଷ୍ଟ ହୋଇଥିବା ବେଳେ ସେମାନେ ସାମାଜିକ ସୁରକ୍ଷା ଯୋଜନାରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରି ପାରିବେ ବୋଲି…
ତାଜା ଖବର ରାଜନୀତି ରାଜ୍ୟ ସମସ୍ତ ବର୍ଗଙ୍କୁ ଆର୍ଥିକ ସଶକ୍ତ କରିବ ‘ନୂତନ ଜିଏସ୍ଟି ସୁଧାର’ : ତରୁଣ ଚୁଗ୍ September 18, 2025 Papirani ରାଜ୍ୟ ବିଜେପି ବୁଦ୍ଧିଜିବୀ ପ୍ରକୋଷ୍ଠ ଆନୁକୁଲ୍ୟରେ “ଆଗାମୀ ପିଢୀର ଜିଏସ୍ଟି ସୁଧାର” ପ୍ରସଙ୍ଗରେ ଏକ ଆଲୋଚନାଚକ୍ର ଆଜି ପ୍ରଦେଶ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜିଏସଟି ସୁଧାର ଦ୍ୱାରା କେବଳ ଜିଏସଟି ହାର ବା ଟିକସରେ କମ୍ ହେବ ନାହିଁ…
ତାଜା ଖବର ଦେଶ ରାଜନୀତି ଭୋଟ ଚୋର ମାନଙ୍କୁ ସୁରକ୍ଷା ଦେଉଛନ୍ତି ମୁଖ୍ୟ ନିର୍ବାଚନ କମିଶନର: ରାହୁଲ ଗାନ୍ଧୀ September 18, 2025 Papirani ନିର୍ବାଚନ ଆୟୋଗ ଉପରେ ଭୋଟ୍ ଚୋରି ନେଇ ଟାର୍ଗେଟ କରିଛନ୍ତି କଂଗ୍ରେସ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ସାମ୍ୱାଦିକ ସମ୍ମିଳନୀରେ ଇସିଆଇଙ୍କ ବିରୋଧରେ ଆଉ ଏକ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ରାହୁଲ ଗାନ୍ଧୀ। ଭୋଟରକୁ ବେଆଇନ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ September 18, 2025 Papirani ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ। ୧୫ ଜଣ ବିଧାୟକଙ୍କ ସମର୍ଥନ ଥିବା ଅନାସ୍ଥା ପ୍ରସ୍ତାବ ଚିଠି ବିଧାନସଭା ସଚିବଙ୍କ ଜରିଆରେ ମାନ୍ୟବର ବାଚସ୍ପତିଙ୍କୁ ପ୍ରଦାନ କରାଯାଇଛି। ବିରୋଧୀ ଦଳ କଂଗ୍ରେସ ପକ୍ଷରୁ ମୋହନ ସରକାର ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ…
ତାଜା ଖବର ରାଜନୀତି ରାଜ୍ୟ ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ September 18, 2025 Papirani ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଆଜିଠୁ ଆରମ୍ଭ ହୋଇ ଆସନ୍ତା ୨୫ ତାରିଖ ଚାଲିବ ଅଧିବେଶନ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି । ଆଜି ପ୍ରଥମ ଦିନରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ…
ରାଜନୀତି ରାଜ୍ୟ ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣା: ୧୭ ତାରିଖରେ ରାଜ୍ୟବ୍ୟାପୀ ଏସପି ଅଫିସ୍ ଘେରିବ ବିଜେଡି September 16, 2025 Nirvay ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାରେ ୧୭ ତାରିଖରେ ରାଜ୍ୟର ସମସ୍ତ ଜିଲ୍ଲାର ଏସ୍ପି ଅଫିସ ସମ୍ମୁଖରେ ଧାରଣା ଦେବ ବିଜୁ ମହିଳା ଜନତା ଦଳ । ବ୍ରହ୍ମଗିରିର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବାଲିହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ପ୍ରେମିକକୁ ଗଛରେ ବାନ୍ଧି ତା…
ରାଜନୀତି ରାଜ୍ୟ ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କରିଛି କଂଗ୍ରେସ September 16, 2025 Nirvay ଓଡିଶାରେ କ୍ରମବର୍ଦ୍ଧିଷ୍ଣୁ ଲଜ୍ୟାଜନକ ଦୁଷ୍କର୍ମ ଘଟଣା ଗୁଡିକରେ ଯୋଡିହୋଇଛି ପୁଣି ଏକ ଚାଞ୍ଚଲ୍ୟକର ଗଣଧର୍ଷଣ । ପୁରୀ ବାଲିହରଚଣ୍ଡୀ ପର୍ଯ୍ୟଟନ ସ୍ଥଳରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ କଂଗ୍ରେସ ମିଡ଼ିଆ ସେଲ ପକ୍ଷରୁ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ…
ତାଜା ଖବର ରାଜନୀତି ରାଜ୍ୟ ଆଜି ବିଜେଡିର ଶୃଙ୍ଖଳା କମିଟି ବୈଠକ September 16, 2025 Papirani ଆଜି ବସିବ ବିଜେଡିର ଶୃଙ୍ଖଳା କମିଟି ବୈଠକ । ଶଙ୍ଖ ଭବନରେ ବସିବ ଶୃଙ୍ଖଳା କମିଟି ବୈଠକ । ଆଜି ଅପରାହ୍ଣ ୫ଟାରେ ଶଙ୍ଖଭବନରେ ବିଜେଡି ଶୃଙ୍ଖଳା କମିଟି ବୈଠକ। ଶୃଙ୍ଖଳା କମିଟି ବୈଠକରେ ଉପସ୍ଥିତ ରହିବେ କମିଟିର ୭ ସଦସ୍ୟ…